-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   (14-Jul-2026)       ||      ୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   (14-Jul-2026)       ||      ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଶସ୍ତ୍ର ବାହିନୀ ସଙ୍ଘ ପ୍ରତିଷ୍ଠା*

31-Dec-2023



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
:ପାପଡାହାଣ୍ଡି ମୃଗ ବିହାର ନିକଟରେ ଜିଲ୍ଲା ଶସ୍ତ୍ର ବାହିନୀ ସଙ୍ଘର ଏକ କାର୍ଯ୍ୟକ୍ରମ ସଂଘ ଦ୍ୱାରା ଅନୁଷ୍ଠିତ ହେଲା। ଏହାର ମୂଳ ଉଦେଶ୍ୟ ସମସ୍ତ ଶସ୍ତ୍ର ସୁରକ୍ଷା ବାହିନୀ ଭାଇ ମାନଙ୍କ ସୁରକ୍ଷା ଏବଂ ସମସ୍ତ ସୁରକ୍ଷା ବାହିନୀ ଙ୍କର ଅସୁବିଧା, ସୁବିଧା ରେ ସାମିଲ ହେଇ ସ୍ବ ପରିଚାଳନା କରିବା ନିମନ୍ତେ ସଙ୍ଘ ପ୍ରତିଷ୍ଠା କରାଗଲା! ଆଗାମୀ ଦିନ ରେ ରେଜିଷ୍ଟ୍ରସନ ପ୍ରକ୍ରିୟା ତ୍ୱରାନ୍ୱିତ କରାଯିବ ବୋଲି ସଭାପତି କହିଥିଲେ ଏଠାରେ ଆର୍ମ ଲାଇସେନ୍ସ ଧାରୀ ମେମ୍ବର ମାନେ ସଭାପତି ଓ ସମ୍ପାଦକ ଚୟନ କରିଥିଲେ! ଏବଂ ସଭାପତି ଶ୍ରୀ ଉମାକାନ୍ତ ବିଷୋୟୀ ସମ୍ପାଦକ ଶ୍ରୀ ନରେନ୍ଦ୍ର କୋଶ୍ଚପ, ଉପ ସଭାପତି ସନ୍ତୋଷ କୁମାର ସାହୁ, ହୃଷିକେଶ, ରାଧେ, ସୁଶାନ୍ତ, ପଙ୍କଜ,ଏବଂ ଅନ୍ୟାନ ପଦାଧିକାରୀ ଯୋଗ ଦେଇ ବୈଠକ ସମ୍ପୂର୍ଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ମୟୂରଭଞ୍ଜର ବିକାଶ ଏବଂ ଉଚ୍ଚଶିକ୍ଷାର ଉତ୍କର୍ଷ ପାଇଁ ରାଜ୍ୟ ସରକାର ସଦା ସର୍ବଦା ପ୍ରତିବଦ୍ଧ : ମନ୍ତ୍ରୀ ଡାକ୍ତର ମହାପାତ୍ର   14-Jul-2026
  ରାଜ୍ୟ  
୧୫୦ ତମ ବରପାଲି ଶୀତଲ ଷଷ୍ଠୀ ଯାତ୍ରା ପାଇଁ ରୂପରେଖା ପ୍ରସ୍ତୁତ   14-Jul-2026
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026

You Might Also Like