-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||     

HOME   ଜିଲ୍ଲା

*ଗାଡି ଧକ୍କାରେ ଆହତ ଛାତ୍ରର ମୃତ୍ୟୁ ନେଇ ଶୋକ ଶୋଭା ଏବଂ ରାସ୍ତାରୋକ*

02-Jan-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର,)
ଉମରକୋଟ ମୁଖ୍ୟ ରାସ୍ତା ରାଜ୍ୟ ରାଜପଥ ୩୯ ଉପରେ ଗାଡ଼ି ଧକ୍କା ରେ ଛାତ୍ରଙ୍କ ମୃତ୍ୟୁ ନେଇ ଉତ୍ୟକ୍ତ ଛାତ୍ରୀଛାତ୍ରଙ୍କ ମଙ୍ଗଳବାର ମହାବିଦ୍ୟାଳୟ ସମ୍ମୁଖରେ ରାସ୍ତାରୋକ କରିଛନ୍ତି ସୂଚନାଯୋଗ୍ୟ:-  ରବିବାର ମଧ୍ୟାହ୍ନ ସମୟରେ ଡାବୁଗାଁ ଭୈରବ ସ୍ନାତକ  ମହାବିଦ୍ୟାଳୟ +୩ ଦ୍ଵିତୀୟ ବର୍ଷ ର ଛାତ୍ର ଦୀପକ କୁମାର ଗଣ୍ଡ ଡାବୁଗାଁ ବଜାରରୁ ମେସ କୁ ଫେରୁଥିବା ସମୟରେ ଉମରକୋଟ ଅଭିମୁଖେ ଯାଉଥିବା ଏକ ଦୃତଗାମୀ ଗାଡି ପଛପଟୁ ଧକ୍କା ଦେବାରୁ ଛାତ୍ର ଆହତ ହୋଇ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ | ଅପରାହ୍ନରେ ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଓ ସେଠାରୁ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ କୁ ସ୍ଥାନାନ୍ତର କରାଯାଇଥିଲା | ସୋମବାର ସନ୍ଧ୍ୟାରେ ଉକ୍ତ ଛାତ୍ରର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା | ଏହି ଖବର ଆଜି ସକାଳୁ ଜାଣିବା ପରେ ମହାବିଦ୍ୟାଳୟର ଛାତ୍ରୀ ଛାତ୍ର ମାନେ  ଶୋକ ସଭା କରିବା ସହ ମୃତ ଛାତ୍ରକୁ କ୍ଷତି ପୂରଣ ପ୍ରଦାନ କରିବାକୁ ଦାବି କରି ପୂର୍ବାହ୍ନ ୧୧ ଘ. ଠାରୁ  ରାଜ୍ୟ ରାଜପଥ ୩୯ ଉପରେ ରାସ୍ତାରୋକ  କରିଥିଲେ | ସନ୍ଧ୍ୟାରେ  ସମୟରେ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଉପଜିଲାପାଳ ପ୍ରକାଶ ଚନ୍ଦ୍ର ମିଶ୍ର, ଜରୁରୀକାଳିନ ବିଭାଗ ଡେପୁଟି ଜିଲାପାଳ ଡା.ଅମ୍ରିତ ରାହୁଲ ଓ ଜରୁରୀକାଳିନ ବିଭାଗ ଜିଲା ପ୍ରକଳ୍ପ ଅଧିକାରୀ ହିମାଂଶୁ ଶେଖର ପଟ୍ଟନାୟକ, ଉମରକୋଟ ଉପଖଣ୍ଡ ପୋଲିସ ଅଧିକାରୀ ମଧୁସ୍ମିତା ମିଶ୍ର, ସ୍ଥାନୀୟ ତହସିଲଦାର ସଦାଶିବ ଭତରା ଓ ଆଇଆଇସି  ସୁନୀଲ କୁମାର ପ୍ରଧାନ ଜିଲପରିଷଦ ସଭ୍ୟ ଗୁପ୍ତ ବିଶୋୟୀ, ବ୍ଲକ ଅଧ୍ୟକ୍ଷା ବୀଣା ମାଝି, ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମାର ମିଶ୍ର ପ୍ରମୁଖ ପହଞ୍ଚି ଧାରଣାରତ ଛାତ୍ରୀଛାତ୍ର ଙ୍କ ସହ ଆଲୋଚନା କରିଥିଲେ | ମୃତ ଛାତ୍ରର ପିତାଙ୍କୁ ରେଡକ୍ରସରୁ ୨୦ ହଜାର ଟଙ୍କା ପ୍ରଦାନ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କା ସହାୟତା ଘୋଷଣା କରିବା ପରେ ରାତ୍ର ୭ ଘ.  ସମୟରେ  ରାସ୍ତାରୋକ ହଟିଥିଲା  |


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026

You Might Also Like