-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ଆମ ଓଡ଼ିଶା ନବୀନ ଓଡ଼ିଶା ଉଦଯାପନୀ ଉତ୍ସବ

31-Dec-2023



ନୂଆପଡ଼ା  (ଡୋଲେସ୍ବର ଵାଗ )
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ୍ ଅନ୍ତର୍ଗତ ହାତିବନ୍ଧାଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅନୁଷ୍ଠିତ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମର ଅନ୍ତିମ ଦିବସରେ ଆୟୋଜିତ ସଭାରେ  ଅଧ୍ୟାପକ ଯୌତିର୍ଣ୍ଣ ବନ୍ଧିଛୋରଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଲମ୍ବୋଦର ନିଆଲ ବି ଜେ ଡି ବିଧାୟକ ପ୍ରାର୍ଥୀ ଖଡ଼ିଆଳ,ମୁଖ୍ୟ ବକ୍ତା ରୁଦ୍ର ନାରାୟଣ ବାରିକ ଅଧ୍ୟକ୍ଷ ପଲ୍ଲୀ ପ୍ରଗତି କଲେଜ ଦୋହେଲ ପଡା,ସମ୍ମାନିତ ଅତିଥି ଗରୁଡ଼ ଧ୍ୱଜ ବେହେରା ବି ଜେ ଡି ବ୍ଲକ ସଭାପତି ,ଓଡ଼ିଆ ଅଧ୍ୟାପକ ଧ୍ରୁବ ଚରଣ ପ୍ରଧାନ ମଞ୍ଚାସିନ ଥିଲେ ।କାର୍ଯ୍ୟକ୍ରମଟିକୁ ଅଧ୍ୟାପକ ଧୁବ ଚରଣ ପ୍ରଧାନ ପରିଚାଳନା କରି ସମସ୍ତ ଅତିଥିଙ୍କୁ ମଞ୍ଚ ଉପରକୁ ସ୍ବାଗତ ଜଣାଇବା ପରେ ଝିଅ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇ ଅତିଥି ମାନଙ୍କ ଦ୍ଵାରା ଦେବ ପୂଜନ କରାଯାଇଥିଲା । ତଦପରେ ଅତିଥି ଓ ବକ୍ତା ଛାତ୍ର ଛାତ୍ରୀ ମାନଙ୍କୁ ସରକାରଙ୍କ  ଯୁବ ଓଡ଼ିଶା ଓ ନବୀନ ଓଡ଼ିଶାର ମହତ୍ତ୍ଵ ଆମରି ପିଲାଙ୍କ ପାଇଁ କେତେ ଆବଶ୍ୟକ ଓ ଏହି ପଦକ୍ଷେପ ବିଷୟରେ ଅବଗତ କରି ପିଲାଙ୍କ ଭବିଷ୍ୟତ ଓଡ଼ିଶାର ଭବିଷ୍ୟତ ସହିତ ସମାନ ବୋଲି ତୁଳନା କରିଥିଲେ ।କାର୍ଯ୍ୟକ୍ରମ ରେ କୃତିତ୍ତ୍ଵ ଲାଭ କରିଥିବା ଏବଂ ନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।ପୁରସ୍କାର ବିତରଣ ପର୍ଯ୍ୟାୟଟିର ସଭା ରମେଶ ମେହେର ପରିଚାଳନା କରିଥିଲେ ଏବଂ ତାଙ୍କୁ କମଳ ରାଉତ ସହଯୋଗ କରିଥିବାବେଳେ ଓଡ଼ିଆ ଅଧ୍ୟାପକ ଭରତ ବାଗ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like