-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗିର : ସାମ୍ବାଦିକ ସାମ୍ବାଦିକ ମଧ୍ୟରେ ବିଭେଦ ସୃଷ୍ଟି କରୁଛି କିଏ ?

02-Jan-2024



ବଲାଙ୍ଗୀର(ଦେବାଶିଷ ବହିଦାର ): ଜାନୁଆରୀ ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତକୁ ନେଇ ଲୋୟର ସୁକତେଲ ଠାରେ କୌଣସି ଏକ କାର୍ଯକ୍ରମ କିଛି ସାମ୍ବାଦିକଙ୍କୁ ନେଇ କରାଯାଇଥିଲା।ଜଣେ ସାମ୍ବାଦିକ କିଛି ଗଣମାଧ୍ୟମ ପ୍ରତିନିଧି ଏବଂ ୱେବ୍ ସାମ୍ବାଦିକଙ୍କୁ ନେଇ ଲୋୟର ସୁକତେଲ ଠାରେ ପହଞ୍ଚିଥିବା ଚର୍ଚ୍ଚା ହେଉଛି।ଯଦି ଜିଲ୍ଲା ପ୍ରଶାସନ କିମ୍ବା ଲୋୱର୍ ସୁକତେଲ ଅଧିକାରୀ ଲୋୱର ସୁକତେଲକୁ ନେଇ କିଛି ସମ୍ବାଦ ପ୍ରକାଶ କରିବାର ଥିଲା ତେବେ ଜିଲ୍ଲାର ସମସ୍ତ ସାମ୍ବାଦିକ ମାନଙ୍କୁ ନିମନ୍ତ୍ରଣ କରିଥାନ୍ତେ।ଜଣେ ୱେବ୍ ସାମ୍ବାଦିକଙ୍କୁ ଖବର ଦେଇ କିଛି ଗଣମାଧ୍ୟମ ପ୍ରତିନିଧି ଓ କିଛି ୱେବ୍ ସାମ୍ବାଦିକଙ୍କୁ ନିମନ୍ତ୍ରଣ କରିଥିବାରୁ ଜଣାପଡୁଛି ଯେ ଲୋୱର ସୁକତେଲ ଅଧିକାରୀ ମାନେ କିଛି ଘଟଣା ଗୁପ୍ତ ରଖିବାକୁ ଚେଷ୍ଟା କରୁଥିବା ପରିଲକ୍ଷିତ ହୁଏ । ଧନ୍ୟବାଦ୍ ସେହି ସାମ୍ବାଦିକ ଭାଇଙ୍କୁ ଯିଏ ସମସ୍ତ ସାମ୍ବାଦିକଙ୍କୁ ସୂଚନା ନ ଦେଇ ନିଜର ପ୍ରତିପତ୍ତି ବିସ୍ତାର କରିବା ପାଇଁ ସାମ୍ବାଦିକଙ୍କ ମଧ୍ୟରେ ବିଭାଜନ ସୃଷ୍ଟି କରାଉଥିବା ହୀନପ୍ରୟାସ ନିନ୍ଦନୀୟ ଅଟେ।ଜିଲ୍ଲାରେ କୌଣସି ଘଟଣା,ସଭା ସମିତି କିମ୍ବା ତଥ୍ୟ ସମ୍ବଳିତ ସମ୍ବାଦ ଯଦି ପ୍ରଶାସନ ପକ୍ଷରୁ ଜାରି କରାଯାଉଛି ତେବେ ସମସ୍ତ ସାମ୍ବାଦିକଙ୍କୁ ଅବଗତ କରାଇବା ଜରୁରୀ ନୁହେଁ କି ?ତେବେ କାହିଁକି ମୁଷ୍ଟିମେୟ ସାମ୍ବାଦିକଙ୍କୁ ଅବଗତ କରାଇ ବାକି ମାନଙ୍କୁ ଅଣଦେଖା କରିବା ଏହା ଜଣେ ସାମ୍ବାଦିକ ର ଅନ୍ୟ ସାମ୍ବାଦିକ ମାନଙ୍କ ପ୍ରତି କୁଠାରଘାତ ନୁହେଁ କି ? ତେବେ ସାମ୍ବାଦିକଙ୍କ ମଧ୍ୟରେ ବିଭାଜନ ସୃଷ୍ଟି କରୁଥିବା ଏ ବିଭୀଷଣ ଜଣକ କିଏ ? କିଛି ବର୍ଷ ପୂର୍ବେ କିଛି ସାମ୍ବାଦିକ ମାନଙ୍କ ପ୍ରରୋଚନାରେ ଜିଲ୍ଲା ପ୍ରଶାସନ ସାମ୍ବାଦିକ ମାନଙ୍କୁ ଭାଗ ଭାଗ କରି ଦେଇଥିଲେ। ଯଦ୍ୱାରା ସାମ୍ବାଦିକ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା।କିନ୍ତୁ ଏବେ ସାମ୍ବାଦିକ ପାଲଟିଛି ସାମ୍ବାଦିକ ର ଶତ୍ରୁ ବୋଲି ଚର୍ଚ୍ଚା ହେଉଛି। ଅନୁରୋଧ ବିଭୀଷଣ ନୀତି ତ୍ୟାଗ କରି ସାମ୍ବାଦିକ ମାନଙ୍କ ମଧ୍ୟରେ ଏକତା ବଜାୟ ରଖିବା ଜରୁରୀ ବୋଲି ଚର୍ଚ୍ଚା ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like