-+91-9937148622 |

prerana_bgr@rediffmail.com |

  Thursday 9th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ଜିଲ୍ଲା

ଦେଓ ଗା ଗ୍ରାମ ପଞ୍ଚାୟତ ଠାରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪

04-Jan-2024



କେସିଙ୍ଗା ( କେଶବ ମେହେର)
କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅନ୍ତର୍ଗତ ଦେଓ ଗା ଗ୍ରାମ ପଞ୍ଚାୟତ ର ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ତା ୦୪/୦୧/୨୦୨୪ ରିଖ ଗୁରୁବାର ଦିନ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ଅନୁଷ୍ଠିତ ହୋଇଛି।ଉକ୍ତ କାର୍ଯ୍ୟ କ୍ରମ ରେ ପ୍ରଥମେ ଦେଓ ଗା ର ଇଷ୍ଟଦେବୀ  ମାଉଳି ମା ଙ୍କ ପୀଠରୁ ମଶାଲ ଶୋଭାଯାତ୍ରା ଆରମ୍ଭ ହୋଇଥିଲା।ଉକ୍ତ ଶୋଭାଯାତ୍ରା ରେ ଘୁମୁରା ବାଜା ହରିବୋଲ ହୁଳହୁଳି ଶବ୍ଦରେ ଗ୍ରାମ ର ସମସ୍ତ ମା ବାପା ସ୍କୁଲ୍ ଛାତ୍ର ଛାତ୍ରୀ ଉପସ୍ଥିତି ରେ ପ୍ରକମ୍ପିତ କରି ଶେଷରେ ସଭା କାର୍ଯ୍ୟ ପାଖରେ ପହଂଚି ଥିଲେ । ଉକ୍ତ ସଭା କାର୍ଯ୍ୟ ସ୍ଥାନୀୟ ସରପଞ୍ଚ ଶ୍ରୀଯୁକ୍ତ ଡମ୍ବରୁଧର ପଟ୍ଟନାୟକ ଙ୍କ ନେତୃତ୍ୱରେ ସଭା କାର୍ଯ୍ୟ ହୋଇଥିଲା ।ସଭା କାର୍ଯ୍ୟ ର ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚନ୍ଦନ କୁମାର ସେନାପତି ଓ ସମ୍ମାନିତ ଅତିଥି ଭାବରେ କେସିଙ୍ଗା ବ୍ଲକ୍ ଉପାଦ୍ଧକ୍ଷା ଶ୍ରୀମତୀ ରାଜଲକ୍ଷ୍ମୀ ପଟ୍ଟନାୟକ ,ନିମନ୍ତ୍ରିତ ଅତିଥି ଭାବରେ କୁଣ୍ଡlବନ୍ଧ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ବା ସମାଜ ସେବୀ ଶ୍ରୀଯୁକ୍ତ ମନୋଜ ପଟ୍ଟନାୟକ ଓ ସ୍ଥାନୀୟ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସର୍ଣାଲତା ଉପାଦ୍ଧୟା, ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ କେଶରୀ ଶବର , ନାଏକ ସରପଞ୍ଚ ,ଓ ସ୍ଥାନୀୟ ପୂର୍ବତନ ସରପଞ୍ଚ ଓ ଏବଂ ଗ୍ରାମ ପଞ୍ଚାୟତ ସମସ୍ତ ଭଦ୍ର ବ୍ୟକ୍ତି ଓ ସ୍କୁଲ୍ ଛାତ୍ର ଛାତ୍ରୀ ଙ୍କ ଉପସ୍ଥିତି ରେ ସଭା କାର୍ଯ୍ୟ ହୋଇଥିଲା ।କଳାହାଣ୍ଡି  ଐତିହ୍ୟ, ସସ୍କୃତି ,ପରମ୍ପରା ,ଲୋକନୃତ୍ୟ , ଲୋକବଦ୍ୟ,ଓ ସଙ୍ଗୀତ ର ସମାବେଶ ର ବହୁତ୍ ଆଡମ୍ବର ସହିତ ହୋଇଥିଲା ଏବଂ ଉକ୍ତ ସ୍କୁଲ ର ଜୁନିୟର ,ସିନିୟର୍ ମାନଙ୍କ ଅନେକ ଇଭେଣ୍ଟ ହୋଇଥିଲା ସେଥିମଧ୍ୟରୁ ସାଧାରଣ ଜ୍ଞାନ ,ସଙ୍ଗୀତ, ରଚନା,ରଚନା,ତର୍କ,ଚିତ୍ରାଙ୍କନ, ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଉଟିର୍ଣ୍ଣ ଛାତ୍ର ଛାତ୍ରୀ ଙ୍କୁ ମାନ ପତ୍ର ଦେବା ସହିତ ଟ୍ରଫି ପ୍ରଦାନ କରିଥିଲେ ।ସର୍ବ ଶେଷରେ ସମସ୍ତ ଙ୍କୁ ଧନ୍ୟବାଦ୍ ଦେଇ ସଭା ସାଙ୍ଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like