-+91-9937148622 |

prerana_bgr@rediffmail.com |

  Wednesday 15th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   (14-Jul-2026)       ||      ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||     

HOME   ଜିଲ୍ଲା

ଆମ ସଂକଳ୍ପ ବିକଶିତ ଭାରତ ରଥକୁ ପଲସାଗୋରା ଠାରେ ସ୍ୱାଗତ

30-Dec-2023



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲସାଗୋରା କଲ୍ୟାଣମଣ୍ଡପ ଠାରେ ଆମ ସଙ୍କଳ୍ପ ବିକଶିତ ଭାରତ ଯାତ୍ରା ଅନୁଷ୍ଠିତ ହୋଇଯାଇଛି lପଲସାଗୋରା କଲେଜ ଛକଠାରେ ସରପଞ୍ଚ ସୁଶ୍ରୀ ସୌଦାମିନୀ ମଲିକ ଙ୍କ ନେତୃତ୍ୟରେ ରଥକୁ ସ୍ୱାଗତ କରି କଲ୍ୟାଣ ମଣ୍ଡପକୁ ନିଆଯାଇଥିଲା l କେନ୍ଦ୍ରସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରି ଯୋଜନା ଓ ସେଗୁଡିକ କିଭଳି ଲୋକଙ୍କ ନିକଟକୁ ପହଂଚିବ ସେ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା l 2047 ମସିହା ସୁଦ୍ଧା ଭାରତକୁ ଏକ ବିକଶିତ ଓ ଆତ୍ମ ନିର୍ଭରଶିଳ ରାଷ୍ଟ୍ର ରୂପେ ନିର୍ମାଣ ର ସ୍ୱପକୁ ସାକାର କରିବା, ଗୋଲାମୀର ମାନସିକତାକୁ ମୂଳୋତ୍ପାଟନ କରିବା,ଦେଶର ସମୃଦ୍ଧ ଐତିହକୁ କୁନେଇ ଆମେ ଗର୍ବିତ ହେବା, ଭାରତର ଏକତାକୁ ମଜଭୁତ କରିବା,ଦେଶକୁ ସୁରକ୍ଷା ଦେଇଥିବା ବ୍ୟକ୍ତିକୁ ସମ୍ମାନ ଦେବା,ଭାରତର ନାଗରିକ ଭାବେ ନିଜର କର୍ତବ୍ୟ ପାଳନ କରିବା ଆଦି ଉପରେ ସାମୁହିକ ଶପଥ ପାଠ କରାଯାଇଥିଲା l ଏହିଯାତ୍ରାରେ ଗ୍ରାମପଞ୍ଚାୟତ ଉନ୍ନୟନ ଅଧିକାରୀ ଗୌରୀ ପ୍ରଧାନ, ପଂଚାୟତ ନିର୍ବାହୀ ଅଧିକାରୀ

କ୍ଷୀରୋଦ୍ର ମେଣ୍ଡିଲି,ଅଙ୍ଗନବାଡି ଦିଦି ମଞ୍ଜୁଲତା ପ୍ରଧାନ, ମଞ୍ଜୁଲତା ସାହୁ,ସୁପରଭାଇଜର ସନ୍ତୋଷିନୀ ସାହୁ, ଏମବିକେ କୌଶଲ୍ୟା ପାଣିଗ୍ରାହୀ, ସିଆରପି ଧନେଶ୍ୱରୀ ସାଲମା, ପିଙ୍କିମହାକୁଡ଼,ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ କହେଁଇ ଚରଣ ଡାଙ୍ଗ, ଜିଲ୍ଲାପରିଷଦ ସଭ୍ୟା ପଦ୍ମାଲୟ ପ୍ରଧାନ,ନବୀନ ମହାପାତ୍ର, ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ଶ୍ରୀକାନ୍ତ ମହାକୁଡ଼ ଆର୍ତତ୍ରାଣ ପ୍ରଧାନ, ପଞ୍ଚାନନ ମହାକୁଡ଼, ଧ୍ରୁବ ଚରଣ ପରିଛା, ପଂଚାୟତର ଆଶାଦିଦି, ଅଙ୍ଗନବାଡି ଦିଦି, ସିଆରପି,ୱାର୍ଡ ସଭ୍ୟ/ସଭ୍ୟା, ସ୍ୱୟଂ ସହାୟକ ଗୋଷ୍ଟିର ସଦସ୍ୟ ମାନେ ଉପସ୍ଥିତ ଥିଲେ l ପଂଚାୟତ କର୍ମଚାରି ମାନେ କାର୍ଯ୍ୟକ୍ରମ କୁ ସହଯୋଗ କରିଥିଲେ l ଏହି ଯାତ୍ରାରେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ବୀରେନ୍ଦ୍ର କୁମାର ରଥ, ରମାନାଥ ସାହୁ, ମଞ୍ଜରୀ ମେହେର, ବସନ୍ତ ବାଘ, ଅର୍ଜୁନ ମହାନନ୍ଦ, ମହେନ୍ଦ୍ର ବେହେରା, ଅବନ୍ତୀ ସାହୁ, ପ୍ରତିମା ତରାଇ ପ୍ରମୁଖ ଯୋଗଦେଇ ଶିକଲିନ, ସୁଗର, ବିପି, ଏଚଆଇଭି, ଏଚବି, ମେଲେରିଆ ଆଦି ପରୀକ୍ଷା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ   14-Jul-2026
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026

You Might Also Like