-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||     

HOME   ଜିଲ୍ଲା

ଭବାନୀପାଟଣା ଠାରେ  ଜିଲ୍ଲା ପ୍ରଶାସନର  ଜନଶୁଣାଣି ଶିବିର ଅନୁଷ୍ଠିତ

01-Jan-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା ): ଆଜି  ଜିଲ୍ଲାପାଳଙ୍କ  ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ  ଉପସ୍ଥିତ ଥିଲେ।
 

ଏହି ଜନ ଶୁଣାଣି ଶିବିରରେ ମୋଟ ୩୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୬ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।  ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ  ୪ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା।ସଦର ବ୍ଲକର ରିଶି ଗାଁ ପଞ୍ଚାୟତର ତପସ୍ଵିନୀ ବାଗଙ୍କୁ ୫୦୦୦ ଟଙ୍କା ଏବଂ ନିଲା ଦେଇଙ୍କୁ ୨୦୦୦ ଟଙ୍କା, କୋକସରା ବ୍ଲକ  ଆମପାଣିର ବୈଜନ୍ତି ସୁନଙ୍କୁ ୫୦୦୦ ଟଙ୍କା, ଜୁନାଗଡ଼ ବ୍ଲକର ଛୋରିଆଗଡ ଗ୍ରାମର ସଚ୍ଚିଦାନନ୍ଦ ନାଏକଙ୍କୁ ୫୦୦୦ ଟଙ୍କା ସହାୟତା ମଞ୍ଜୁର କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026

You Might Also Like