-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   (15-Jul-2026)       ||      ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ବଲାଙ୍ଗୀର ଓପନ୍ ସର୍ବଭାରତୀୟ ଚେସ୍ ପ୍ରତିଯୋଗିତା

29-Dec-2023



ବଲାଙ୍ଗୀର(ଚିତ୍ରସେନ ବେହେରା)- ସ୍ଥାନୀୟ କିସ୍ ସ୍କୁଲ୍ ପରିସରରେ ୨ୟ ସର୍ବଭାରତୀୟ ବଲାଙ୍ଗୀର ଓପନ୍ ଚେସ୍ ୧୬୦୦ରୁ କମ୍ ରେଟିଂ ବର୍ଗ ପ୍ରତିଯୋଗିତା  ଆଜି ଆରମ୍ଭ ହୋଇଯାଇଛି । ରାଜ୍ୟସଭା ସାଂସଦ  ନିରଞ୍ଜନ ବିଶି ମୁଖ୍ୟଅତିଥି ଭାବରେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍ ଘାଟନ କରିଥିଲେ। ଛତିଶଗଡ, ଝାରଖଣ୍ଡ, ଆନ୍ଧ୍ର ପ୍ରଦେଶ, ପଶ୍ଚିମବଙ୍ଗ ଓ ଓଡିଶାରୁ ମୋଟ ୨୪୬ ଜଣ ପ୍ରତିଯୋଗୀ ଭାଗ ନେଉଛନ୍ତି। ସୁରେଶ ଚନ୍ଦ୍ର ସାହୁ ମୁଖ୍ୟ ଆର୍ବିଟର, ଉମେଶ ମହାନ୍ତି ଉପମୁଖ୍ଯ ଆର୍ବିଟର, ସନ୍ତୋଷ ମହାପାତ୍ର, ପ୍ରକାଶ ସାହୁ, ସ୍ବରୂପାମୟୀ ଦାଶ, ବିଷ୍ଣୁ ପୁରୋହିତ ଓ କ୍ଷୀରୋଦ ଦଳାଇ ଆର୍ବିଟର ଭାବେ ପ୍ରତିଯୋଗିତା ପରିଚାଳନା କରୁଛନ୍ତି ।

ପ୍ରିୟବ୍ରତ ପଣ୍ଡା ସମ୍ପାଦକ, ଶୁକଦେବ ଗୁରୁ ସଭାପତି , ରାକେଶ ପାଣିଗ୍ରାହୀ , ଶେଷଦେବ ନାଏକ , କୈଳାସ ବାବୁ , କମ୍ବୁପାଣି ପୂଜାରୀ , ସୁଶୀଳ ତ୍ରିପାଠୀ , ଅମିତ ତ୍ରିପାଠୀ , କରୁଣାକର ପାତ୍ର , ଗୋବିନ୍ଦ ସାହୁ , ଭବାନୀ ମେହେର ପ୍ରଭୃତି ଆୟୋଜନରେ ସହଯୋଗ କରୁଛନ୍ତି । ଆସନ୍ତା ୩୧ । ୧୨ । ୨୦୨୩ ଦିନ ପ୍ରତିଯୋଗିତା ଉଦ୍ ଯାପିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତ୍ୟାଧୁନିକ ବିଶ୍ବନାଥ ପଣ୍ଡିତ ପାଠାଗାର ଲୋକାର୍ପିତ   15-Jul-2026
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026

You Might Also Like