-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||      ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା    (11-Jul-2026)       ||      ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   (11-Jul-2026)       ||      ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   (11-Jul-2026)       ||      ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   (11-Jul-2026)       ||      ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା    (11-Jul-2026)       ||      ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||     

HOME   ଜିଲ୍ଲା

ସଡ଼କ ସୁରକ୍ଷା ସଚେତନତା ସପ୍ତାହ ୨୦୨୪ ର ଉଦଘାଟନ,  ସପ୍ତାହ କୁ ଦୁର୍ଘଟଣା ମୃତ୍ୟୁ ଶୂନ କରିବାକୁ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ

01-Jan-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ତା ୧.୦୧.୨୦୨୪ ଠାରୁ ୭.୦୧.୨୦୨୪ ପର୍ଯ୍ୟନ୍ତ ସପ୍ତାହବ୍ୟାପି ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ୨୦୨୪ ର ପ୍ରଥମ ତଥା ଉଦଘାଟନୀ ଦିବସର ବିଭିନ୍ନ କାର୍ଯ୍ୟକ୍ରମ ଆଞ୍ଚଳିକ ପରିବହନ ଅଧିକାରୀ ସୁବର୍ଣପୁରଙ୍କ କାର୍ଯ୍ୟାଳୟ ଠାରେ ସକାଳ ୮ ଘଣ୍ଟା ସମୟରେ ଜିଲ୍ଲପାଳ ସୁବର୍ଣ୍ଣପୁର ବିମଳେନ୍ଦୁ ରାୟ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହେମନ୍ତ କୁମାର ପାଢ଼ୀ ଯୋଗଦାନ କରି ସଡକ ସୁରକ୍ଷା ଉପରେ ଅନେକ ମୂଲ୍ୟବାନ ପରାମର୍ଶ ପ୍ରଦାନ କରିବା ସହିତ ଆୟୋଜିତ ଶୋଭାଯାତ୍ରା ଓ ସସଚେତନତା ରଥକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି l ଏତଦ ବ୍ୟତୀତ କାର୍ଯ୍ୟାଳୟ ଠାରେ ନବନିର୍ମିତ ଆଧୁନିକ ଏଲ ଏଲ ପରୀକ୍ଷା କେନ୍ଦ୍ର ତଥା ସର୍ବସାଧାରଣ ସୁବିଧା କେନ୍ଦ୍ରକୁ ମଧ୍ୟ ଜିଲ୍ଲାପାଳ ଶ୍ରୀ ରାୟ ଉଦଘାଟନ କରିଛନ୍ତି l ଅନୁଷ୍ଠିତ ଶୋଭାଯାତ୍ରାରେ ଛାତ୍ରଛାତ୍ରୀ ମାନେ ସଚେତନତା ବାର୍ତା ପ୍ଲା କାର୍ଡ ପ୍ରଦର୍ଶନ କରି ସହର ପରିକ୍ରମା କରିଥିଲେ, ସେହିପରି ସଚେତନତା ରଥ ଆଜି ସୋନପୁର ସହର ତଥା ବ୍ଲକ ଅଂଚଳ ପରିକ୍ରମା କରି ଜନସାଧାରଣଙ୍କୁ ସଚେତନତା କରାଇବ l 

କାର୍ଯ୍ୟକ୍ରମ ଅବସରରେରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ,ସାମ୍ବାଦିକ  ସ୍ୱାଧୀନ କୁମାର ମେହେର ,

 ମୃତ୍ୟୁଞ୍ଜୟ ଶତପଥୀ, ସଞ୍ଜୟ ସାହୁ, ପିତାମ୍ବର ମହାପାତ୍ର, ରଞ୍ଜନ ବାରିକ ଓ ବସ ମାଲିକ ସଂଘ ସଭାପତି ପୁରୁଷୋତ୍ତମ ପାଣିଗ୍ରାହୀ, ରେଆର ସମ୍ପାଦକ ଅନଙ୍ଗ ନେଗୀ, ନେହେରୁ ଯୁବକ ସଂଘ ସଭାପତି କୃପାସିନ୍ଧୁ ଭୋଇ ଓ ସଦସ୍ୟ, ବୁଢାରଜା ୟୁଥ ଏସୋସିଏସନ ର ସଦସ୍ୟ ସଦସ୍ୟା, କାର୍ଯ୍ୟାଳୟର ଚିତ୍ତରଞ୍ଜନ ଭୋଇ ତଥା ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   12-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ   12-Jul-2026
  ଜିଲ୍ଲା  
କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   12-Jul-2026
  ଜିଲ୍ଲା  
ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   12-Jul-2026
  ଜିଲ୍ଲା  
ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   11-Jul-2026
  ଜିଲ୍ଲା  
*ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   11-Jul-2026
  ଜିଲ୍ଲା  
ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   11-Jul-2026
  ଜିଲ୍ଲା  
ଚାକରି ଦକ୍ଷତା ବୃଦ୍ଧି ତାଲିମ କର୍ମଶାଳା   11-Jul-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଅଭିଭାବକଙ୍କ ସମ୍ମିଳନୀ ସହିତ ବୃକ୍ଷ ରୋପଣ, ଏକ ପେଡ୍ ମା କେ ନାମ୍   11-Jul-2026
  ରାଜ୍ୟ  
ପିପି ଏକାଡେମୀରେ ଆଜି ପର୍ଯ୍ୟନ୍ତ ନାହିଁ ନିଜସ୍ୱ ଖେଳ ପଡିଆ♦️ ଶିକ୍ଷା ଓ ଶିକ୍ଷାନୁଷ୍ଠାନର ବିକାଶ ପାଇଁ ଧ୍ୟାନ ଦିଅନ୍ତୁ ସରକାର- ନରସିଂହ   11-Jul-2026
  ଜିଲ୍ଲା  
ସିନାପାଲିରେ ଧାନ ବିହନ ଓ ସାର ବିକ୍ରୟ କେନ୍ଦ୍ରରେ ଚଢ଼ଉ ୪ ଲାଇସେନ୍ସ ରଦ୍ଦ, ୨ ନିଲମ୍ବିତ   11-Jul-2026
  ଜିଲ୍ଲା  
ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା ଭାବେ ସମ୍ପନ୍ନ କରିବା ପାଇଁ ଉଚ୍ଚସ୍ତରୀୟ ସମୀକ୍ଷା   11-Jul-2026

You Might Also Like