-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||     

HOME   ଜିଲ୍ଲା

୧୯୮୪ ବ୍ୟାଚ ବନ୍ଧୁମିଳନ

01-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସଦର ଉଚ୍ଚ ବିଦ୍ୟାଳୟ ର ୧୯୮୪ ବ୍ୟାଚ ବନ୍ଧୁ ମିଳନ ପର୍ବ ନିରଞ୍ଜନ ସାହୁଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ ହୋଇଯାଇଛି l  ଏହି ବନ୍ଧୁମିଳନ ଉତ୍ସବର ମୁଖ୍ୟ କାରଣ ହେଲା ସମସ୍ତ ବନ୍ଧୁ ଏକତ୍ରିତ ହୋଇ ସମାଜସେବା ତଥା ସମାଜରେ ଅବହେଳିତ ଜନତାଙ୍କୁ ବିଭିନ୍ନ ସମୟରେ ସାହାଯ୍ୟ ସହଯୋଗର ହାତ ବଢାଇବା ପାଇଁ ସମସ୍ତେ ନିଷ୍ପତ୍ତି ନେଇଥିଲେ  l  ଏହି ଅବସରରେ ଉପସ୍ଥିତ ସମସ୍ତ ବନ୍ଧୁ ମିଶି

ପିଲାଦିନର ଓ ସ୍କୁଲ କଲେଜ ସମୟର ଅଭୁଲା ସ୍ମୃତିକୁ ଆଲୋଚନା କରିବା ସହ ସ୍ମୃତିଚାରଣ କରିଥିଲେ l  ପ୍ରାରମ୍ଭରେ ହାଇସ୍କୁଲ ର ଦିବଂଗତ ଶିକ୍ଷକ ଓ ସହପାଠୀ ବନ୍ଧୁ ମାନଙ୍କ ବିୟୋଗରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା l  ସମସ୍ତ ବନ୍ଧୁମାନେ ନିଜ ନିଜର ପରିଚୟ ପ୍ରଦାନ କରି ସମାଜରେ ଅବକ୍ଷୟ ଘଟୁଥିବା ନୈତିକ ଓ ଆଧ୍ୟାତ୍ମିକ ମୂଲ୍ୟବୋଧ ସମ୍ପର୍କରେ କ୍ଷୋଭ ପ୍ରକାଶ କରିବା ସହ ଭବିଷ୍ୟତ ପିଢ଼ିକୁ ସଚେତନ କରିବା କ୍ଷେତ୍ରରେ ବୟସ୍କ ନାଗରିକ ମାନଙ୍କ ଭୂମିକା ସମ୍ପର୍କ ରେ ଆଲୋକପାତ କରିଥିଲେ  l ଏହି ବନ୍ଧୁମିଳନ କାର୍ଯ୍ୟକ୍ରମକୁ ଉକ୍ତ ବ୍ୟାଚର ସମସ୍ତ ବନ୍ଧୁ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026

You Might Also Like