-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||     

HOME   ଜିଲ୍ଲା

ଶ୍ରୀ ରାମ ଜନ୍ମଭୂମି ଅଯୋଧ୍ୟାରେ ପୁଜିତ ଅକ୍ଷତ କଳସ ବଣ୍ଟନ

02-Jan-2024



ନୂଆପଡ଼ା  (ଡୋଲେସ୍ବର ଵାଗ ) ନୂଆପଡା ଜିଲ୍ଲା ସିନାପାଲି ବ୍ଲକର ୨୭ ଗୋଟି ଗ୍ରାମ ପଞ୍ଚାୟତକୁ ଶ୍ରୀ ରାମ ଜନ୍ମ ଭୂମି ଅଯୋଧ୍ୟାରେ ପୁଜିତ ଅକ୍ଷତ କଳସ ବଣ୍ଟନ ଓ ନିମନ୍ତ୍ରଣ ରଥ ପରିକ୍ରମା କଲାପରେ ସିନାପାଲି ସହରର ଶ୍ରୀ ଜଗନ୍ନାଥ ମନ୍ଦିର ଠାରେ ଉଦଯାପିତ ହୋଇ ଯାଇଛି,ବ୍ଲକର ବିଶିଷ୍ଟ ନାଗରିକ ଶ୍ରୀଯୁକ୍ତ ବୈଶମ୍ପାୟନ ମେହେର,ଶ୍ରୀଯୁକ୍ତ ନୀଳମଣି ମେହେର,ଶ୍ରୀଯୁକ୍ତ ଡମ୍ବରୁଧର ମେହେର,ଶ୍ରୀଯୁକ୍ତ ପ୍ରଦୀପ କୁମାର ଜୈନ,ତୁଳସୀରାମ   ମେହେର,   ନରହରିମେହେର,ପ୍ରଶାନ୍ତନାଏକ, ଖୁସିରାମ୍ ମେହେର ଙ୍କ ଉପସ୍ଥିତିରେ ଉକ୍ତ ମନ୍ଦିର ଠାରୁ ଏହି ଯାତ୍ରା ର ଶୁଭାରମ୍ବ  କରାଯାଇଥିଲା,ଏହି ରଥ କୁ ସମସ୍ତ ଗ୍ରାମ ପଞ୍ଚାୟତର ମୁଖ୍ୟ ଗ୍ରାମ ଗୁଡିକର ଆବାଳ ବୃଦ୍ଧ ବନିତା ଭବ୍ୟ ସ୍ବାଗତ କରିଥିଲେ,ଏହି ପରିକ୍ରମା ରଥ ଭ୍ରମଣ କରିବାରେ ବ୍ଲକ ବିଶ୍ୱ ହିନ୍ଦୁପରିଷଦର ମୁଖ୍ୟ ଉପଦେଷ୍ଟା ଶ୍ରୀଯୁକ୍ତ ତୁଲସି ରାମ ମେହେର,ପଶ୍ଚିମ ଓଡିଶା ସମ୍ପାଦକ ଶ୍ରୀ ଯୁକ୍ତ ମୋହନ ଚରଣ ଦାସ,ଅକ୍ଷତ କଳସ ସ୍ୱାଗତ ସମିତିର ସଂଯୋଜକ ଶ୍ରୀ ସଞ୍ଜୟ କୁମାର ବେହେରା,ବ୍ଲକ ଭିଏଚ୍ ପି  ର ସଭାପତି ଶ୍ରୀ ଯୁକ୍ତ ସତ୍ୟ ବ୍ରତ ଗହୀର,ରଶ୍ମି ରଞ୍ଜନ ସା,ରୋହିତାସ୍ଵ ନାଏକ,ଅବଧିତ ଶ୍ରୀ ରବିନ୍ଦ୍ରବାବା,ନରେଶ ମାଝୀ ,ପ୍ରମୁଖ ମୁଖ୍ୟ ଦାଇତ୍ୱ  ତୁଲାଇ ଥିଲେ,।କଳସ ପୂଜନ ଦାୟୀତ୍ୱ ରେ ଗାୟତ୍ରୀ ପରିଜନ ଶ୍ରୀ ଯୁକ୍ତ କ୍ଷମାଧର ନିଆଲ,ସୀତାରାମ ସା ଓ ଶ୍ୟାମ ସୁନ୍ଦର ମାଝୀ ପ୍ରମୁଖ ଉପସ୍ଥିତ ଥିଲେ,।ଆଗାମୀ ଜାନୁୟାରି ୨୨ ତାରିଖ ଦିନ ହେବାକୁଥିବା ଅଯୋଧ୍ୟାର  ଶ୍ରୀ  ରାମ ମନ୍ଦିର ପ୍ରତିଷ୍ଠାର   ନିମନ୍ତ୍ରଣ ସ୍ୱରୂପ ଉକ୍ତ କଳସର ପୁଜିତ ଅକ୍ଷତ ଚାଉଳ ପୁଡିଆ ବ୍ଲକର ପ୍ରତ୍ୟେକ ପରିବାରକୁ ବଣ୍ଟନ କରାଯିବ,।ସମସ୍ତ ଧର୍ମ ପରାୟଣ ବ୍ୟକ୍ତି ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ପ୍ରଭୁ ଶ୍ରୀରାମଙ୍କ ଜୟ ଜୟ ଧ୍ବନିରେ କିଛି ସମୟ ସେଠାକାର ପରିବେଶକୁ ପବିତ୍ର କରି ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026

You Might Also Like