-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ମହାବିଦ୍ୟାଳୟ ରେ ମହିଳା ଜାତୀୟ ସେବା ଯୋଜନା ର ସ୍ୱତନ୍ତ୍ର ଶିବିର ଉଦଯାପିତ

31-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା(ବାଳିକା)ଆନୁକୁଲ୍ୟରେ  ୨୪ ତାରିଖ ଠାରୁ ଆରମ୍ଭ ହୋଇଥିବା ୭ ଦିନିଆ ଶୀତ କାଳୀନ ଶିବିର  ମହାସମାରୋହରେ ଉଦଯାପିତ ହୋଇଯାଇଛି। ପ୍ରଥମ ଦିବସରେ ପୋଷ୍ୟଗ୍ରାମ ନୀଳକଣ୍ଠଗୁଡ଼ା ଠାରେ ଶିବିର ର ଉଦଘାଟନ କରାଯାଇଥିଲା । ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ: ଭାସ୍କର ନାଥ ବିଶ୍ଵାଳ,ଜାତୀୟ ସେବା ଯୋଜନା ର ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ବିନୋଦ ବିହାରୀ ନାୟକ, ପୂର୍ବତନ ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀ ଦିଲୀପ କୁମାର ହୋତା, ପୂର୍ବତନ ଜିଲ୍ଲା ଜାତୀୟ ସେବା ଯୋଜନା ଆବାହକ ଶ୍ରୀ ଶମ୍ଭୁ ପ୍ରସାଦ ହୋତା, ଜାତୀୟ ସେବା ଯୋଜନା ର ମାନସୀ ମହାପାତ୍ର ଉପସ୍ଥିତ ରହି ସ୍ୱେଚ୍ଛାସେବୀ ମାନଙ୍କୁ ଶିବିର ର ସମ୍ପୂର୍ଣ୍ଣ ମହତ୍ତ୍ଵ ବିଷୟ ରେ ଅବଗତ କରାଇଥିଲେ। ସ୍ଵେଚ୍ଛାସେବୀ ମାନେ ଯୋଗ  କରିବା ପରେ ବିଭିନ୍ନ ଗ୍ରାମ ସଫେଇ ସହ ଗ୍ରାମର ଶିଶୁ ମାନଙ୍କୁ ଖାଦ୍ୟ ପଦାର୍ଥ ବଣ୍ଟନ ଶିବିର ର ଶେଷଦିବସରେ ଅଂଶଗ୍ରହଣକାରୀ ତଥା ବିଭିନ୍ନ ପ୍ରତିଯୋଗିାତାରେ କୃତକାର୍ଯ୍ୟ ହୋଇଥିବା ସ୍ୱେଚ୍ଛାସେବୀ ମାନଙ୍କୁ ମାନପତ୍ର ଓ ପୁରସ୍କାର ବିତରଣ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାଜ ସେବୀ, ବରିଷ୍ଟ କବୟତ୍ରୀ, ପୂର୍ବତନ ଶିଶୁ କଲ୍ୟାଣ କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ମନୋରମା ମାଝୀ ଉପସ୍ଥିତ ରହି ଛାତ୍ରୀ ମାନଙ୍କୁ ବହୁ ମୂଲ୍ୟବାନ ଚିନ୍ତାଧାରା ବ୍ୟାଖ୍ୟା କରିଥଲେ ଏଵଂ ଜୀବନରେ ତାହାକୁ ଅବଲମ୍ବନ କରିବାକୁ ପରାମର୍ଶ ଦେଇଥିଲେ। ଶେଷରେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡ: ଭାସ୍କର ନାଥ ବିଶ୍ଵାଳ ଶିବିର ର ସଫଳତା ପାଇଁ ଗ୍ରାମବାସୀ ଏବଂ ସ୍ବେଛାସେବୀ ମାନଙ୍କୁ ସାଧୁବାଦ୍ ଅର୍ପଣ କରିଥଲେ।ନୃତ୍ୟ ଗୀତ ର ଆସର ମଧ୍ୟରେ କ୍ୟାମ୍ପ ଫାଇର ରେ ଯୋଗ ଦେଇ ସ୍ବେଛାସେବୀ ଉଲ୍ଲସିତ ହେଇଥିଲେ ଏବଂ ପରସ୍ପର ଠାରୁ ବିଦାୟ ନେଇ ଭାବବିହ୍ୱୋଳ ହୋଇପଡ଼ିଥିଲେ।ଜାତୀୟ ସେବା ଯୋଜନା (ବାଳିକା) ସାତ ଦିନର ଶୀତକାଳୀନ ଶିବିରର ସଫଳତାପାଇଁ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଏବଂ କର୍ମଚାରୀ ବିଶେଷ ସହଯୋଗ କରିଥିଲେ । ସମଗ୍ର ଶିବିର ର ପରିଚାଳନା କାର୍ଯ୍ୟକ୍ରମ ଅଧିକାରୀ ଶ୍ରୀମତୀ ମାନସୀ ମହାପାତ୍ର ନିର୍ବାହ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like