-+91-9937148622 |

prerana_bgr@rediffmail.com |

  Sunday 8th March 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   (08-Mar-2026)       ||      ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   (08-Mar-2026)       ||      ୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   (07-Mar-2026)       ||      ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   (07-Mar-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ    (07-Mar-2026)       ||      ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   (07-Mar-2026)       ||      ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   (07-Mar-2026)       ||      ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   (07-Mar-2026)       ||      ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (07-Mar-2026)       ||      ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   (07-Mar-2026)       ||      ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   (07-Mar-2026)       ||      ବିସ୍ଥାପିତ ପ୍ରତିଭା ସମ୍ମାନ- ସୁକତେଲ ମହୋତ୍ସବ ଅବସରରେ ପ୍ରଶଂସନୀୟ ଉଦ୍ୟମ    (07-Mar-2026)       ||      ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ   (07-Mar-2026)       ||      କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ, ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ   (07-Mar-2026)       ||      ମାଟିରେ ମିଶିଲା ଶତାୟୁଅନୁଷ୍ଠାନ “ସୁନ୍ଦରକୁମାରୀ ଲେଡିଜ କ୍ଲବ”   (07-Mar-2026)       ||      ଆଗଲପୁର ରେ ନୂତନ ଥାନା ଗୃହର ଶୁଭ ଉଦଘାଟନ   (07-Mar-2026)       ||      ଡୁଙ୍ଗୁରିପାଲି ଧରିତ୍ରୀ ସାମ୍ବାଦିକଙ୍କ ପିତୃ ବିୟୋଗ |   (07-Mar-2026)       ||      ସୁଧୁରୁନାହିଁ ଟ୍ରାଫିକ ସମସ୍ୟା: ପୋଲିସ ନିରବ, ପ୍ରଶାସନ ଚୁପ   (07-Mar-2026)       ||      *ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁବର୍ଣ୍ଣପୁର ରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ*   (06-Mar-2026)       ||     

HOME   ଜିଲ୍ଲା

କଣ୍ଟମାଳ ହାଇସ୍କୁଲ ୧୯୭୮ ବ୍ୟାଚ ବନ୍ଧୁମିଳନ

03-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟମାଳ ସରକାରୀ ଉଚ୍ଚ ବିଦ୍ୟାଳୟ ୧୯୭୮ ମ୍ୟାଟ୍ରିକ ବ୍ୟାଚର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ବୌଦ୍ଧ ଜିଲ୍ଲା ଖଡ଼ଙ୍ଗ ନଦୀର ସାଡେଙ୍ଗଠାରେ ଅନୁଷ୍ଠିତ ହୋଇଯାଇଛି l ଗୌର ଚନ୍ଦ୍ର ବାଘ ଓ ସୁଶିଲ କୁମାର ଖଟୁଆଙ୍କ ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଦିବଂଗତ ସହପାଠୀମାନଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା l କର୍ମ ଜୀବନର ଅବସର ସାମୟିକ ଅବଶlନ୍ତି ପାଇଁ ଆଗାମୀ ଦିନରେ ସମାଜ ସେବା ସହ ପରିବେଶ ସୁରକ୍ଷା ପାଇଁ ସର୍ବସମ୍ମତି କ୍ରମେ ସମସ୍ତଙ୍କ ସମୟ ସହ ସହଯୋଗ  କରିବା ପାଇଁ ନିବେଦନ କରାଯାଇଥିଲା l ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଅବସର ପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶମ୍ଭୁ ଭୂଷଣ ଦୀପ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଲିଙ୍ଗରାଜ ଦଣ୍ଡୁଆସି, ଅବସର ପ୍ରାପ୍ତ ଶିକ୍ଷା ବିଭାଗର ମୁଖ୍ୟ କିରାଣୀ ଡ଼ମନ ପ୍ରସାଦ ମିଶ୍ର, ଅବସର ପ୍ରାପ୍ତ ଭୈଷଜିକ ପ୍ରଦୀପ କୁମାର ସାହୁ, ସମାଜ ସେବି ଘନଶ୍ୟାମ କର, ଅବସର ପ୍ରାପ୍ତ ଫୌଜଦାରୀ ଅଦାଲତ ମୁଖ୍ୟ କିରାଣୀ ବାବୁଲାଲ ପଣ୍ଡା, ଅବସର ପ୍ରାପ୍ତ ରାଜସ୍ୱ ନିରୀକ୍ଷକ ଉମାଶଙ୍କର ସାହୁ, ସମାଜସେବୀ ଦାମୋଦର ଭୋଇ ପ୍ରମୁଖ  ଉପସ୍ଥିତ ଥିବା ବେଳେ ଅଚ୍ୟୁତ ରଣା, ବଶିଷ୍ଠ ସାହୁ, ରାଜେଶ ବାଗ, ଶରତ ରଣା ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ,   08-Mar-2026
  ଜିଲ୍ଲା  
ଗୀତିନାଟ୍ୟ ‘ଅଭିମନ୍ୟୁ ବଧ’ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ରମଣ୍ଡପ ରେ ମଞ୍ଚସ୍ଥ   08-Mar-2026
  ଜିଲ୍ଲା  
୧୪-୧୫ ବର୍ଷୀୟ କିଶୋରୀମାନଙ୍କ ପାଇଁ ଦେଶବ୍ୟାପୀ ଏଚ୍‌ପିଭି ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ   07-Mar-2026
  ଜିଲ୍ଲା  
ଓଡ଼ିଆ ଚଳଚ୍ଚିତ୍ର "ଲାଇନବାଲା"ର ପୋଷ୍ଟର ଉନ୍ମୋଚନ ଓ ଟିଜର ରିଲିଜ୍   07-Mar-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ସମୀକ୍ଷା ବୈଠକ   07-Mar-2026
  ଜିଲ୍ଲା  
ସଶକ୍ତ ମହିଳାଙ୍କ ସମର୍ପଣର ପର୍ବ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ   07-Mar-2026
  ଜିଲ୍ଲା  
ସର୍ବଭାରତୀୟ ସିଭିଲ ସର୍ଭିସ ପରୀକ୍ଷାରେ  ୧୦୦ ତମ ସ୍ଥାନ ହାସଲ କରିଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ   07-Mar-2026
  ଜିଲ୍ଲା  
ବରପାଲି ପ୍ରାଥମିକ କୃଷି ସମବାୟ ସମିତି ର ବାର୍ଷିକ ସାଧାରଣ ସଭା   07-Mar-2026
  ଜିଲ୍ଲା  
ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଅବସରରେ ମହୋତ୍ସବ ପାଳନ ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଙ୍କୁ ନିମନ୍ତ୍ରଣ   07-Mar-2026
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   07-Mar-2026
  ଜିଲ୍ଲା  
୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ଜବତ; ୧ ଗିରଫ*- *ସୁବର୍ଣ୍ଣପୁର ପୋଲିସ କୁ ବଡ଼ ସଫଳତା*-   07-Mar-2026
  ଜିଲ୍ଲା  
ସୁନ୍ଦରଗଡ଼ରେ ସାଇବର୍ ଥାନା ଉଦ୍‌ଘାଟିତ   07-Mar-2026

You Might Also Like