-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||      ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ମୁଖ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ  

01-Jan-2024



ବଲାଙ୍ଗିର(ଦେବାଶିଷ ବହିଦାର ): ବର୍ଷର ପ୍ରଥମ  ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି  । ଜିଲ୍ଲା ମୁଖ୍ୟାଳୟ  ସ୍ଥିତ ଜିଲ୍ଲାପାଳଙ୍କ ପୁରୁଣା ସମ୍ମିଳନୀ କକ୍ଷ ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଥିଲା । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ଚଞ୍ଚଲ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ ଙ୍କ ସମେତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ ,ତହସିଲଦାର

ମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୩୮ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୩୧ ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୭ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା  । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନସାଧାରଣ ଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୩ ଟି ଅଭିଯୋଗ ଶୁଣାଣିର ଫଇସଲା ହେଇଥିବା ବେଳେ ବାକି  ଅଭିଯୋଗ ଗୁଡିକର ଶୁଣାଣି ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ଓ ଜିଲ୍ଲା ରେଡକ୍ରସ ପାଣ୍ଠି ରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର  କରାଯାଇନାହିଁ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ

ଲମ୍ବୋଦର ଧରୁଆ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ, ପ୍ରକଳ୍ପ ନିର୍ଦ୍ଦେଶକ (ଡୁଡା) ପ୍ରଫୁଲ୍ଲ କୁଜୁର, ବଲାଙ୍ଗୀର ଉପଖଣ୍ଡ ଉପଜିଲ୍ଲାପାଳ ପ୍ରଭାସ ଦଣ୍ଡସେନା, ଡେପୁଟି କଲେକ୍ଟର ସଚିଦାନନ୍ଦ ମିଶ୍ର, ସମାଜ ମଙ୍ଗଳ ଅଧିକାରୀ ଅଲେଖ ବିଶ୍ଵାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର ଚନ୍ଦ୍ର ମହନ୍ତ, ଜିଲ୍ଲା ପଞ୍ଚାୟତ ଅଧିକାରୀ ପ୍ରମୋଦ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026
  ଜିଲ୍ଲା  
କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   12-Jul-2026
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026
  ଜିଲ୍ଲା  
ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   11-Jul-2026
  ଜିଲ୍ଲା  
*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   11-Jul-2026
  ଜିଲ୍ଲା  
ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   11-Jul-2026
  ଜିଲ୍ଲା  
ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା   11-Jul-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   11-Jul-2026
  ରାଜ୍ୟ  
ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   11-Jul-2026
  ଜିଲ୍ଲା  
ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   11-Jul-2026
  ଜିଲ୍ଲା  
ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା   11-Jul-2026

You Might Also Like