-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ବୁଲା ବେପାରୀଙ୍କ ଯୋଗୁଁ ସ୍ଥାନୀୟ ବ୍ୟବସାୟୀଙ୍କ ବ୍ୟବସାୟ ପ୍ରଭାବିତ

01-Jan-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲ୍ଲା ରେ ହଠାତ୍  ବୁଲା ବେପାରୀ ଏବଂ ଅପରିଚିତ ବ୍ୟକ୍ତିମାନଙ୍କ ସଂଖ୍ୟା ବୃଦ୍ଧି ଆଗକୁ ଉଦବେଗ ଜନକ ପରିସ୍ଥିତି ସୃଷ୍ଟି କରିପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି ଜିଲ୍ଲା ବାସି ତଥା ବିଭିନ୍ନ ହିନ୍ଦୁ ସଙ୍ଘଠନ।ବିଶେଷ କରି ବୁଲା ବେପାରୀ ଓ ଅପରିଚିତ ବ୍ୟକ୍ତି ମାନେ ବାଂଲାଦେଶୀ ମୁସଲମାନ ହୋଇ ପାରନ୍ତି ବୋଲି ସ୍ଥାନେ ସ୍ଥାନେ ଆଲୋଚନା ହେଉଛି । ପ୍ରଶାସନିକ ଅଧିକାରୀ ମାନେ ଏମାନଙ୍କ ପରିଚୟପତ୍ର ଓ ପ୍ରକୃତ ଠିକଣା ର ତଦନ୍ତ କରନ୍ତୁ ଏବଂ ଯଦି ଏହି ଅପରିଚିତ ବ୍ୟକ୍ତି ବାଂଲାଦେଶୀ ଓ ରହିଙ୍ଗ୍ୟା ହୋଇଥିବେ ତାହେଲେ ଦେଶରୁ  ବହିସ୍କାର କରାଯାଉ ବୋଲି ସାଧାରଣରେ ଦାବି ହେଉଛି । ଏଭଳି ଦାବି ହିନ୍ଦୁ ମହାସଂଘ ବ୍ୟତୀତ ଅନ୍ୟାନ୍ୟ ହିନ୍ଦୁ ସଂଗଠନ ଗୁଡ଼ିକ ତରଫରୁ ମଧ୍ୟ ବେଳେ ବେଳେ କରା ଯାଉଛି।ଲବ ଜେହାଦ୍ , ଚୋରି, ତଥା ଅନ୍ୟାନ୍ୟ ଅସାମାଜିକ କାର୍ଯ୍ୟରେ ବୃଦ୍ଧିର ଆଶଂକା କୁ ମଧ୍ୟ ଅଣଦେଖା କରାନ ଯାଇପାରେ ବୋଲି ହିନ୍ଦୁ ମହାସଂଘ ସ୍ପଷ୍ଟ କରିଛି। ସମସ୍ତ ହିନ୍ଦୁ ସଂଗଠନ ନିଜ ନିଜ ଭିତରେ ବିବାଦ ନ କରି ଅନୁପ୍ରବେଶକାରୀ ସମସ୍ୟାର ସମାଧାନ ପାଇଁ ମିଳିତ ଉଦ୍ୟମ କରନ୍ତୁ ବୋଲି ହିନ୍ଦୁ ମହାସଂଘ  ସମସ୍ତ ହିନ୍ଦୁ ସଂଗଠନ କୁ ଅନୁରୋଧ କରିଛି । ଧିରେ ଧିରେ ମୂଳ ନୀବାସୀ ସ୍ଥାନୀୟ ଗ୍ରାମବାସୀ ଏବଂ ବୁଦ୍ଧିଜୀବୀ ମାନଙ୍କ ସମର୍ଥନ  ମଧ୍ୟ ହିନ୍ଦୁ ସଙ୍ଘଠନ ଗୁଡିକୁ ମିଳିଛି। ଆଗାମୀ ଦିନରେ ସମସ୍ତଙ୍କ ସହଯୋଗରେ ପବିତ୍ର ନବରଙ୍ଗପୁର ମାଟିର ସୁରକ୍ଷା ପାଇଁ ଆବଶ୍ୟକ ହେଲେ ଆନ୍ଦୋଳନ ମଧ୍ୟ ହେବ ବଳି ସ୍ପଷ୍ଟ ହେଉଛି। କାରଣ ବୁଲାବେପାରୀ ଏବଂ ଅନୁପ୍ରବେଶ କାରୀଙ୍କ ଯୋଗୁଁ ସ୍ଥାନୀୟ ବ୍ୟବସାୟୀଙ୍କ ବ୍ୟବସାୟ ମଧ୍ୟ ପ୍ରଭାବିତି ହେଉଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like