-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ଭତରା ଶଙ୍କର ମଠ ଠାରେ ମଁI ରାମଚଣ୍ଡୀ ମନ୍ଦିର ରତ୍ନମୁଦ ମହୋତ୍ସବ ଅନୁଷ୍ଠିତ I

01-Jan-2024




ସମ୍ବଲପୁର-̤( ସଂଜୀବପାଣିଗ୍ରାହୀ)   : ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ଭତରା ଶଙ୍କର ମଠ ପରିସରରେ ନବନିର୍ମିତ ମାଁ ରାମଚଣ୍ଡୀ ମନ୍ଦିର ର ରତ୍ନମୁଦ ଉତ୍ସବ ରବିବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ କୁଲତା ଜାତିର ୬ ଟି ପୀଠରୁ ଆସିଥିବା ଆଜ୍ଞା ମାଳକୁ ଘଣ୍ଟ, ଶଙ୍ଖ, ହୁଲହୁଲି ରେ ସ୍ୱାଗତ କରି ମନ୍ଦିର ସ୍ଥଳକୁ ଅଣାଯାଇଥିଲା I ପରେ ଯଜ୍ଞ ମଣ୍ଡପରେ କଳସ ସ୍ଥାପନା କରାଯାଇ ରୀତିନିତୀ ଅନୁଯାୟୀ ନିଷ୍ଠାର ସହିତ ପୂଜାର୍ଚ୍ଚନା କରାଯାଇଥିଲା I ଭତରା ଗ୍ରାମର
କାର୍ତ୍ତିକ ସ୍ୱାଇଁ ଏବଂ ମଇଥିଲି ସ୍ୱାଇଁ 
ଡ଼. ରବୀନ୍ଦ୍ର ପ୍ରଧାନ ଏବଂ ସାଗରିକା ପ୍ରଧାନ, ଯତୀନ୍ଦ୍ର ପ୍ରଧାନ ଏବଂ ଝିଲି ପ୍ରଧାନ ଦମ୍ପତ୍ତି କର୍ତ୍ତା ଦାୟିତ୍ୱ ତୁଲାଇଥିଲେ । ବିଭିନ୍ନ ପୀଠରୁ ଆସିଥିବା ପୂଜକଙ୍କ ଦ୍ୱାରା ମଁI ରାମଚଣ୍ଡୀ ଙ୍କ ସ୍ୱତନ୍ତ ପୂଜା ଅର୍ଚ୍ଚନା ପରେ ତିଥି ଅନୁଯାୟୀ ମନ୍ଦିର ର ଶୀର୍ଷ ଭାଗରେ ଥିବା କୁମ୍ଭ ରେ ଧାନ,ସୁନା,ରୂପା ତଥା ଅନେକ ଧାତବ ଦ୍ରବ୍ୟ ଶହସ୍ରାଧିକ ଶ୍ରଦ୍ଧାଳୁ ପ୍ରଦାନ କରିଥିଲେ I ସମ୍ବଲପୁର କୁଲତା ସମାଜ ର ସଭାପତି ଯଶୋବନ୍ତି ନାୟକ, ୧୯ ଖଣ୍ଡ ମୌଜା ର ସଭାପତି ଚକାନନ ସା, ହରଡ଼ାଟାଲ (ବଲାଙ୍ଗୀର) ସଭାପତି ବେଲାର ସିଂ ଭୋଇ, ଠେମରା ସଭାପତି ମଣିକର ସାହୁ, ବିଶାଳଖିଣ୍ଡା ସଭାପତି ସଚିତା ନନ୍ଦ ପ୍ରଧାନ, ଅମ୍ବାବନା ସଭାପତି ସୁରେଶ ଚନ୍ଦ୍ର ପ୍ରଧାନ, ଝାରସୁଗୁଡା ସଭାପତି ଅନନ୍ତ ରାମ ସାହୁ, ଲପଙ୍ଗା ସଭାପତି ଲଳିତ କୁମାର ସାହୁ, ଅତାବିରା ର ଦିବାକର ପ୍ରଧାନ, କଦେଲପିଟା ର ଡିଲେଶ୍ଵର ପ୍ରଧାନ, ସୁବର୍ଣ୍ଣପୁର ର ବନମାଳୀ ପ୍ରଧାନ ପ୍ରମୁଖ ଙ୍କ ସମେତ ବିଭିନ୍ନ ଅଞ୍ଚଳରୁ ସମାଜ ର ଜାତିଭାଇ ଗଣ ଉତ୍ସବରେ ସାମିଲ ହୋଇଥିଲେ I ସମ୍ବଲପୁର କୁଲତା ସମାଜର କୃପାସିନ୍ଧୁ ଖମାରୀ, ଶଙ୍କର ମଠ ପରିଚାଳନା ସମିତି ସଭାପତି ଜଗନ୍ନାଥ ବାରିକ, ଜଗଦୀଶ ବିଶ୍ୱାଳ, ଜଟା ଭୂଷଣ ସାହୁ, ସରୋଜ ସାହୁ, ଭବାନୀ ଶଙ୍କର ପ୍ରଧାନ, ନିରଞ୍ଜନ ପ୍ରଧାନ, ରୁଦ୍ର ନାରାୟଣ ପାତ୍ର, ନିମାଇଁ ଚରଣ ବଢ଼ାଇ, ମନୋରଞ୍ଜନ ଖଟେଇ ପ୍ରମୁଖ  ଙ୍କ ସମେତ ଭତରା ଗ୍ରାମବାସୀ ଏହି ଉତ୍ସବକୁ ପରିଚାଳନା କରିଥିଲେ I ଏହି ପରିପ୍ରେକ୍ଷିରେ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଅନ୍ନଭୋଗ ର ବ୍ୟବସ୍ଥା କରାଯାଇଥିଲା I ଏହି ଅବସରରେ ମନ୍ଦିର ପରିସରରେ ଭତରା ର ମହିଳା ସଂକୀର୍ତନ୍ୟ ଦଳ ପକ୍ଷରୁ ନାମ ସଂକୀର୍ତନ ଏବଂ ସ୍ଵପ୍ନେଶ୍ଵର ନଗର ଭଜନ ମଣ୍ଡଳୀ ପକ୍ଷରୁ ଭଜନ ସମାବେଶ ଅନୁଷ୍ଠିତ ହୋଇଥିଲା I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like