-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   (14-Jul-2026)       ||      ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   (14-Jul-2026)       ||      ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   (14-Jul-2026)       ||      ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||     

HOME   ଜିଲ୍ଲା

ସୋନପୁର ରେ ଧାନକିଣା ଅବ୍ୟବସ୍ଥା ନେଇ ଗର୍ଜିଲେ ଚାଷୀ, ସମାବେଶରେ ମିଡିଆକୁ ଦେଲେ ତଥ୍ଯଭିତ୍ତିକ ପ୍ରମାଣ

30-Dec-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ): ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନ ପକ୍ଷରୁ ସୋନପୁର ରୟାଲ୍ ପଡିଆ ଠାରେ ଶତାଧିକ ଚାଷୀ ମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବର୍ତ୍ତମାନ ଧାନ କିଣା ରେ ଗ୍ରାମାଞ୍ଚଳ ର ଚାଷୀ ଙ୍କ ବାସ୍ତବ ଚିତ୍ର ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଥଲା। ଜିଲ୍ଲା ର ୬ ଟି ଯାକ ବ୍ଲକ ରୁ ଶହ ଶହ ଚାଷୀ ଏହି ସମାବେଶ ରେ ଯୋଗଦେଇ ଧାନକିଣା ରେ କ୍ଵିଣ୍ଟାଲ ପିଛା ୩ କେଜି କଟଣି ଛଟନି ହେଉଥିବା ପ୍ରାମାଣିକ ତଥ୍ୟ ସବୁ ଚାଷୀ ଉପସ୍ଥାପିତ କରିଥିଲେ। ଏବଂ ମଣ୍ଡି ପରିସରରେ ସିସି ଟି ଭି, ପାନୀୟ ଜଳ, ଶୌଚାଳୟ ଓ ଧାନ ସଂରକ୍ଷଣର ସୁବ୍ୟବସ୍ଥା ନ ଥିବା ସହିତ ୪୮ ଘଣ୍ଟା ଭିତରେ ଧାନ ବିକ୍ରିର ପାଉଣା ମଧ୍ୟ ମିଳୁ ନ ଥିବା ନେଇ ଚାଷୀ ମାନେ ଖୋଲାଖୋଲି ଅଭିଯୋଗ କରିଥିଲେ। ପ୍ରକାଶ ଥାଉ କି ଛତିଶଗଡ ରେ ଧାନ କ୍ଵିଣ୍ଟାଲ ପିଛା ଦର ୩୧୦୦ ଥିବା ବେଳେ ଆମ ରାଜ୍ୟ ଓଡିଶା ରେ ତାହାର ମୂଲ୍ୟ ୨୧୮୩ ଟଙ୍କା, କଟଣୀ ଛଟନି କୁ ନେଇ ଏବଂ ଚାଷୀ ଶୋଷଣ ନୀତି ଓ ସରକାର ଙ୍କ ଅଣଦେଖା କୁ ଚାଷୀମାନେ ତୀବ୍ର ନିନ୍ଦା କରିଥିଲେ। ଏବଂ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରିବାକୁ ଏକ ପ୍ରସ୍ତାବ ଆଗତ ହୋଇଥିଲା l କୃଷକ ସଂଗଠନ ର ସଭାପତି ବୈକୁଣ୍ଠ ଶତପଥି ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ସମ୍ପାଦକ ଚିତ୍ତ ରଂଜନ ଗଡଟିଆ ଙ୍କ ସହଯୋଗ ରେ ଏହି ସଭାକୁ ପଦ୍ମ ଲୋଚନ ମିଶ୍ର ସଂଯୋଜନl କରିଥିଲେ l ବିଭିନ୍ନ ବ୍ଲକ ର ଚାଷୀ ନେତା ନରେନ୍ଦ୍ର ଆଚାର୍ଯ୍ୟ, ଧରଣୀ ପାଢ଼ୀ, ପ୍ରମୋଦ ପଣ୍ଡା , ପ୍ରଦ୍ୟୁମ୍ନ ପାଢ଼ୀ, ରାଜେନ୍ଦ୍ର ମିଶ୍ର, ନିରଂଜନ ତ୍ରୀପାଠୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଭାଗ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାପାଳ ଓ ମହାନଗର ନିଗମ କମିଶନର ଙ୍କ ମହାବୀର ପଡା ପରିଦର୍ଶନ   14-Jul-2026
  ଜିଲ୍ଲା  
ନ ଶ୍ରେଣୀ କୁ ତିନି ଶିକ୍ଷକ ଶିକ୍ଷା ଦାନରେ ବ୍ୟାଘାତ ଏସ, ଏମ,ସି,ର ଶିକ୍ଷକ ଦାବିରେ ସ୍କୁଲ ଭିତରେଧାରଣା   14-Jul-2026
  ଜିଲ୍ଲା  
ପୂର୍ବତନ ସାଂସଦ ନିରଞ୍ଜନ ବିଶିଙ୍କ ଆପତ୍ତି ପରେ ଖଣି ଲିଜ୍ ପୂର୍ବରୁ ବନାଧିକାର ଓ ପରିବେଶ ଆଇନ ପାଳନର ଆଶ୍ୱାସନl   14-Jul-2026
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026

You Might Also Like