-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||     

HOME   ରାଜ୍ୟ

ବିଜେପି ପାଟପୁର ମଣ୍ଡଳସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

04-Jan-2024



ସାନଖେମୁଣ୍ଡି(କୃଷ୍ଣଚନ୍ଦ୍ର ପଣ୍ଡା ): ଭାରତୀୟ ଜନତା ପାର୍ଟି ପକ୍ଷରୁ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପାଟପୁର ମଣ୍ଡଳସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ପାଟପୁର ଠାକୁରାଣୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ତଥା ବିଧାୟକ ପ୍ରାର୍ଥୀ ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ବରେ ଅନୁଷ୍ଠିତ ଦଳୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ପ୍ରତ୍ୟେକ ପଞ୍ଚାୟତର ସମସ୍ତ ବୁଥରେ ଦଳୀୟ ସଙ୍ଗଠନ ସୁଦୃଢ଼ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସରକାରଙ୍କ ସମସ୍ତ ଯୋଜନା ଗ୍ରାମାଞ୍ଚଳରେ କାର୍ଯ୍ୟକାରୀ କରାଇବା ଓ ୫୯ ନଂ ଜୋନର ସମସ୍ତ ବୁଥ କୁ ମୋ ବୁଥ ମଜବୁତ୍ କରିବା ପାଇଁ ଗୁରୁତ୍ବ ଦିଆଯାଇଥିଲା। ମଣ୍ଡଳ ସଭାପତି ରାଣା ଗୌତମ ପ୍ରଭାରୀ ଦୁର୍ଗାଚରଣ ପଟ୍ଟନାୟକ ଯୋଗ ଦେଇ ନିର୍ବାଚନ ପୂର୍ବରୁ ସମସ୍ତ ବୁଥ କୁ ଶକ୍ତିଶାଳୀ କରିବା ପାଇଁ ଆଲୋକପାତ କରିଥିଲେ।ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ଗଦାଧର ସ୍ୱାଇଁ ବରିଷ୍ଠ ନେତା ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଦୀପକ ପ୍ରଧାନ ଉପସଭାପତି ଏମ୍ ଚିନ୍ମୟ ରେଡ଼ି ମହିଳା ମୋର୍ଚ୍ଚା ଜିଲ୍ଲା ଉପସଭାପତି ଯମୁନା ନାୟକ ପୂର୍ବତନ ସରପଞ୍ଚ ଈଶ୍ୱର ସ୍ୱାଇଁ ସମେତ ଏକ ହଜାରରୁ ଉର୍ଦ୍ଧ୍ବ ମଣ୍ଡଳ ଓ ବୁଥ ସ୍ତରୀୟ କାର୍ଯ୍ୟକର୍ତ୍ତା ଓ କର୍ମୀ ଆଲୋଚନାରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   08-Jul-2026
  ଜିଲ୍ଲା  
ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   08-Jul-2026
  ରାଜ୍ୟ  
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   08-Jul-2026
  ଜିଲ୍ଲା  
ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   08-Jul-2026
  ଜିଲ୍ଲା  
ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    08-Jul-2026
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026

You Might Also Like