-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଦେଶର ପ୍ରଥମ ଶିକ୍ଷୟତ୍ରି ମହିଳା ସାବିତ୍ରୀ ବାଇ ଫୁଲେ ଙ୍କ ୧୯୩ ତମ ଜନ୍ମ ଜୟନ୍ତୀ ପାଳିତ

04-Jan-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
 କଳାହାଣ୍ଡି ଜିଲ୍ଲା ର କେସିଙ୍ଗା ବ୍ଲକ, ଲାଞ୍ଜିଗଡ଼ ବ୍ଲକ ଠାରେ ଦେଶ ର ପ୍ରଥମ ମହିଳା ଶିକ୍ଷୟତ୍ରୀ ସାବିତ୍ରୀ ବାଇ ଫୁଲେ ଙ୍କ ଜନ୍ମ ଜୟନ୍ତୀ ପାଳନ କରୁଥିବାବେଳେ,କୋକସରା ବ୍ଲକ୍ ଅନ୍ତର୍ଗତ ଖୁଣ୍ଟିଆ ମିଶନ ଶକ୍ତି ଗୃହ ପରିସରରେ ସାବିତ୍ରୀ ବାଇ ଫୁଳେଙ୍କ ୧୯୩ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଥିବା ଦେଖିବାକୁ ମିଳିଛି । ଏଠାରେ ନାଗରିକ ବିକାଶ ସଙ୍ଗଠନ କୋକସରା ଓ ଖୁଣ୍ଟିଆ ମିଶନ ଶକ୍ତି ମହିଳାମାନଙ୍କ ଉଦ୍ୟମ କ୍ରମେ ଆୟୋଜିତ ହୋଇଥିବା ଏହି ଜନ୍ମ ଜୟନ୍ତୀ ପାଳନରେ ମୁଖ୍ୟ ଅତିଥି ଭାବେ ଖୁଣ୍ଟିଆ ଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ମାଧବୀ ଧରୁଆ ଯୋଗଦାନ କରି ଥିବା ବେଳେ ସମ୍ମାନୀତ ଅତିଥି ଭାବରେ ଖୁଣ୍ଟିଆ ଗ୍ରାମ ପଞ୍ଚାୟତର  ପୂର୍ବତନ ସରପଞ୍ଚ ତଥା ମିଶନ ଶକ୍ତିର ଗ୍ରାମ ପଞ୍ଚାୟତ ସ୍ତରୀୟ ସଭାପତି ଶ୍ରୀମତୀ ପଙ୍କଜିନୀ ମେହେର, ସ୍ୱୟଂ ସହାୟକ ଗୋଷ୍ଠୀ ସଭା ନେତ୍ରୀ ସୁଶୀଳା ନାଏକ, କଳିଙ୍ଗ 24 ନିଉଜ୍ ସାମ୍ୱାଦିକ ରୁପେନ୍ଦ୍ର ସୁନାନୀ , ଖୁଣ୍ଟିଆ ଉପ ସ୍ବାସ୍ଥ୍ୟ କେନ୍ଦ୍ର - ସ୍ବାସ୍ଥ୍ୟ କର୍ମୀ ସୁକାନ୍ତି ଦେବୀ ଯୋଗଦାନ କରିଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ସମସ୍ତ ଅତିଥି ସାବିତ୍ରୀ ବାଇ ଫୁଲେ ଓ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ। ତା ପରେ ପରେ ଭାରତର ପ୍ରଥମ ନାରୀ ଶିକ୍ଷୟିତ୍ରୀ ସାବିତ୍ରୀ ବାଇଙ୍କ ଜୀବନୀ ଓ ନାରୀ ଶିକ୍ଷା ,ନାରୀ ମାନଙ୍କ ଅଧିକାର ପାଇଁ ଥିବା ତାଙ୍କ ଉତ୍ସର୍ଗୀକୃତ କାର୍ଯ୍ୟକଳାପ ଉପରେ ଉପସ୍ଥିତ ଥିବା ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ପରିପ୍ରକାଶ କରିଥିଲେ। ତତ୍ ସହିତ ସମସ୍ତେ ସାବିତ୍ରୀ ବାଇ ଫୁଲେଙ୍କ ଆଦର୍ଶରେ ଅନୁପ୍ରାଣୀତ ହୋଇ ସମାଜ ପାଇଁ ଜୀବନରେ କିଛି କରିଯିବାକୁ ଅତିଥି ମାନେ ସମସ୍ତଙ୍କୁ ଅବଗତ କରିଥିଲେ । ପାଲିତ ହୋଇଥିବା ଏହି ଜନ୍ମ ଜୟନ୍ତୀକୁ  ସଙ୍ଗଠନର ଓମେନ୍ ଫେଡରେସନ ମେନେଜର କଲ୍ୟାଣୀ ଦାସ ଓ ବ୍ଲକ୍ ସଂଯୋଜକ ଉପେନ୍ଦ୍ର ସୁନାନୀ,ମୁକ୍ତା ଠାକୁର, ପ୍ରେମସିଲା ପାଣିଗ୍ରାହି, ବୀଣାପାଣି ସୁନାନି, ଟିକେମଣି ସୁନାନୀ, ଗୀତାଞ୍ଜଳି ଗୋପାଲ, କେତକୀ ମେହେର, ରୋହିତା ପଟ୍ଟନାୟକ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like