-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

29-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ବୀରମହାରାଜପୁର ବ୍ଲକ ବାଗବର ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୨ ତମ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।‌ ପୂର୍ବାହ୍ନ ସମୟରେ  ନିକଟସ୍ଥ  ଚନ୍ଦ୍ରମଣି ମଠ ଓ ହନୁମାନ ବାଟିକାରୁ ଏକ ମଶାଲ ଶୋଭାଯାତ୍ରା ବାହାରି ଖେଳ ପଡିଆରେ ପହଞ୍ଚି ଥିଲା।‌ ଉଦଘାଟନୀ ଉତ୍ସବରେ ସ୍ଥାନୀୟ ସରପଞ୍ଚ  ନିରୁପମା ବଗର୍ତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।  ଉଦଘାଟନୀ ସଭାରେ କଲେଜ ଭାରପ୍ରାପ୍ତ ଅଧ୍ୟକ୍ଷ ଆଶୁତୋଷ ହୋତା ସଭାପତିତ୍ୱ କରିଥିବା ବେଳେ ବୀରମହାରାଜପୁର କଲେଜର ଅବସର ପ୍ରାପ୍ତ ଖେଳ ଶିକ୍ଷକ ନରେନ୍ଦ୍ର ଚାନ୍ଦ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ। ପରେ ଦୌଡ, ଲମ୍ବ ଡିଆଁ, ଶଟ ପୁଟ, ଡିସ୍କସ ଫିଙ୍ଗା ପ୍ରଭୃତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଅପରାହ୍ନରେ ଉଦଯାପନୀ ଉତ୍ସବରେଶ୍ରୀ ହୋତାଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ  ସଭାରେ ବୀରମହାରାଜପୁର ଥାନା ଅଧିକାରୀ  ରାଜେଶ୍ୱରୀ ଭୋଇ ମୁଖ୍ୟ ଅତିଥି, ପୂର୍ବତନ ଜିଲ୍ଲା ଉଚ୍ଚଶିକ୍ଷା ପରାମର୍ଶ ଦାତା ଡ଼ଃ ପ୍ରଫୁଲ୍ଲ କୁମାର ରଥ ମୁଖ୍ୟ ବକ୍ତା ଭାବେ ଯୋଗ ଦେଇ ପାଠ ପଢା ସହ କ୍ରୀଡା ର ମହତ୍ୱ ବିଷୟ ରେ ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। କାର୍ଯ୍ୟକ୍ରମ କୁ ଅଧ୍ୟାପିକା ସନ୍ତୋଷିନୀ ନାୟକ ସଂଯୋଜନା କରିଥିବା ବେଳେ ଶେଷ ରେ କଲେଜ ର ଖେଳ ଶିକ୍ଷୟତ୍ରୀ ସରିତା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।ପୁରସ୍କାର ବିତରଣୀ ଉତ୍ସବରେ ବିଭିନ୍ନ ପ୍ରତିଯୋଗିତା ରେ କୃତି ଛାତ୍ରୀ ମାନଂକୁ ଅତିଥି ମାନେ ପୁରସ୍କୃତ କରିଥିଲେ। ଯୁକ୍ତ ଦୁଇ ପ୍ରଥମ ବର୍ଷ ଛାତ୍ରୀ ଲିଲି ବିଶ୍ୱାଳ ୩ ଟି ଇଭେଣ୍ଟ ରେ ପ୍ରଥମ ସ୍ଥାନ ଅଧିକାର କରି ଏ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ ଭାବେ ପୁରସ୍କୃତ ହୋଇଥିଲା। ଏହି ଅବସରରେ କଲେଜ ର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ସକ୍ରିୟ ଭାବେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like