-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||     

HOME   ଦେଶ ବିଦେଶ

୩ଲକ୍ଷ ମାଚିସ୍ କାଠିରେ ତିଆରି କରିଛନ୍ତି ତାଜମହଲ୍: ଗିନିଜ୍ ୱାର୍ଲଡ ରେକର୍ଡ କରିବାକୁ ରଖିଛନ୍ତି ଲକ୍ଷ୍ୟ

05-Oct-2020



ପଶ୍ଚିମବଙ୍ଗ ନଦିଆ ଜିଲ୍ଲାରେ ରହୁଥିବା ୨୨ ବର୍ଷିୟ ସହେଲି ପାଲ ୩ ଲକ୍ଷ ମାଚିସ୍ କାଠିରେ ତାଜମହଲର ପ୍ରତିରୂପ ତିଆରି କରିଛନ୍ତି। କୃଷ୍ଣାନଗର ଘୁରନି ଅଞ୍ଚଳରେ ରହୁଥିବା ସହେଲି ପାଲ ଇରାନର ମେସମ୍ ରହମାନୀଙ୍କ ଗିନିଜ୍ ରେକର୍ଡ ଭାଙ୍ଗିବାକୁ ଚାହୁଁଛନ୍ତି। ମେସମ୍ ରହମାନୀ ୨୦୧୩ ମସିହାରେ ୧ ଲକ୍ଷ ୩୬ ହଜାର ୯୫୧ ମାଚିସ୍ କାଠିରେ ୟୁନେସ୍କୋର ଲୋଗୋ ତିଆରି କରିଥିଲେ।

କୋଲକାତା ବିଶ୍ୱ ବିଦ୍ୟାଳୟରେ ଇଂରାଜୀରେ ଏମ.ଏ କରୁଥିବା ସହେଲି ପାଲ ୬ ଫୁଟ ଲମ୍ବ ୪ ଫୁଟ୍ ଚଉଡା ବୋର୍ଡରେ ତାଜମହଲର ପ୍ରତିରୂପ ତିଆରି କରିଛନ୍ତି। ଗିନିଜ୍ ୱାର୍ଲଡ ରେକର୍ଡର ଗାଇଡଲାଇନ ପାଇବା ପରେ ଅଗଷ୍ଟ ମଧ୍ୟ ଭାଗରେ କାମ ଆରମ୍ଭ କରିଥିଲେ। ସେପ୍ଟେମ୍ବର ୩୦ ତାରିଖରେ ସେ ଏହି କାମ ସମ୍ପୂର୍ଣ୍ଣ କରିଛନ୍ତି। ଏହି କଳାକୃତିର ଏକ ଭିଡିଓ ତିଆରି କରାଯାଇଛି । ଏହି ଭିଡିଓକୁ ଖୁବ ଶୀଘ୍ର ଗିନିଜ୍ ୱାର୍ଲଡ ରେକର୍ଡ ଅଧିକାରୀଙ୍କୁ ପଠାଯିବ।*

*ସହେଲି ପାଲ କହିଛନ୍ତି, ତାଜମହଲ ପ୍ରତିରୂପ ତିଆରି କରିବାରେ ସେ ଦୁଇଟି ରଙ୍ଗର ମାଚିସ୍ କାଠି ବ୍ୟବହାର କରିଛନ୍ତି ଜୀପରିକି ରାତିରେ ତାଜମହଲର ସ୍ୱରୂପ ପ୍ରଦର୍ଶିତ ହୋଇପାରିବ। ୨୦୧୮ ମସିହା ରେ ସେ ମା’ଦୁର୍ଗାଙ୍କ ମୁହଁର ସବୁଠାରୁ ଛୋଟ ମୂର୍ତ୍ତି ତିଆରି କରି ବିଶ୍ୱ ରେକର୍ଡ କରିଥିଲେ। ସହେଲି ପାଲଙ୍କ ପିତା ସୁବୀର ପାଲଙ୍କୁ ୧୯୯୧ ମସିହାରେ ମୂର୍ତ୍ତି ତିଆରି ପାଇଁ ରାଷ୍ଟ୍ରପତି ପୁରସ୍କାର ମିଳିଥିଲା। ସହେଲି ପାଲଙ୍କ ଜେଜେବାପା ବୀରେନ ପାଲଙ୍କୁ ମଧ୍ୟ ୧୯୮୨ ମସିହାରେ ମୂର୍ତ୍ତି ତିଆରି ପାଇଁ ରାଷ୍ଟ୍ରପତି ପୁରସ୍କାର ମିଳିଥିଲା। ସେ ନିଜ ବାପା ଓ ଜେଜେବାପାଙ୍କ ଏହି କଳାକୃତିକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି ବୋଲି ସହେଲି ପାଲ କହିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026

You Might Also Like