-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||     

HOME   ଜିଲ୍ଲା

ବୁର୍ଡl ବ୍ରିଜ଼ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ବ୍ୟକ୍ତି ମୃତ

02-Jan-2024



ଲୋଇସିଂହା, (ପ୍ରେରଣା ଖବର) ଆଜି ସକାଳୁ ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡl ବ୍ରିଜ଼ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି  l ଲୋଇସିଂହା ବ୍ଲକ ବାଦିବାହାଲ ପଂଚାୟତ ଅନ୍ତର୍ଗତ ଚୌହାନପାଲି ଗ୍ରାମର ବିନୋଦ ବାରିକ (45) ପି. ନୀଳମଣି ବାରିକ କୌଣସି କାମରୁ ଆଜି ସକାଳୁ ଲୋଇସିଂହା ରୁ ବାଇକ ଯୋଗେ ଘରକୁ ଫେରୁଥିବା ସମୟରେ ବୁର୍ଡl ବ୍ରିଜ଼ ନିକଟରେ ଏଜ ଅଜଣା ଗାଡି ବିନୋଦ ବାରିକ କୁ ଧକ୍କା ଦେବା ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଲୋକେ ଲୋଇସିଂହା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରିଥିଲେ l ଚିକିତ୍ସାଧିନ ଅବସ୍ଥାରେ ବିନୋଦ ଙ୍କ ଆଜି  ମୃତ୍ୟୁ ଘଟିଛି l

ଡାକ୍ତର ବଲାଙ୍ଗୀର ଭୀମଭୋଇ ମେଡିକାଲ କୁ ଶବ ବ୍ୟବଚ୍ଛେଦ ପାଇଁ ପଠାଇଲେ l ଏ ବାବଦରେ ଲୋଇସିଂହା ଥାନାରେ ଏ ବର୍ଷ ର କେଶ ନ. ୨ ମାମଲା ରୁଜୁ ହୋଇଛି l ଜାଣିବାକୁ ମିଳିଛି ଯେ ବିନୋଦ ବାରିକ ଙ୍କ ସ୍ତ୍ରୀ ସହ ଏକ ପୁତ୍ର ସନ୍ତାନ ରହିଛି l ପରିବାର ବର୍ଗ ଲୋଇସିଂହା ବୁର୍ଡl ଛକ ନିକଟରେ ଶବ କୁ ରଖି 26 ନମ୍ବର ଜାତୀୟ ରାଜପଥ ଅବରୋଧ କରିବା ସହ ପ୍ରଶାସନ ତରଫରୁ ଯେ ପର୍ଯ୍ୟନ୍ତ ସରକାରୀ ସହାୟତା ନ ମିଳେ ସେ ପର୍ଯ୍ୟନ୍ତ ରାସ୍ତା ଅବରୋଧ ଜାରି ରହିବ ବୋଲି ଚେତାବନୀ ଦେଇଛନ୍ତି l ପୋଲିସ ଦଳ ଓ ତହସିଲ୍ଦାର ଉକ୍ତ ସ୍ଥାନକୁ ପହଂଚି ପରିବାର କୁ ବୁଝାଇଛନ୍ତି l ପ୍ରକୃତ ଘଟଣା ପୋଲିସ ତଦନ୍ତ ପରେ ଜଣାପଡିବ l ରାସ୍ତା ଅବରୋଧ ଯୋଗୁଁ ଅନେକ ଯାନବାହାନ ଜାମ ହୋଇ ରହିଥିବା ଦେଖିବାକୁ ମିଳିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026

You Might Also Like