-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

ଲାଲବାହାଦୁର କ୍ରିକେଟ : ବାଗବର ଚମ୍ପିଆନ

31-Dec-2023




ବୀରମହାରାଜପୁର,(ବିନୋଦ ପାଣ୍ଡେ): ବୀରମହାରାଜପୁର ବ୍ଲକ ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ବଡ଼ଖମାର ଠାରେ ଲାଲବାହାଦୁର ଯୁବକ ସଂଘ ଆନୁକୂଲ୍ୟରେ ଚାଲିଥିବା ୧୦ମ ଲାଲବାହାଦୁର କ୍ରିକେଟ କପ୍  ଉଦଯାପିତ ହୋଇଯାଇଛି। ଫାଇନାଲରେ ବାଗବର ଦଳ ବଙ୍କିଆ ଦଳକୁ ପରାସ୍ତ କରି ଚମ୍ପିଆନ ହୋଇଛି। ପ୍ରଥମ ଫର୍ମାଟରେ ବଙ୍କିଆ ଦଳ ପ୍ରଥମେ ବ୍ୟାଟିଂ କରି ୭.୩ ଓଭରରେ ୬୧ ରନ ସଂଗ୍ରହ କରିଥିଲା। ଜବାବରେ ବାଗବର ଦଳ ୬.୩ ଓଭରରେ ନିର୍ଦ୍ଧାରିତ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ସେହିଭଳି ଦ୍ୱିତୀୟ ଫର୍ମାଟରେ ବଙ୍କିଆ ଦଳ ୮ ଓଭରରେ ସବୁ ଉଇକେଟ ହରାଇ ୩୯ ରନ ସଂଗ୍ରହ କରିଥିଲା। ବାଗବର ଦଳ ମାତ୍ର ଦୁଇ ଓଭରରେ ନିର୍ଦ୍ଧାରିତ ରନ ସଂଗ୍ରହ କରି ବିଜୟୀ ହୋଇଥିଲା। ଦୁଇ ଫର୍ମାଟରେ ବିଜୟୀ ବାଗବର ଦଳ ଚମ୍ପିଆନ ଘୋଷିତ ହୋଇଥିଲା। ଯୁବକ ସଙ୍ଘର ସଭାପତି ଆମ୍ବରୀଶ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଖଣ୍ଡହତା ସମିତି ସଭ୍ୟ ବିନୋବାନନ୍ଦ ପଧାନ ମୁଖ୍ୟ ଅତିଥି, ଜଟେସିଂହା ସମିତି ସଭ୍ୟା ରଶ୍ମିତା ପାଣ୍ଡେ, ସାମାଜିକ କର୍ମୀ ମୀନକେତନ ମହାକୁର, ଶିକ୍ଷାବିତ ମହେନ୍ଦ୍ର ମହାଳିକ, ସମାଜସେବୀ ପ୍ରଭଞ୍ଜନ କର୍ମୀ, ସହଦେବ ପଧାନ, ଆଶିଷ ସାହୁ, ରୋହନ ପଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ବିଜେତା ବାଗବର ଦଳକୁ ଟ୍ରଫି ସହ ନଗଦ ୧୮ ହଜାର ଟଙ୍କା ଓ ଉପବିଜେତା ବଙ୍କିଆ ଦଳକୁ ଟ୍ରଫି ସହ ନଗଦ ୧୨ ହଜାର ଟଙ୍କା ଦେଇ ପୁରସ୍କୃତ କରାଯାଇଥିଲା। ସମ୍ପାଦକ ଗଦାଧର ବାଦୀ ମଞ୍ଚ ପରିଚାଳନା ସହ ଧନ୍ୟବାଦ ଅର୍ପଣ କରିଥିଲେ। ସଂଘର ସଦସ୍ୟ ବିନୋଦ, ହରିଶଙ୍କର, ସୋମନାଥ, ଲିପୁନ, ଦେବାଶିଷ, ହେମନ୍ତ, ମନୋଜ, ସଚିଦାନନ୍ଦ ପ୍ରମୁଖ ଏଥିରେ ସହଯୋଗ କରିଥିଲେ। 


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like