-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||     

HOME   ଜିଲ୍ଲା

ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌; ୨୧ ଯାତ୍ରୀ ଆହତ, ୬ଜଣଙ୍କ ଅବସ୍ଥା ସଙ୍କଟାପନ୍ନ

18-Dec-2020



(ପ୍ରେରଣା ଖବର) ଖଜୁରିପଡ଼ା: ଗୁରୁବାର ରାତି ପ୍ରାୟ ସାଢ଼େ ୧୨ଟା ବେଳେ ଖଜୁରିପଡ଼ା ଥାନା ଅନ୍ତର୍ଗତ ଗଡ଼ିଆପଡ଼ା ସ୍କୁଲ୍‌ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୧ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ ୬ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସାଙ୍ଘାତିକ ଥିବା କଥା ଜଣାପଡ଼ିଛି।ଟିକିବାଲିରୁ ଭୁବନେଶ୍ୱର ଯାଉଥିବା ‘ରାଜା’ ନାମକ ଉକ୍ତ ବସ୍‌ଟି କୌଣସି କାରଣରୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ଖଜୁରିପଡ଼ା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ।ଚିକିତ୍ସା ନିମନ୍ତେ ପ୍ରଥମେ ଆହତ ଯାତ୍ରୀମାନଙ୍କୁ ଖଜୁରିପଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଆନୁଷଙ୍ଗିକ ଚିକିତ୍ସା ପରେ ଉନ୍ନତ ଚିକିତ୍ସା ନିମନ୍ତେ ଆହତ ବ୍ୟକ୍ତିମାନଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026

You Might Also Like