-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

ମେଣ୍ଡା ୪୧ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସରଗାଡ ଦଳକୁ ହରାଇ ଅର୍ଡା ଦଳ ଚମ୍ପିୟାନ

31-Dec-2023



ବଲାଙ୍ଗୀର- ତରଭା ବ୍ଲକ ଅନ୍ତର୍ଗତ ମେଣ୍ଡା ହାଇସ୍କୁଲ ପଡିଆରେ ମେଣ୍ଡା ସ୍ପୋଟିଙ୍ଗ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୪୧ତମ ଗ୍ରାମାଞ୍ଚଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ ର ଆଜି ହୋଇଥିବା ଫାଇନାଲ ମ୍ଯାଚରେ ସରଗାଡ ଦଳକୁ ହରାଇ ଅର୍ଡା ଦଳ ବିଜୟୀ ହୋଇ ଟ୍ରଫି ସହ ୧୫୦୦୦ ନଗଦ ରାଶି ହାସଲ କରିଛି। ପ୍ରଥମେ ଅର୍ଡା ଦଳ ବ୍ଯାଟିଙ୍ଗ କରି ୧୦ ଓଭର ରେ ୧୧୧ ରନ ସଂଗ୍ରହ କରିଥିଲେ ବଦଳରେ ସରଗାଡ ଦଳ ୧୦ ଓଭରରେ ୧୦୬ ରନ ରନ ସଂଗ୍ରହ କରିପାରିଥିଲେ। ଉଦଯାପନୀ ଉତ୍ସବରେ ମୂଖ୍ୟ ଅତିଥି ଭାବରେ ମେଣ୍ଡା

ଫାଣ୍ଡି ଅଧିକାରୀ ରବିନ୍ଦ୍ର ସାହୁ ଯୋଗଦାନ କରିଥିବାବେଳେ ସମ୍ମାନିତ ଅତିଥି ଭାବରେ ବିନୋଦ ଟାଲି, ଯୋଗିନ୍ଦ୍ର ଝାଙ୍କର, ନିଧି ରାଉତ, ଅକ୍ଷୟ ସାହୁ, ସୁରୁବାବୁ ଜେନା ଯୋଗ ଦେଇଥିଲେ। ମହାଦେବ ଜେନା, ଆର୍ତ୍ତତ୍ରାଣ ରାଉତ, ସହଦେବ କର୍ଣ୍ଣ ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ । ବିଶ୍ବ ରଂଜନ ଦଳବେହେରା ଓ ପିଙ୍କୁ ହାତୀ ଖେଳ ପରିଚାଳନା କରିଥିଲେ ।ଧାରା ବିବରଣୀ ନରେନ୍ଦ୍ର ଝାଙ୍କର ପ୍ରଦାନ କରିଥିବା ବେଳେ ଅଂଶ ପୂଜାହାରୀ ସ୍କୋରର ଦାୟିତ୍ୱ ତୁଲାଇ ଥିଲେ। ଅନ୍ତର, ପିଙ୍କୁ, ପିଣ୍ଟୁ, ମନ,ସୁରଜ,ସୁନୀଳ, ବିଭୁତି, ଜିତ,ଶୁଭମ,ବିଶି, ରାହୁଲ, ଗୋବର, ସଂଜୀବ, ଚନ୍ଦ୍ର, ଅବିନାଶ, ଅପୁ, ଜାଚୁ ଇତ୍ୟାଦି ସହଯୋଗ କରିଥିଲେ। ଧିରେନ୍ଦ୍ର ଝାଙ୍କର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like