-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଗ୍ରସ୍ତ ରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

03-Jan-2024



ନର୍ଲା (ସଞ୍ଜିବ ଦାସ )
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମହକୁମା ଏସ ଏନ କନଫରେନ୍ସ ହଲ ଠାରେ ବିଜେଡି ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ଏହି ବୈଠକ ରେ ଜିଲ୍ଲାର ଚରିଗୋଟି ବିଧାନସଭା ର ନିର୍ବାଚିତ ବିଧାୟକ ସମେତ ବହୁ ପୂର୍ବତନ ବିଧାୟକ ଏବଂ ଦଳୀୟ ବରିଷ୍ଠ କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ, ଏହି କ୍ରମରେ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସ ପ୍ରାୟ ଦିନ ଦୁଇ ଘଣ୍ଟା ସମୟରେ ପହଞ୍ଚି ଉପସ୍ଥିତ ସମସ୍ତ ବିଧାୟକ ବରିଷ୍ଠ କର୍ମକର୍ତ୍ତା ମାନଙ୍କୁ ବିଜେଡି ସଙ୍ଗଠନ ବିଷୟରେ ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି ,ଏବଂ ମାନ୍ୟବର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହୋଇ ଶୃଙ୍ଖଳିତ ଭାବରେ ଦଳୀୟ ଶୃଙ୍ଖଳା ମାନି ସମସ୍ତେ ଏକତ୍ରିତ ହୋଇ ଦଳର ସାଂଗଠାନିକ କାର୍ଯ୍ୟ କରି, ଷଷ୍ଠ ଥର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ପୁଣି ମୂକ୍ଷ୍ୟ ମନ୍ତ୍ରୀ ଆସନରେ ଅଧିଷ୍ଠିତ କରାଇବା ପାଇଁ ଆହ୍ବାନ ଦେଇଛନ୍ତି

ଏହି ବୈଠକ ରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର ,ଧର୍ମସାଲା ବିଧାୟକ ପ୍ରଣଵ ଵଲଵନ୍ତ ରାଏ , ଧର୍ମଗଡ ବିଧାୟକ ମୌଶଧି ବାଗ, ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରି ଙ୍କ ସମେତ ବରିଷ୍ଠ ବିଜେଡି ନେତା ତଥା ନର୍ଲା ନିର୍ବାଚନ ମଣ୍ଡଳୀ  ସଭାପତି,ଚିତ୍ତରଞ୍ଜନ ମଣ୍ଡଳ, ବାବୁଲି ସ୍ୱାଇଁ , ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦୁ ସିଂ ଦେଓ ପୂର୍ବତନ ବିଧାୟକ ଅନାମ ନାଏକ , ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ର ସଦସ୍ୟ ତଥା ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରୀ ସଭାପତି ଅଭିନାଶ ଠାକୁର ପ୍ରମୁଖ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଏହି କ୍ରମରେ ନର୍ଲା ପ୍ରେସ ଆସୋସିଏସନ୍ ର ସଭାପତି ଶ୍ରୀଯୁକ୍ତ ଦୀପକ କୁମାର ସାହୁ ଉପ ସଭାପତି ଚିନ୍ତାମଣି ନାଏକ ନର୍ଲା ଅଞ୍ଚଳର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତ୍ୱରାନ୍ୱିତ ପାଇଁ ଶ୍ରୀ ଦାସ ଙ୍କୁ ଅବଗତ କରାଇଥିଲେ ଏବଂ ବିଶେଷ କରି ଛତିକୁଡ଼ା ନର୍ଲା ମ.ରାମପୁର ପୂର୍ତ୍ତ ବିଭାଗ ରାସ୍ତା ଦୋହରିକରଣ ଉପରେ ଗୁରୁତ୍ୱାରୋପ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like