-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ପାରା ସମ୍ପ୍ରସାରଣ କର୍ମଚାରୀ ଓ ଅଗ୍ରଣୀ ଚାଷୀଙ୍କ ସଚେତନତା କାର୍ଯ୍ୟକ୍ରମ

29-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ)  : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କୃଷି କାର୍ଯ୍ୟାଳୟ ଠାରେ ଶୁକ୍ରବାର ସରକାରଙ୍କ କୃଷି ଓ କୃଷକର‌  ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ସହକାରୀ ବୈଷୟିକ ପରିଚାଳକ ମୀନକେତନ ମହାକୁରଙ୍କ ପରିଚାଳନାରେ ଅନୁଷ୍ଠିତ ସଚେତନତା ଶିବିରରେ ଉଭୟ ଉଲୁଣ୍ଡା, ବୀରମହାରାଜ ପୂର୍ ବ୍ଲକର ସମସ୍ତ କୃଷି ଓଭରସିଅର, ଗ୍ରାମ୍ୟ କୃଷି କର୍ମଚାରୀ, ବ୍ଲକ ବୈଷୟିକ ପରିଚାଳକ, ସହକାରୀ ବୈଷୟିକ ପରିଚାଳକ, କୃଷକ ସାଥୀ, ଅଗ୍ରଣୀ ଚାଷୀ ୧୫୦ ଜଣ ତାଲିମାର୍ଥି ଯୋଗଦେଇ ଥିଲେ। ମୂଖ୍ୟ ଅତିଥି ଭାବରେ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ତଥା ପ୍ରକଳ୍ପ ନିର୍ଦ୍ଦେଶକ ଆତ୍ମା ସୁବର୍ଣ୍ଣ ପୁର ଡ ବିଭୂତି ଭୂଷଣ ମିଶ୍ର ଯୋଗଦେଇ କୃଷି ବିଭାଗ ଦ୍ଵାରା ଚାଲୁ ଥିବା ବିଭିନ୍ନ ଯୋଜନା, ଚିରନ୍ତନ କୃଷି ଓ ଶସ୍ୟ ଉତ୍ପାଦନ ସଂପର୍କରେ ଅବଗତ କରିଥିଲେ । ଅତିରିକ୍ତ ଜିଲ୍ଲା ଉଦ୍ୟାନ ଅଧିକାରୀ ବିଦ୍ୟାଧର ଦାସ, ମୃତ୍ତିକା ସଂରକ୍ଷଣ ବିଭାଗ ସହକାରୀ ଯନ୍ତ୍ରୀ ଇଂ ସମ୍ଭୂରାଜ୍ ଭୋଇ, ମାର୍କଫେଡ୍ ଗୋ ଡାଉନ୍ ମେନେଜର ଗଣେଶ୍ୱର ମହାପାତ୍ର ଯୋଗ ଦେଇ ବିଭାଗୀୟ ଯୋଜନା ସମ୍ପର୍କରେ ଅବତାରଣା କରିଥିଲେ। କୃଷି ବିଜ୍ଞାନ କେନ୍ଦ୍ର ସୁବର୍ଣ୍ଣ ପୁର ବରିଷ୍ଠ ବୈଜ୍ଞାନିକ ଡ ତ୍ରିନାଥ ଖଣ୍ଡାୟତ ରାୟ ସମନ୍ୱିତ ରୋଗ ପୋକ ପରିଚାଳନା ସଂପର୍କରେ ଅବଗତ କରିଥିଲେ।ସହକାରୀ କୃଷି ଅଧିକାରୀ ସୋମ୍ୟ ରଞ୍ଜନ ପଧାନ ଜଳବାୟୁ ପରିବର୍ତ୍ତନ ଓ ଚାଷ, ସହକାରୀ କୃଷି ଯନ୍ତ୍ରୀ ଇଂ ପ୍ରିୟଙ୍କା ବେହେରା କୃଷି ଯାନ୍ତ୍ରିକରଣ ରେ ଡିବିଟି ଓ କୃଷି ରେସୂଚନା ଓ ପ୍ରଜୁକ୍ତିବିଦ୍ୟା ସଂପର୍କରେ ସଚେତନ କରିଥଲେ। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲା ଅଧିକାରି ଦିଲ ରଞ୍ଜନ ମହାଳିକ ସଚେତନତା ସମାବେଶ ର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ଅବଗତ କରିଥିବା ବେଳେ ଗୋଷ୍ଠୀ କୃଷି ଅଧିକାରୀ ମକରଧ୍ବଜ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ।ସହକାରୀ କୃଷି ଅଧିକାରୀ ଯଶୋବନ୍ତ ପଧ।ନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵ।ବଧ।ନ ରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like