-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକସ୍ତରୀୟ ଯୁବ ଓଡିଶା, ନବୀନ ଓଡିଶା ଉଦଯାପିତ

31-Dec-2023



କଣ୍ଟାମାଳ, (ଜୟ କୁମାର ମହାରଣା)
 କଣ୍ଟାମାଳ ବ୍ଲକରେ ଯୁବ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନ୍ତର୍ଗତ ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତା ଆଜି ଅନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି l  ଉଦଯାପନୀ ସମାରୋହରେ କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣା ମୁଖ୍ୟଅତିଥି ଭାବେ ଯୋଗଦେଇ ପାଞ୍ଚଦିନ ଧରି ଚାଲିଥିବା ବ୍ଲକସ୍ତରୀୟ ଯୁବ ଓଡିଶା ନବୀନ ଓଡିଶା କ୍ରୀଡା ପତାକାକୁ ଅବତରଣ କରିଥିଲେ  l  କଣ୍ଟାମାଳ ବିଡ଼ିଓ ସାମି ଜୟଶ୍ରୀ ରେଡ୍ଡୀ ଉଦଯାପନୀ ସଭାକୁ ଅଧ୍ୟକ୍ଷତା କରିଥିବାବେଳେ କଣ୍ଟାମାଳ ତହସିଲଦାର ଶ୍ୱେତପଦ୍ମା ଯୋଶୀ ସମ୍ମାନୀତ ଅତିଥିଭାବେ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l ଡବ୍ଲୁଇଓ ଜ୍ୟୋତିରଞ୍ଜନ ବେହେରା ସଭା ପରିଚାଳନା କରିଥିଲେ l କ୍ରିକେଟ, କବାଡି, ଭଲିବଲ, ଖୋଖୋ ଇତ୍ୟାଦି ପ୍ରତିଯୋଗିତାରେ ବିଜୟୀ ଓ ରନର୍ସଅପ ଦଳକୁ ସମ୍ବର୍ଦ୍ଧିତ କରିଥିଲେ  l ଏହି ଅବସରରେ କବାଡି ଓ କ୍ରିକେଟ ରେ ଏବଂ ଆମେ ସାଂସ୍କୃତିକ ପରିଷଦ କଣ୍ଟାମାଳ ଦଳ ଚମ୍ପିୟାନ ହୋଇଥିବା ବେଳେ ଭଲିବଲ ଓ ଖୋଖୋ ରେ ପଲସlଗୋରା ଦଳ ଚମ୍ପିୟାନ ହୋଇ ପୁରସ୍କୃତ ହୋଇଥିଲେ l ସେହିପରି ସମସ୍ତ ରନର୍ସଅପ ଦଳଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା l  ପରେ ଖେଳାଳି ମାନଙ୍କ ସହ କରମର୍ଦନ କରି ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ l  ଏଥିରେ କବାଡି, ଖୋଖୋ, ଭଲିବଲ, ଫୂଟବଲ କ୍ରିକେଟ ଆଦି ବ୍ଲକସ୍ତରୀୟ ଖେଳ ଅନୁଷ୍ଠିତ ହୋଇ ପ୍ରତି ଖେଳର ଚମ୍ପିୟାନ ଓ ଭଲ ଖେଳାଳି ଜିଲ୍ଲାସ୍ତର କ୍ରୀଡ଼ାକୁ ମନୋନୀତ କରାଯିବା ନେଇ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ଦେଇଥିଲେ l   26ତାରିଖରୁ ଚାଲିଥିବା ଏହି ବ୍ଲକସ୍ତରୀୟ ନୂଆ -ଓ କ୍ରୀଡା ପ୍ରତିଯୋଗିତା କୁ ପଞ୍ଚାୟତ ସମିତି କଣ୍ଟାମାଳ ର ସହକାରୀ ନିର୍ବାହୀ ଯନ୍ତ୍ରୀ ଜୟ ମହନ୍ତ,ଡବ୍ଲ୍ୟୁଇଓ , ଜିପିଈଓ,ପିଇଓ, ଜିଆରଏସ, ଯୋଗାଣ, ଡିଇଓ ସମେତ ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like