-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||     

HOME   ଜିଲ୍ଲା

ଉଦେପୁର ଗ୍ରାମରେ ଜଙ୍ଗଲୀ ହାତୀ ଉପଦ୍ରବ,        ଆତଙ୍କିତ ଗ୍ରାମବାସୀ କଲେ ରାସ୍ତାରୋକ, ଯାନବାହନ ଚଳାଚଳ ଠପ, ଡ଼ିଏଫଓ ଙ୍କ ପ୍ରତିଶୃତି ପରେ ରାସ୍ତାରୋକ ହଟିଲା

03-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ଥାନା ଅନ୍ତର୍ଗତ ଉଦେପୁର ଗ୍ରାମ ଠାରେ ଜଙ୍ଗଲୀ ହାତୀ ଉପଦ୍ରବ ନେଇ ମଙ୍ଗଳବାର ଦିନ ସକାଳ 6ଟା ଠାରୁ ବିଭିନ୍ନ ଦାବିରେ ଗ୍ରାମବାସୀମାନେ ରାସ୍ତାରୋକ କରିଥିଲେ l କଣ୍ଟାମାଳ - ତିଲକାମାଲ ମୁଖ୍ୟ ରାସ୍ତାର ଉଦେପୁର ଠାରେ ରାସ୍ତାରୋକ କରାଯିବା ଫଳରେ ଶତାଧିକ ଗାଡିମଟର ଅଟକି ରହିଥିଲା l ଫଳରେ ଯାନବାହାନ ଚଳାଚଳ ଦୀର୍ଘ ଦଶ ଘଣ୍ଟା ଧରି ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିଲା l  ସୂଚନା ପ୍ରକାରେ କଣ୍ଟାମାଲ ଥାନା ଅନ୍ତର୍ଗତ ଉଦେପୁର ଗ୍ରାମ ଅଂଚଳରେ ଏକ ଜଙ୍ଗଲୀ ଦନ୍ତା ହାତୀ ୩ ଦିନ ହେଲା ଉପଦ୍ରବ କରୁଛି l ଗ୍ରାମ ନିକଟ ଜଙ୍ଗଲରେ ରହୁଥିବା ଜଙ୍ଗଲୀ ଦନ୍ତା ହାତୀ ଗତ କାଲି ଦିନ ସମୟରେ ଗ୍ରାମ ମଧ୍ୟରେ ପଶିଯାଇ ଗ୍ରାମର ଝଟକୁ ହରିପାଲ, ବୈଦ୍ୟନାଥ ଭୋଇ ଓ ରାଧେଶ୍ୟାମ ସାହୁ ଆଦି ତିନିଜଣ ଙ୍କ

ଘର ଭାଙ୍ଗିବା ସହ ଘରେ ରଖାଯାଇଥିବା ଧାନ ଚାଉଳ ଖାଇ ନଷ୍ଟ କରିଥିବା ଅଭିଯୋଗରୁ ଜଣାଯାଇଛି l  ସନ୍ଧ୍ୟା ସୁଦ୍ଧା ବହୁ ପରିଶ୍ରମ ପରେ ବନ ବିଭାଗ କର୍ମଚାରିମାନେ ଜଙ୍ଗଲୀ ଦନ୍ତା ହାତୀ କୁ ତେଲନଦୀ ପାର କରାଇ ସୋନପୁର ଜିଲା କୁ ଘଉଡ଼ାଇ ଦେଇଥିଲେ l ମାତ୍ର କlଲି ରାତିରେ ଜଙ୍ଗଲୀ ଦନ୍ତା ହାତୀ ଟି ଆଉ ଥରେ ନଦୀ ପlରିହୋଇ ଉଦେପୁର ଗ୍ରାମ ନିକଟ ଜଙ୍ଗଲକୁ ଫେରି ଆସିଛି l  ହାତୀର ଫେରିବାକୁ ନେଇ ଆତଙ୍କିତ ଉଦେପୁର ଗ୍ରାମବାସୀ ଆଜି ସକାଳୁ କଣ୍ଟାମାଳ -ତିଲକlମାଲ ରାସ୍ତାର ଉଦେପୁର ଠାରେ ରାସ୍ତା ରୋକ କରିଥିଲେ  l  ଜଙ୍ଗଲୀ ଦନ୍ତା ହାତୀ ଦ୍ୱାରା ହୋଇଥିବା କ୍ଷୟ କ୍ଷତି ର ଆକଳନ କରି କ୍ଷତିଗ୍ରସ୍ତଙ୍କୁ ପ୍ରଶାସନ ତରଫରୁ ସହାୟତା ଯୋଗାଇ ଦେବା,ଗ୍ରାମରେ ସୋଲାର ଲାଇଟ ବ୍ୟବସ୍ଥା ଓ ହାତୀ ଦାଉରୁ ରକ୍ଷା ପାଇଁ ସ୍ଥାୟୀ ବ୍ୟବସ୍ଥା ଆଦି ଦାବି  କରିଛନ୍ତି ଉତ୍ୟକ୍ତ ଗ୍ରାମବାସୀ l ଏନେଇ କଣ୍ଟାମାଳ ପୋଲିସ ସହ ଭାରପ୍ରାପ୍ତ କଣ୍ଟାମାଳ ରେଞ୍ଜର ତଥା ଏସିଏଫ କ୍ଷୀରlବ୍ଧି ପ୍ରଧାନ ଘଟଣାସ୍ଥଳରେ ପହଂଚି ଆନ୍ଦୋଳନକାରୀ ଙ୍କ ସହ ଆଲୋଚନା କରି ଥିଲେ ହେଁ ଡ଼ିଏଫଓ ବୌଦ୍ଧ ଆଲୋଚନା

ପାଇଁ ନ ଆସିଲେ ରାସ୍ତାରୁ ହଟିବୁ ନାହିଁ ବୋଲି ନିଜ ଜିଦରେ ଅଟଳ ଥିଲେ l ପରେ ଅପରାହ୍ନ 4ଟା ସମୟରେ ଡ଼ିଏଫଓ ବୌଦ୍ଧ ଦେବପ୍ରିୟ କମ୍ପ ପହଂଚି ଆନ୍ଦୋଳନକାରି ଗ୍ରାମବାସୀଙ୍କ ସହ ଆଲୋଚନା କରିବା ପରେ ରାସ୍ତାରୋକ ହଟିଥିଲl ଓ ଯାନବାହନ ଚଳାଚଳ ସ୍ୱାଭାବିକ ହୋଇଥିଲା l ତେବେ ହାତୀଟି ଗ୍ରାମ ନିକଟ ଉଦେପୁର ଜଙ୍ଗଲରେ ଥିବାରୁ ଗ୍ରାମବାସୀ ଆତଙ୍କିତ ଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026

You Might Also Like