-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ପୁରାତନ ଛାତ୍ର ସଂଘ ପକ୍ଷରୁ ଅତିରିକ୍ତ ଶ୍ରେଣୀ ଗୃହ  ଦାବିରେ ଗେଟ୍ ରେ ତାଳା ଦେଇ ଧାରଣା

04-Jan-2024



ତୁଷୁରା(ପଞ୍ଚାନନ ନାଏକ )ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ସରକାରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହ ସଂପୂର୍ଣ୍ଣକରଣ ଦାବିରେ ପୁରାତନ ଛାତ୍ର ସଂଘ ପକ୍ଷରୁ  ସ୍କୁଲ ମୁଖ୍ୟ ଗେଟ୍ କୁ ତାଳା ଦେଇ ଧାରଣ ଦେଇଥିବା ସୂଚନା ମିଳିଛି ।ପ୍ରକାଶ ଯେ ଜାମୁଟ ସରକାରୀ ଉଚ୍ଚ ବିଦ୍ୟାଳୟରେ ନବମ ଓ ଦଶମ ଶ୍ରେଣୀରେ ମୋଟ ୧୮୭ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ହେଲେ ଆବଶ୍ୟକ ଅନୁସାରେ ଶ୍ରେଣୀ କୋଠରୀ ନଥିବାରୁ ଛାତ୍ରଛାତ୍ରୀମାନେ ଅଧ୍ୟୟନ କରିବାରେ ଅନେକ ଅସୁବିଧା ସମ୍ମୁଖୀନ ହେଉଛନ୍ତି । ଯାହା

ଦ୍ୱାରା  ଗତ ୨୦୨୨-୨୩ ଆର୍ଥିକ ବର୍ଷରେ ରାମସା ମାଧ୍ୟମରେ ଟ- ୯.୫ ଲକ୍ଷ୍ୟରେ ଅତିରିକ୍ତ ଶ୍ରେଣୀ ଗୃହ କୋଠରୀ ର ନିର୍ମାଣ ପଞ୍ଚାୟତ ସମିତି,ଗୁଡଭେଲା ଦ୍ବାରା ଗତ ମାର୍ଚ୍ଚ ୨୦୨୩ ରେ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡ଼ିଅଛି । କାର୍ଯ୍ୟ ସଂପୂର୍ଣ୍ଣ ନିମନ୍ତେ ପୁରାତନ ଛାତ୍ର ସଂଘ ତରଫରୁ ବାରମ୍ବାର ବ୍ଲକ ପ୍ରଶାସନ ଙ୍କୁ ଲିଖିତ ଦୃଷ୍ଟି ଆକର୍ଷଣ କରିବା ସତ୍ତ୍ୱେ ଅନୁଦାନ ଥାଇ ମଧ୍ୟ କାର୍ଯ୍ୟ ସଂପୂର୍ଣ୍ଣ କରାଯାଉ ନାହିଁ ଯାହା ଫଳରେ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ମାନଙ୍କ ର ଶୈକ୍ଷିକ କାର୍ଯ୍ୟ ରେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଯାହା ଦ୍ୱାରା ଗତ ୨୧ ଡିସେମ୍ବର ମଧ୍ୟ ୩୧ ତାରିଖ ସୁଦ୍ଧା କାମ ଆରମ୍ଭ କରି ଯଥାଶୀଘ୍ର ସଂପୂର୍ଣ୍ଣ କରିବା ଯାଉ ନଚେତ ଜାନୁଆରୀ ୩ ତାରିଖରେ ସ୍କୁଲ ଫାଟକରେ ତାଳା ଦେଇ ଧାରଣ ଦେବାକୁ ଗୁଡଭେଲା ବିଡ଼ିଓଙ୍କୁ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ ବ୍ଳକ ପ୍ରଶାସନର କୌଣସି ଧ୍ୟାନ ନ ଦେବାରୁ ବାଧ୍ୟ ହୋଇ ପୁରାତନ ଛାତ୍ର ସଂଘ ପକ୍ଷରୁ ବୁଧବାର ଦିନ  ବିଦ୍ୟାଳୟ ମୁଖ୍ୟ ଗେଟକୁ  ତାଳା ଦେଇ ଧାରଣ ଦେଇଥିବା ସଂଘ ପକ୍ଷରୁ ସୂଚନା ମିଳିଛି । ଏହାର ପରେ ଗୁଡଭେଲା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାମେଶ ସମାର୍ଥ ଓ ସିଆର୍ସିସି ସମୀର ପଧାନ ଆସି ବୁଝାସୁଝା କରିଥିଲେ ମଧ୍ୟ ଆନ୍ଦୋଳନ କରି ଧାରଣ ଓହରି ନଥିଲେ ।

ଏହାପରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଋଷିଆ ମେହେର ଓ ସହକାରୀ ଯନ୍ତ୍ରୀ ଅମିତ ମୁର୍ମୁ ଆସି ଅନ୍ୟ ଯନ୍ତ୍ରୀଙ୍କୁ କାମର ଦାଇତ୍ଵ ଦେଇ ଆସନ୍ତା କାଳିଠୁ କାମ ଆରମ୍ଭ କରି ୨ ମାସ ମଧ୍ୟରେ କାମ ଶେଷ କରିବା ପାଇଁ ଲେଖିତ ପ୍ରତିଶ୍ରୁତି ଦେବା ପରେ ସାଢେ ୧୨ଟା ଧାରଣା ଓହରିଥିଲେ ।

ଧାରଣରେ ପୁରାତନ ଛାତ୍ର ସଂଘସଭାପତି ହେମନ୍ତ ମହାକୁର, ସମ୍ପାଦକ ମହେନ୍ଦ୍ର ନନ୍ଦ,ସଦସ୍ୟ ସମ୍ବିତ ଭୋଇ,ୱାରଫ ଖାଁ,କୁବେର ବେହେରା, ଅମିତ ଖାଁ,ଇରିସାତ ଖାଁ,ଆଶିଷ ବେହେରା, ପିଣ୍ଟୁ ବେହେରା ,ନଜିବୁଲ୍ଲା ଖାଁ,ଦୁର୍ଯ୍ୟୋଧନ ମୁଦୁଲି, ରିକେଶ ମୁଦୁଲି, ସିଦ୍ଧାନ୍ତ ଘିଭେଲା,ରିପୁନ ମହାକୁର,ନୂଆଖାଇ ରଣା,କୁନା ମାଝୀ, କାହ୍ନୁ ମାଝୀ,ଜତନ ରଣା,ଗୌତମ ବେହେରା, ସୁଚିବନ୍ତ ମୁଦୁଲି ପ୍ରମୁଖ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like