-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

ସରକାରଙ୍କ ସାମ୍ବାଦିକ ବିରୋଧ ନୀତି

02-Jan-2024



ବଲାଙ୍ଗୀର(ପ୍ରେରଣା ଖବର ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ତାରିଖ ଦିନ ବହୁ ଉପେକ୍ଷିତ ଲୋୟର ସୁକତେଲ ପ୍ରକଳ୍ପ ର ଶୁଭ ଉଦ୍ଘାଟନ କରିବା ପାଇଁ ଆସୁଛନ୍ତି।ଏଥିପାଇଁ ଜୋରସୋର ରେ ଚାଲିଛି ସାଜସଜ୍ଜା।ପ୍ରକଳ୍ପ ରେ ଜଳ ନାହିଁ।ଚାଷୀ ଏହି ପ୍ରକଳ୍ପ ର ଜଳ ରୁ ଉପକୃତ ହୋଇ ନାହାନ୍ତି।ପ୍ରକଳ୍ପ ରେ ବିସ୍ଥାପିତ ହୋଇଥିବା ଅନେକ ପରିବାର ତାଙ୍କର ପ୍ରାପ୍ୟ ପାଇ ନଥିବା ତଥା ଥଇଥାନ ହୋଇ ନ ଥିବା ବେଳେ ମୁଖ୍ୟମନ୍ତ୍ରୀ ଏ ଅଞ୍ଚଳରେ ଦୟନୀୟ ପରିସ୍ଥିତି ରେ ଥିବା ବିସ୍ଥାପିତ ଲୋକଙ୍କ ଲୋତକ ଭରା ବିକଲ ଚିତ୍ର ଦେଖିବାକୁ ଆସୁଛନ୍ତି କି ବୋଲି ଚର୍ଚ୍ଚା ହେଉଛି।ବର୍ତ୍ତମାନ ମଧ୍ୟ ଜଳବୁଡ଼ି ଅଞ୍ଚଳର ଅନେକ ଗ୍ରାମରେ ଲୋକେ ନୂତନ ବାସସ୍ଥାନ ନ ପାଇ ଭଗବାନ ଙ୍କ ଭରସାରେ ପଡ଼ି ରହିଛନ୍ତି।ସେହି ଗ୍ରାମ ମାନଙ୍କରେ ପିଇବା ପାଇଁ ନା ପାନୀୟ ଜଳ ଅଛି ନା ବିଜୁଳି ଅଛି।ଅନ୍ୟପଟେ ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନ ଥିବା ବେଳେ ନବୀନ ବାବୁ ଜଳ ବିହୀନ ପ୍ରକଳ୍ପ କୁ ଉଦ୍ଘାଟନ କରି ବାଃ ବାଃ ନେବେ କି?ନିର୍ବାଚନ ପାଖେଇ ଆସୁଛି।ଏହା ନବୀନ ପଟ୍ଟନାୟକ ଙ୍କ ନିର୍ବାଚନୀ ପ୍ରଚାର ନୁହେଁ ତ ବୋଲି ଚର୍ଚ୍ଚା ହେଉଛି।
       ପ୍ରକଳ୍ପ ଉଦ୍ଘାଟନ କୁ ସାମ୍ବାଦିକ ମାନେ ଯିବା ପାଇଁ ପ୍ରସ୍ତୁତ ହେଉଥିବା ବେଳେ କିଛି ସାମ୍ବାଦିକ ଙ୍କୁ ପାସ୍ ଦେଇଥିବା ବେଳେ ଅନେକ ସାମ୍ବାଦିକଙ୍କୁ ପାସ୍ ଦିଆଯାଇ ନ ଥିବାରୁ ସାମ୍ବାଦିକ ମହଲରେ ଅସନ୍ତୋଷ ଦେଖା ଦେଇଛି।ବଲାଙ୍ଗୀର ଡିଆଇପିଆରଓ ଙ୍କୁ ପାସ୍ ବିଷୟ ନେଇ ପଚାରିବାରୁ ପାସ୍ ପାଇଁ ରାଜ୍ୟ କୁ ସାମ୍ବାଦିକ ଙ୍କ ନାମ ପଠାଯାଇଥିବା ପ୍ରକାଶ କରିଥିଲେ।ହେଲେ ପ୍ରକଳ୍ପ ଠାରେ ସାମ୍ବାଦିକ ମାନଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଇଥିବା ସିଟ୍ ଅନୁଯାୟୀ ପାସ୍ ଦିଆଯାଇଥିବା କହିଥିଲେ।ତେବେ ରାଜ୍ୟ ସରକାର ସାମ୍ବାଦିକ ମାନଙ୍କ ମଧ୍ୟରେ ପାତର ଅନ୍ତର କରି ସାମ୍ବାଦିକ ମାନଙ୍କ ଏକତା କୁ ଭଙ୍ଗ କରୁଥିବା ପରିଲକ୍ଷିତ ହୁଏ।ବିଜେଡି ସରକାର ବ୍ରିଟିଶ ନୀତି ଅବଲମ୍ବନ କରି ସାମ୍ବାଦିକ ମାନଙ୍କୁ ଭାଗ ଭାଗ କାରବାର ପ୍ରୟାସ ନିନ୍ଦନୀୟ ଅଟେ ବୋଲି ଚର୍ଚ୍ଚା ହୁଏ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like