-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ମାଛମରା କୁ କେନ୍ଦ୍ର କରି ଯୁବକଙ୍କୁ ଆକ୍ରମଣ

02-Jan-2024



ବଲାଙ୍ଗିର (ଚିତ୍ରସେନ ବେହେରା): ପୋଖରିରେ ମାଛମରା କୁ କେନ୍ଦ୍ର କରି ମାରପିଟ l ଏପରି କିଛି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଥାନା ଖଗସା ଗାଁ ରେ l ସୂଚନାରୁ ପ୍ରକାଶ ଯେ, ଖଗସା ଗାଁ ର ଡମ୍ବରୁ କଟା(୪୮) ଙ୍କ ଏକ ବନ୍ଧ କଟା ରେ ଏହି ଗାଁ ର ଦୁଇ ବାପପୁଅ ଗଣେଶ ମଲ୍ଲିକ ଓ ଉତ୍ତମ ମଲ୍ଲିକ ମାଛ ମାରୁଥିଲେ l ଏହି ସମୟରେ ଡମ୍ବରୁ ବନ୍ଧ ରେ ପହଂଚି ମୋ ବନ୍ଧ ରେ କାହିଁକି ମାଛ ମାରୁଛ ବୋଲି କହି ସେମାନଙ୍କୁ ବିରୋଧ କରି ଥିଲା l ମାଛ ମରା କୁ କେନ୍ଦ୍ର କରି ଯୁକ୍ତିତର୍କ ହେବା ପରେ ଦୁଇ ବାପା ପୁଅ ମିଶି ଡମ୍ବରୁଙ୍କୁ ନିର୍ଘାତ ମାଡ ମାରି ଥିଲେ l ପଥରରେ ଛେଚି ଡମ୍ବରୁ କୁ ଲହୁଲୁହାଣ କରିଦେଇ ଏମାନେ ଘଟଣାସ୍ଥଳ ରୁ ଫେରାର୍ ମାରିଥିଲେ l ଗୁରୁତର ଅବସ୍ଥାରେ ଡମ୍ବରୁ ଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ ର ସର୍ଜରୀ ୱାର୍ଡରେ ଭର୍ତ୍ତି କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like