-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||      ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||     

HOME   ଜିଲ୍ଲା

୧୦୮ ହନୁମାନ ଚାଳିଶା ପାଠ ମାଧ୍ୟମରେ ପାଳିଲେ ନୂତନ ବର୍ଷ

01-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ନୂତନ ବର୍ଷ ୨୦୨୪ କୁ ସ୍ୱାଗତ କରିବା ପାଇଁ ବିଭିନ୍ନ ସ୍ଥାନରେ ଭୋଜିଭାତ, ନୃତ୍ୟ ଗୀତ ସହ ସହର ଗୁଡିକରେ ବଡ଼ ବଡ଼ ହୋଟେଲ ଗୁଡିକରେ ନାଚ, ଗୀତ ମଧ୍ୟରେ ଖୁବ ଧୂମଧାମରେ ପାଳନ କରୁଥିବା ଦେଖାଯାଇଛି l  ତେବେ କଣ୍ଟାମାଳ ବ୍ଲକ ନିକଟରେ ଥିବା ଶ୍ରୀରାମ ମନ୍ଦିରରେ ଶ୍ରୀରାମ ଭକ୍ତ ମାନଙ୍କ ଦ୍ୱାରା 108ହନୁମାନ ଚାଳିଶା ପାଠ କରି ଏକ ଆଧ୍ୟାତ୍ମିକ ତଥା

ଅଭିନଵ ଢଙ୍ଗରେ ନୂତନ ବର୍ଷକୁ ପାଳନ କରିଛନ୍ତି l   ଶ୍ରୀରାମ ଭକ୍ତ ଦାମୋଦର ସ୍ୱାଇଁ ଙ୍କ ତତ୍ୱାବଧାନରେ ସୋମବାର ସକାଳ ଆଠ ଘଣ୍ଟା ସମୟରେ ଶହେ ଆଠ ହନୁମାନ ଚାଳିଶା ଆରମ୍ଭ ହୋଇଥିଲା l ମନ୍ଦିର ପୂଜକ ଆନନ୍ଦ ଚନ୍ଦ୍ର ପାଢ଼ୀ ପୂଜା ଦାଇତ୍ୱ ତୁଲାଇଥିବା ବେଳେ ପଣ୍ଡିତ ସନତ କୁମାର ମିଶ୍ର ଶହେ ଆଠ ଆଳତି କରିଥିଲେ l  ସେହିପରି ସଭାପତି ସନ୍ତୋଷ କୁମାର ବିଶି ପ୍ରଭୁ ଶ୍ରୀରାମଙ୍କ ଅନ୍ନ ପ୍ରସାଦ ଦାୟିତ୍ୱ ତୁଲାଇଥିଲେ l  ଏଥିରେ ହରିବନ୍ଧୁ ପୁରୋହିତ, ଜୟ କୁମାର ମହାରଣା, ପ୍ରଦୀପ ଭୋଇ ସମେତ ଅନ୍ୟ ମହିଳା ଓ ପୁରୁଷ ଭକ୍ତମାନେ ଉପସ୍ଥିତ ରହି ହନୁମାନ ଚାଳିଶା ପାଠ କରିଥିଲେ  l  ନୂତନ ବର୍ଷରେ ସମଗ୍ର ମନ୍ଦିର ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା l ନୂଆ ବର୍ଷ ଉପଲକ୍ଷେ ଆଜି ସକାଳୁ କଣ୍ଟାମାଳ ବ୍ଲକର ହାଟପଦା ବାବା କପିଳେଶ୍ୱର ମନ୍ଦିର, କଣ୍ଟାମାଳ ଜଗନ୍ନାଥ ମନ୍ଦିର, ବନ୍ଧପାଲି ହନୁମାନ ମନ୍ଦିର, ଶ୍ରୀରାମ ମନ୍ଦିର ସମେତ ବିଭିନ୍ନ ଦେବାଳୟ ଗୁଡିକରେ ଭକ୍ତମାନଙ୍କ ସମାଗମ ଦେଖିବାକୁ ମିଳିଥିଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା   12-Jul-2026
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026
  ଜିଲ୍ଲା  
କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   12-Jul-2026
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026
  ଜିଲ୍ଲା  
ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   11-Jul-2026
  ଜିଲ୍ଲା  
*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   11-Jul-2026
  ଜିଲ୍ଲା  
ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   11-Jul-2026
  ଜିଲ୍ଲା  
ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା   11-Jul-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   11-Jul-2026
  ରାଜ୍ୟ  
ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   11-Jul-2026
  ଜିଲ୍ଲା  
ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   11-Jul-2026

You Might Also Like