-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ସରପଞ୍ଚଙ୍କ ମହାନୀୟତା, ନୁଆ ବର୍ଷରେ ଗରିବ ବିଧବାଙ୍କୁ ବଣ୍ଟନ କଲେ ସିଲେଇ ମେସିନ

02-Jan-2024



ଅଗଲପୁର, (ବିନୋଦ କୁମାର ଦୀପ) ନୁଆ ବର୍ଷରେ ଗରିବ ଓ ବିଧବା ମହିଳା ଙ୍କୁ ସିଲେଇ ମେସିନ୍ ବଣ୍ଟନ ଏଭଳି ଏକ ନିଆରା କାର୍ଯ୍ୟକ୍ରମ ଦେଖିବକୁ ମିଳିଛି ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକର ଝର୍ଣୀପାଲି ପଞ୍ଚାୟତରେ l ଏଭଳି ଏକ କାର୍ଯ୍ଯକ୍ରମ କରି ଖୁଵ ପ୍ରଶଂସା ପାଇଛନ୍ତି ସରପଞ୍ଚ ମହୋଦୟା l ନୁଆ ବର୍ଷକୁ ଏପରି ଗରିବଙ୍କ ସେବାରେ ସମର୍ପି ନିଜକୁ ସେ ଧନ୍ୟ ମନେ କରିଛନ୍ତି l ଏପରି କାମକୁ ନେଇ ଅଞ୍ଚଲରେ ଚର୍ଚ୍ଚା ର ବିଷୟ ପାଲଟିଛି l ଏହି ପରିପ୍ରେକ୍ଷୀରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ମହାପାତ୍ର କୁଲଦୀପ ମହାନ୍ତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ସୁନୀତା ସାହୁ, ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜ୍ୟୋତିର୍ମୟୀ ନାୟକ , ବି ପି ସି ଜ୍ଞାନ ରଞ୍ଜନ ସା, ଉପଦେଷ୍ଟା ୟସ ପାଲ ସିଂହ ଯାଦବ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ l ଏହି କାର୍ଯ୍ୟକ୍ରମକୁ ସ୍ଥାନୀୟ ସରପଞ୍ଚ ଶ୍ରୀମତି ସୁନୀତା ସାହୁ ଆୟୋଜନ କରିଥିବା ବେଳେ ୟସ୍ ପାଲ ସିଂ ଯାଦବ ମଞ୍ଚ ପରିଚାଳନା କରିଥିଲେ l ସଭାପତି ପ୍ରଥମେ ଅତିଥି ପରିଚୟ କରିଥିଲେ ଓ ଏଥିରେ ୨୦ ବର୍ଷରୁ କମ ବୟସ୍କ ସନ୍ତାନ ଥିବା ବିଧବା ମହିଳା ମାନଙ୍କୁ ସିଲେଇ ମେସିନ ପ୍ରଦାନ୍ କରିଥିଲେ। ଏହାଦ୍ବାରା ଗରିବ ବିଧବା ମହିଳା ମାନେ ନିଜ ଘରେ ଥାଇ ସ୍ବାବଲମ୍ବୀ ହୋଇ ପାରିବେ ବୋଲି ମତବ୍ୟକ୍ତ କରିଥିଲେ l ଏହାଦ୍ବାରା ନିଜେ ସ୍ବାବଲମ୍ବୀ ହୋଇ ନିଜ ପରିବାର କୁ ଚଳାଇ ପାରିବେ ବୋଲି ଉପସ୍ଥିତ ଅତିଥି ମାନେ ମତବ୍ୟକ୍ତ କରିଥିଲେ l ଏଭଳି କାର୍ଯ୍ୟକ୍ରମ କୁ ଅତିଥି ମାନେ ବେଶ୍ ପ୍ରଶଂସା କରି କହିବା ସହ ଏହି କାର୍ଯକ୍ରମକୁ ଦେଖି ଅନ୍ୟ ସରପଞ୍ଚ ମାନେ ଅନୁପ୍ରାଣିତ ହୁଅନ୍ତୁ ବୋଲି ମତ ପ୍ରକାଶ କରିଥିଲେ l ଏଥିରେ ଗ୍ରାମ ପଞ୍ଚାୟତ ର ମଞ୍ଜୁଲତା ଭୋଇ, ନିବେଦିତା ଭୋଇ, ବାସଲ୍ୟ ସାହୁ, ହିମାଦ୍ରି ପାତ୍ର, ଲୋଚନା ଭୋଇ ପ୍ରମୁଖ ୧୫ ଜଣ ମହିଳାଙ୍କୁ ବିନାମୂଲ୍ୟରେ ସିଲେଇ ମେସିନ ବଣ୍ଟନ କରିଥଲେ l ଶେଷରେ ପୂର୍ବତନ ସରପଂଚ ସୁଜିତ ସାହୁ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥଲେ l ଏହି କାର୍ଯ୍ୟକ୍ରମକୁ ଭରତ ସାହୁ, ପ୍ରଶାନ୍ତ ସାହୁ, ମନ ଗଡ଼ତିଆ, ସଚି ପଧନ, ଟଙ୍କ ସାହୁ , ଭାନୁ ସେଠ୍, ରବିତା ତାଣ୍ଡି ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like