-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଆମ ସଂକଳ୍ପ ବିକଶିତ ଭାରତ ରଥକୁ ଘଣ୍ଟାପଡ଼ା ପଞ୍ଚାୟତ ତରଫରୁ ଭବ୍ୟ ସ୍ୱାଗତ

03-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ା ପଞ୍ଚାୟତ ପକ୍ଷରୁ  ଆମ ସଙ୍କଳ୍ପ ବିକଶିତ ଭାରତ ଯାତ୍ରା ରଥକୁ ଭବ୍ୟ ସ୍ଵାଗତ କରାଯାଇଥିଲା । ସରପଞ୍ଚ ରୀତା କହଁରଙ୍କ ନେତୃତ୍ୱରେ ରଥକୁ ଭବ୍ୟ ସ୍ୱାଗତ କରି ପଂଚାୟତକୁ ନିଆଯାଇଥିଲା । ପରେ ସଂକୀର୍ତ୍ତନ ମାଧ୍ୟମରେ ରଥକୁ ପାଛୋଟି ନେଇ ନିକଟସ୍ଥ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପଞ୍ଚାୟତ ସ୍ତରୀୟ ବିଭିନ୍ନ ବିଭାଗର କର୍ମଚାରୀ ସଭାରେ ଉପସ୍ଥିତ ରହି କେନ୍ଦ୍ରସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ଓ ସେଗୁଡିକ କିଭଳି ଲୋକଙ୍କ ପାଖରେ ପହଞ୍ଚାଇବାକୁ ହେବ ସେ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯାଇଥିଲା । ୨୦୪୭ ମସିହା ସୁଦ୍ଧା ଭାରତକୁ ବିକଶିତ ଏକ ଆତ୍ମନିର୍ଭରଶୀଳ ରାଷ୍ଟ୍ରନିର୍ମାଣ ସ୍ୱପକୁ ସାକାର କରିବାକୁ ହେବାକୁ ହେଲେ

ସମସ୍ତଙ୍କ ସହଯୋଗ ଦରକାର !ଗୋଲାମୀର ମାନସିକତାକୁ ମୂଳଉତ୍ପାଟନକରିବା ଦେଶର ସମୃଦ୍ଧ ଐତିହକୁନେଇ ଆମେ ଗର୍ବିତ ହେବା, ଭାରତର ଏକତାକୁ ମଜଭୁତ କରିବା ଓ ଦେଶକୁ ସୁରକ୍ଷା ଦେଇଥିବା ବ୍ୟକ୍ତିକୁ ସମ୍ମାନ ଦେବା,ଭାରତର ନାଗରିକ ଭାବେ ନିଜର କର୍ତ୍ତବ୍ୟ ପାଳନ କରିବା ଉପରେ ସାମୁହିକ ଶପଥ ପାଠ କରାଯାଇଥିଲା।  ଏହିଯାତ୍ରାରେ ପଂଚାୟତ ନିର୍ବାହୀ ଅଧିକାରୀ ଗୁରୁଚରଣ ସେଠୀଙ୍କ ସଭାପତିତ୍ଵରେ ସ୍ଥାନୀୟ ପଞ୍ଚାୟତର ସରପଞ୍ଚ ରୀତା କହଁର,ବରଗାଁ ସରପଞ୍ଚ ରଶ୍ମିତା ରଣା, ପଞ୍ଚାୟତ କୃଷି କର୍ମଚାରୀ ବିଶିକେସନ ରଣା, ଏଲଆଇ ପ୍ରଜ୍ଞାସେନୀ ପ୍ରଧାନ, ଏମ୍ବିକେ ଶୁଭସ୍ମିତା ସାହୁ, ସ୍ୱେଚ୍ଛାସେବୀ ଚିତ୍ତରଞ୍ଜନ ପାତ୍ର, ଓମ୍ ପ୍ରକାଶ ମିଶ୍ର,ପିନାକଧର ରଣା, ଅନିଲ ପ୍ରଧାନ, ଗୋପୀନାଥ କହଁର, ଧରଣୀଧର ବିଭାର ପ୍ରମୁଖ ଉପସ୍ଥିତ ରହି ସଂକଳ୍ପ ସଚେତନତା ରଥ ଉପରେ ବକ୍ତବ୍ୟ ରଖିଥିଲେ। ଜିଆରଏସ ଶଙ୍କର୍ଷଣ ପ୍ରଧାନ ଅତିଥି ପରିଚୟ ଓ ସଭା ପରିଚାଳନା କରିଥିଲେ।  ପଂଚାୟତର ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ସିଆରପି,ୱାଡସଭ୍ୟସଭ୍ୟା, ସ୍ଵଂୟ ସହାୟକ ଗୋଷ୍ଟିର ସଦସ୍ୟାମାନେ ଉପସ୍ଥିତ ଥିଲେ।ପଂଚାୟତ କର୍ମଚାରୀମାନେ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।ଏହି ଯାତ୍ରାରେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତରଫରୁ ବୀରେନ୍ଦ୍ର କୁମାର ରଥ, ରମାନାଥ ସାହୁ, ମଞ୍ଜରୀ ମେହେର, ବସନ୍ତ ବାଘ, ଅର୍ଜୁନ ମହାନନ୍ଦ, ମହେନ୍ଦ୍ର ବେହେରା, ଅବନ୍ତୀ ସାହୁ, ପ୍ରତିମା ତରାଇ ଯୋଗଦେଇ ବିଭିନ୍ନ ରୋଗର ନିରାକରଣ ପାଇଁ  ସୁଗର, ବିପି, ଏଚଆଇଭି, ଏଚବି, ମେଲେରିଆ ଆଦିର ରକ୍ତ, ମୂତ୍ର, କଫର ପରୀକ୍ଷା କରିଥିଲେ।ପରେ ବିଦ୍ୟାଳୟର ଛାତ୍ରୀମାନେ ଦେଶାତ୍ମବୋଧକ ସଙ୍ଗୀତ ଓ ନୃତ୍ୟ ପରିବେଶଣ କରିଥିବା ସ୍ଥଳେ ପାଲା ମାଧ୍ୟମରେ ବିଭିନ୍ନ ରୋଗର ପ୍ରତିକାର ବିଷୟରେ ବୁଝାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like