-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ନର୍ଲା ଯୁକ୍ତଦୁଇ କଲେଜ ଅଧକ୍ଷ ଙ୍କ ଅବସର କାଳୀନ ସମ୍ବର୍ଦ୍ଧନା

03-Jan-2024



ନର୍ଲା (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ନର୍ଲା ପଞ୍ଚାୟତ ସମିତି ମହା ବିଦ୍ୟାଳୟ ର କାର୍ଯ୍ୟରତ ଅଧକ୍ଷ ଶ୍ରୀ ରାମଚନ୍ଦ୍ର ସାହୁ ଚାକିରିରୁ ଅବସର ଗ୍ରହଣ କରିସାରିଛନ୍ତି ତେଣୁ,ନର୍ଲା ସ୍ଥିତ ମିର୍ଚି ହୋଟେଲ ଠାରେ ଏକ ଭବ୍ୟ ଅବସର କାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି ଏହି କାର୍ଯ୍ୟକ୍ରମ ରେ ସଂପୃକ୍ତ କଲେଜ ଓ ନର୍ଲା ଡିଗ୍ରୀ କଲେଜ ର କାର୍ଯ୍ୟରତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚାରୀ ଙ୍କ ସମେତ ନର୍ଲା ପଞ୍ଚାୟତ ସମିତି ର ପୂର୍ବତନ ଅଧ୍ୟକ୍ଷ ଅଶୋକ ଚାନ୍ଦ ଭାରପ୍ରାପ୍ତ ଥାନା ଅଧିକାରୀ ଶ୍ରୀଯୁକ୍ତ ଗଙ୍ଗାଧର ମେହେର ଙ୍କ ସମେତ ଅଞ୍ଚଳର ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଶିବଦାସ ଚାନ୍ଦ ସୁବାଷ ଚାନ୍ଦ ବିନୋଦ ପୁଝାରୀ  ସମାଜସେବୀ ଶିକ୍ଷାବିତ ଓ ଗଣମାଧ୍ୟମ ପ୍ରତିନିଧି ନର୍ଲା ପ୍ରେସ ଏସୋସେଶନ ସଭାପତି ଦୀପକ୍ ସାହୁ ପ୍ରମୁଖ ଯୋଗଦେଇ ଶ୍ରୀ ସାହୁ ଙ୍କ ନିରପେକ୍ଷ ନିଷ୍ଠା ଓ କର୍ମମୟ ଜୀବନର ସ୍ମୃତି ଚାରଣ କରିଥିଲେ ଏବଂ ତାଙ୍କ ପରିବାର ସମସ୍ତ ଙ୍କ ମଙ୍ଗଳ କାମନା କରିଥିଲେ ଏହି ଭବ୍ୟ କାର୍ଯ୍ୟକ୍ରମ ରେ ଶ୍ରୀ ସାହୁ ଙ୍କ ଧର୍ମ ପତ୍ନୀ ତଥା ନର୍ଲା ଡିଗ୍ରୀ କଲେଜ ରେ ଇଂରାଜୀ ଅଧ୍ୟାପିକା ଶ୍ରୀମତୀ ବାସନ୍ତୀ ସାହୁ ଓ ତାଙ୍କ ସୁପୁତ୍ର ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ କାର୍ଯ୍ୟରତ ଡକ୍ଟର କୁନାଲ ସାହୁ ପୂତ୍ରି ଡ଼ା ଅନ୍ୟାନ୍ୟ ପ୍ରତିଭା ସମେତ ପରିବାର ସ୍ୱଜନ  ଉପସ୍ଥିତ ରହି ନିମନ୍ତ୍ରିତ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like