-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ମିଶନ ଶକ୍ତି ବିଭାଗ ଉପଦେଷ୍ଟା ବୀରମହାରାଜପୁର ପରିଦର୍ଶନ

29-Dec-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ବୀରମହାରାଜପୁର ବ୍ଲକ ସଭାଗୃହ ରେ ଶୁକ୍ରବାର ପୂର୍ବାହ୍ନରେ ମିଶନ ଶକ୍ତି ବିଭାଗର ଉପଦେଷ୍ଟା ଡ. ଲୋପାମୁଦ୍ରା ବକ୍ସିପାତ୍ର ଙ୍କ ଗସ୍ତ ଦିବସରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଅନୁଶୀଳନ ନିମନ୍ତେ ଏକ ବୈଠକ ଆୟୋଜିତ ହୋଇଥିଲା। ଉକ୍ତ ବୈଠକରେ ମିଶନ ଶକ୍ତି ଓ ବିଭିନ୍ନ ବିଭାଗର ସହଭାଗିତା ରେ ମହିଳା ଗୋଷ୍ଠୀ ମାନଙ୍କ ଦ୍ବାରା କରାଯାଉଥିବା ବିଭିନ୍ନ ଜୀବିକା ସମ୍ବର୍ଦ୍ଧୀୟ କାର୍ଯ୍ୟକ୍ରମର ଅନୁଶୀଳନ କରାଯିବା ସହିତ ସଚେତନତା ଉପରେ ଆଲୋଚନା କରାଯାଇଥିଲା। ବିନା ସୁଧରେ ମହିଳା ସ୍ବୟଂ ସହାୟକ ଗ୍ରୃପ ମାନଙ୍କୁ ୫ ଲକ୍ଷ ରୁ ୧୫ ଲକ୍ଷ ପର୍ଯ୍ୟନ୍ତ ଋଣ ପ୍ରଦାନ କରିବା ଏବଂ ମିଶନ ଶକ୍ତି ଏକ ଯୋଜନାରୁ ଏକ ବିଭାଗ ରେ ପରିଣତ ହେବା କଥା ମଧ୍ୟ ପ୍ରକାଶ କରିଥିଲେ। ମହିଲା ମାଆ ମାନେ ଆଗକୁ କିପରି ଭଲ କାମ କରି ନିଜ ବ୍ଳକ ଜିଲ୍ଲା ର ଗାରିମା ବୃଦ୍ଧି ଦିଗରେ ଅନେକ ଉପଦେଶ ପ୍ରଦାନ କରିଥିଲେ। ପ୍ରଥମେ ମିଶନ ଶକ୍ତି ମହିଳା ମାନଙ୍କ ପକ୍ଷରୁ ବ୍ଳକ ସଭାଗୃହ ଠାରେ  ସ୍ବାଗତ କରାଯାଇଥିଲା। ସଭା କାର୍ଯ୍ୟ ପରେ ନୂତନ ଭାବେ ନିର୍ମାଣ ହୋଇଥିବା ମିଶନ ଶକ୍ତି କାର୍ଯ୍ୟାଳୟରକୁ ପରିଦର୍ଶନ କରିଥିଲେ । ସେଠାରେ ସି ଆର ପି ସଂଘ,ଏମ ବି କେ ସଂଘ, ବ୍ୟାଙ୍କ ମିତ୍ର ସଂଘ ପକ୍ଷରୁ ଫୁଳତୋଡା ଦେଇ ବିପୁଳ ଭାବେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଭା କାର୍ଯ୍ୟରେ ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା, ଉପାଧ୍ୟକ୍ଷ ନାରାୟଣ ଲୁହା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରଘୁନାଥ ପାଣିଗ୍ରାହୀ, ଡିପିସି  ବିଶ୍ଵଜିତ ପରିଡ଼ା,ବିପିସି ଶାନ୍ତାନୁ କୁମାର ମେହର, ବିପିଏମ ମୋନଜ ବାଘ, ବିଏଲସି ରମାକାନ୍ତ ହରିପାଳ,ଏସଡିସି ରଞ୍ଜତ ଖମାରୀ ଓ ମିଶନ ଶକ୍ତି ସଦସ୍ୟ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like