-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||      ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||     

HOME   ଜିଲ୍ଲା

ସୋନପୁରର ପଏଁରୀ ତିହାର ଉଦଘାଟିତ, ମନ ମୋହିଲା ଵିହୁ ନାଚ

01-Jan-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ): ସୁବର୍ଣ୍ଣପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରି ର ଜାତୀୟ ପାରମ୍ପରିକ ଲୋକ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଆଜି ମହା ସମାରୋହରେ ଉଦ୍ଘାଟିତ ହୋଇଯାଇଛି l ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ବିମଳେନ୍ଦୁ ରାୟ ଯୋଗ ଦେଇ  ଲୋକ ଗୀତ ସଂଗୀତ ମାଧ୍ୟମ ରେ ପଏଁରୀ ଆଜି ସାରା ଭାରତ ରେ ଆମ ଜିଲ୍ଲାର ସୁନାମ ଅର୍ଜନ କରିପାରିଛି ବୋଲି କହିଥିଲେ l ସମ୍ମାନୀତ ଅତିଥି ଭାବେ  ବିଶ୍ଵନାଥ

ବାରିକ୍ (ପ୍ରକଳ୍ପ ନିର୍ଦେଶକ( ଡୁଡା,), ପୌର ପରିଷଦ ଅଧ୍ୟକ୍ଷା ତାମସୀ ତlମସ୍ମିତା ନାଏକ, ପ୍ରଫେସର ନୀଳାମ୍ବର ଶତପଥି ଯୋଗ ଦେଇ ଆୟୋଜକ ଓ କଳାକାରଙ୍କୁ ଉତ୍ସାହିତ କରିଥିଲେ l ପଏଁରୀ  ସଭାପତି ଲଡୁ କିଶୋର ମଲ୍ଲିକଙ୍କ  ସଭାପତିତ୍ୱରେ ଅନୁଷ୍ଟିତ ଏହି ସଭାକୁ ସମ୍ପଦକ ଚୌଧୁରୀ ବିଭାର ସଂଯୋଜନା କରିଥିଲେ l ଉପସଭାପତି ପ୍ରଫୁଲ୍ଲ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ l ସେହିପରି ସକାଳ ୧୦ ଟା ରେ ସୋନପୁର ଅଧିଷ୍ଠାତ୍ରୀ ଦେବୀ ମା ସୁରେଶ୍ଵରୀଙ୍କ ଠାରୁ ଆଜ୍ଞାମାଳ ନେଇ ୫୦୦ରୁ ଉର୍ଦ୍ଧ୍ବ କଳାକାର  ଏକ ଶୋଭାଯାତ୍ରା ନଗର ପରିକ୍ରମା କରି ସ୍ଥାନୀୟ ନୂତନ ଟାଉନ୍ ହଲ୍ ଠାରେ ପହଞ୍ଚିଥିଲେ l  ପରେ ପରେ ବିଶିଷ୍ଟ କଳାକାର ଯୁଧିଷ୍ଟିର ବାରିକ ଉତ୍ସବ କୁ ଉଦ୍ଘାଟନ କରିଥିବା ବେଳେ ଏହି ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଂସ୍କୃତି ଅଧିକାରୀ ମିସ୍ ଯମୁନା ପଧାନ ,  ସମ୍ମାନିତ ଅତିଥି ଭାବେ ଅନୁଷ୍ଠାନ ଉପଦେଷ୍ଟା ଅଭିମନ୍ୟୁ

କୁଶଳ, ଗଦାଧର ବାରିକ, ଶ୍ରୀବତ୍ସ ମଲ୍ଲିକ ପ୍ରମୁଖ ଯୋଗଦାନ କରିଥିଲେ। ଜିଲ୍ଲାର ଲୋକ କଳାକାର ମାନଙ୍କ ଦ୍ଵାରା ଲୋକନୃତ୍ୟ ପରିବେଷଣ ହୋଇଥିଲା l ସେହିପରି ସଂଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ବିଶିଷ୍ଟ କଳାକାର ଶତ୍ରୁଘ୍ନ ଲୁହା, ବ୍ରହ୍ମା କୁମ୍ଭାର, ହରିଓଁ କୁଶଳ, ଲିପିକା ବିଭାର ଓ ମୁଷ୍କlନ ମଲ୍ଲିକ ଙ୍କ ଦ୍ଵାରା ଲୋକଗୀତ ପରିବେଷଣ କରାଯାଇଥିବା ବେଳେ ମମତା ଫେସନ୍ ସୋ ପ୍ରଦର୍ଶିତ ହୋଇଥିଲା l  ପରେ ସୋନପୁର ପାଏଁରି ର ନଚନିଆଁ , ଆସାମ ର ବିହୁ ନାଚ, ବଲାଙ୍ଗୀର  ସାତ କୁଆଁରୀ ପରିଷଦ  ର ରସରକେଲି , ମଧ୍ୟପ୍ରଦେଶ କଳାକାର ଙ୍କ ଦ୍ଵାରା ବଧlର ଲୋକ ନୃତ୍ୟ ପରିବେଷଣ କରାଯାଇଥିଲା l ବିଳମ୍ୱିତ ରାତି ଯାଏଁ ହଜାର ଦର୍ଶକ ନାଚ ଗୀତ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026
  ଜିଲ୍ଲା  
କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   12-Jul-2026
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026
  ଜିଲ୍ଲା  
ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   11-Jul-2026
  ଜିଲ୍ଲା  
*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   11-Jul-2026
  ଜିଲ୍ଲା  
ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   11-Jul-2026
  ଜିଲ୍ଲା  
ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା   11-Jul-2026

You Might Also Like