-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||     

HOME   ଜିଲ୍ଲା

ନିଃସ୍ୱର୍ଥପର ସେବକ କେବେ ମରେ ନାହିଁ

01-Jan-2024



ବଲାଙ୍ଗିର(ପ୍ରେରଣା ଖବର)-ଯେଉଁମାନେ ନିଜର ସୁଖ ସୁବିଧା ପରିବାରରେ ଥଇଥାନ ଭୁଲିଯାଇ ସମାଜ ର ବାଧିଜନଙ୍କର ସେବା ରେ ନିଜକୁ ଉତ୍ସର୍ଗ କରି ସୁସ୍ଥ ସମାଜ ନିର୍ମାଣ ରେ ନିଃସ୍ୱାର୍ଥ ସେବା କରନ୍ତି ସେପରି ଲୋକମାନେ କେବେ ମରି ପାରନ୍ତି ନାହିଁ ବୋଲି ବାଧିତ ଜନବନ୍ଧୁ ପ୍ରଭାକର ରଥ ଙ୍କ ୧୦୪ ତମ ଜନ୍ମ ଜୟନ୍ତୀ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି । ପ୍ରଭାକର ରଥ ସ୍ମୃତି ସମିତି ତରଫରୁ ଆଜି ପୂର୍ବାହ୍ନ ରେ ଟାଉନ ବାଳିକା ବିଦ୍ୟାଳୟରେ ସଭାପତି ଜୟରାମ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ପ୍ରମେୟ ସଂସ୍କରଣର ପଶ୍ଚିମ ଓଡିଶା ମୁଖ୍ୟ ଅଖିଳ ଚନ୍ଦ୍ର ହୋତା ମୁଖ୍ୟ ଅତିଥି, ମହିଳା ମହାବିଦ୍ୟାଳୟର ଓଡିଆ

ଅଧ୍ୟାପକ ରତିକାନ୍ତ ନାଏକ ମୁଖ୍ୟବକ୍ତା ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ସଭା ଆରମ୍ଭର ପ୍ରଭାକର ରଥଙ୍କ ଫଟୋଚିତ୍ରରେ ଧୂପ ଦୀପ ଓ ମାଲ୍ୟାର୍ପଣ କରାଯାଇଥିଲା । ବେଦମନ୍ତ୍ର ପାଠ କରିଥିଲେ ସୃଜନୀ ଶୁଭଲକ୍ଷ୍ମୀ ନାୟକ ଓ ସ୍ୱାଗତ ସଂଗୀତଗାନ କରିଥିଲେ ପ୍ରିୟା ପରିମିତା ମିଶ୍ର । କବି ରତ୍ନମୟ ତ୍ରିପାଠୀ ଅତିଥି ପରିଚୟ କରିଥିବା ବେଳେ ସଂପାଦକ ମଧୁ ସାହୁ ସମିତିର ଆଭିମୁଖ୍ୟ

ଉପସ୍ଥାପନ କରିଥିଲେ । ଏହି ପାର୍ବଣରେ ଚଉବନ ଥର ରକ୍ତଦାନ କରିଥିବା ଶଙ୍କର ଜୁଏଡ ଙ୍କ ସମ୍ବର୍ଦ୍ଧିତ କରାଯାଇଥିଲା । ମଦନ ମୋହନ ରଥ ସ୍ମୃତି ସମିତିର କାର୍ଯ୍ୟକ୍ରମ ଉପରେ ମତବ୍ୟକ୍ତ କରିଥିଲେ । ଏହି କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ ହୃଷିକେଶ ପୁରୋହିତ, ସୁନାଧନ ବନଛୋର, ଚୁଡେନ୍ଦ୍ର କୁମାର ବେହେରା, ରାଜେଶ ସାହୁ, ପ୍ରଶାନ୍ତ ଷଡଙ୍ଗୀ, ଧିରେନ୍ଦ୍ର ନାରାୟଣ ସିଂହଦେଓ, ଡା. ଅଶୋକ କୁମାର ସେଠୀ, ଶୁଭେନ୍ଦ୍ର ନେପାକ, ପ୍ରଦୀପ ପଶାୟତ, ମାଳତି ଉଦ୍‌ଗାତା, ଜ୍ୟୋତିରାଣୀ ମିଶ୍ର, ଅନୁପ୍ରିୟା ମିଶ୍ର, ଶେଷରେ କସ୍ତୁରୀ ରଥ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026
  ଜିଲ୍ଲା  
କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   12-Jul-2026
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026

You Might Also Like