-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   (14-Jul-2026)       ||      ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର    (14-Jul-2026)       ||      ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ    (14-Jul-2026)       ||      ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   (14-Jul-2026)       ||      ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||     

HOME   ଜିଲ୍ଲା

କଂଗ୍ରେସର ୧୩୮ତମ ପ୍ରତିଷ୍ଠା ଦିବସ ପାଳିତ

30-Dec-2023



ଡୁଙ୍ଗୁରିପାଲି-(ଅରବିନ୍ଦ ମିଶ୍ର) - ଡୁଙ୍ଗୁରିପାଲି  ବ୍ଲକ କଂଗ୍ରେସ ପକ୍ଷରୁ ୧୩୮ତମ ପ୍ରତିଷ୍ଠା ଦିବସ  ଡୁଙ୍ଗୁରିପାଲିରେ ଆଜି ପାଳିତ ହୋଇଯାଇଚି ।  ରାଜ୍ୟ ପ୍ରଚାର କମିଟୀର ସଦସ୍ୟ ତଥା ବ୍ଲକ କାର୍ଯ୍ୟକାରୀ ସଭାପତି ଚିତ୍ତ୍ରଞ୍ଜନ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ଲକର ବହୁ ସଂଖ୍ୟାରେ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ । ନେହେରୁ, ଇନ୍ଦିରା, ପିଭିନରସିଂହରାଓଙ୍କ ସମୟରେ କଂଗ୍ରେସ ବିଭିନ୍ନ ଜନହିତକାର କାର୍ଯ୍ୟକ୍ରମ ଉପରେ ଶ୍ରୀଯୁକ୍ତ ମିଶ୍ର ଆଲୋକପାତ କରିଥିଲେ ।  ଆଗାମି ଦିନରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ଗରୀବ ବିରୋଧି ଯୋଜନା ଦେଶର ଗରୀବମାନେ ଆହୁରି ଗରୀବ ହେଉଥିବା ବେଳେ ଧନୀ ଏବଂ ପୁଞ୍ଜିପତିଙ୍କ ସରକାରର ପତନ ଆବଶ୍ୟକ ବୋଲି ସେ ତାଙ୍କ ବକ୍ତବ୍ୟରେ ପ୍ରକାଶ କରିଥିଲେ ।  କାର୍ଯ୍ୟକ୍ରମରେ ଭୀଷ୍ମଦେବ ମଲ୍ଲିକ,  ବାଳକୃଷ୍ଣ ଦଣ୍ଡସେନା, ସୁରୁବାବୁ ନନ୍ଦ,  ଜଗନ୍ନାଥ ତ୍ରିବେଦୀ, ବିକାଶ ଭୋଇ, ନେହେରୁ ସା,  ରାଜେନ୍ଦ୍ର ନାଗ,  ବସୁ ଖୁଣ୍ଟୁଲା,  ନିରାକାର ଦଣ୍ଡସେନା,  ସୁରୁ ମଲ୍ଲିକଙ୍କ ସମେତ ବହୁ ସଂଖ୍ୟାରେ କର୍ମୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
ନାଗରିକ କମିଟୀ କୁ ରାଜନୀତି ର ଉର୍ଦ୍ଧରେ ରଖାଯାଉ   14-Jul-2026
  ଜିଲ୍ଲା  
ପିତୃମାତୃହୀନ ଏବଂ ଏକକ ଅଭିଭାବକ ଶିଶୁଙ୍କ ପାଇଁ ମାନେଶ୍ଵରରେ ସ୍ୱତନ୍ତ୍ର ଶିବିର   14-Jul-2026
  ଜିଲ୍ଲା  
ଗନ୍ଧଳା ରେ ବିଜେଡି ର ସାଂଗଠନିକ ବୈଠକ   14-Jul-2026
  ଜିଲ୍ଲା  
ମାନବଶାସ୍ତ୍ରରେ ଛାତ୍ର ବିଶ୍ୱ ବିଦ୍ୟାଳୟ ଟପର କିନ୍ତୁ ନାହାନ୍ତି ଅଧ୍ୟାପକ   14-Jul-2026
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026

You Might Also Like