-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||      ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||     

HOME   ଜିଲ୍ଲା

ବିଲୁପ୍ତପ୍ରାୟ ହେବାକୁ ବସିଲାଣି ଘରଚଟିଆବଂଶ.... ଆଉ ଶୁଭୁନି କିଚିରି ମିଚିରି ଶବ୍ଦ*

04-Jan-2024



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା (ଡାବୁଗାଁ);-କିଛି ବର୍ଷ ପୂର୍ବେ ଘର ଅଗଣାରେ ଧାନ, ମାଣ୍ଡିଆ ସୁଖେଇଲେ ଜଣେ ଲୋକ ବାଡ଼ି ଟିଏ ଧରି ଜଗିବାକୁ ପଡୁଥିଲା lକାଳେ ଘରଚଟିଆ ଆସି ଖାଇଯିବେ ଶୁଖେଇ ଥିବା ଶସ୍ୟକୁ କିନ୍ତୁ ଏବେ ବିଲୁପ୍ତ ହେବାକୁ ବସିଲେଣି ଘରଚଟିଆ ଆଉ ଶୁଭୁନି କିଚିରି ମିଚିରି ଡାକ ।ଆମସମାଜ ତଥା ଚାଷୀର ପରମବନ୍ଧୁ ଭାବେ ବେସ ଜଣାଶୁଣା ଏହି ପକ୍ଷୀ ଗାଁ ଗାଁରେ ଆଉ ଦେଖିବାକୁ ମିଳୁନାହିଁ ।ଘରଚଟିଆଙ୍କ ରହଣିସ୍ଥଳ ଗାଁ ଗାଁରେ ଥିବା ଚାଳଘର  ଏବେ  ଆଉ ନାହିଁ । ଚଳଘର ଗୁଡିକ ନଥିବା କାରଣରୁ ଏହି ପକ୍ଷୀ ଏବେ ଆଉ  ଗାଁ ଗହଳିରେ ଦେଖାଯାଉ ନାହାନ୍ତି  ଏହା ମଧ୍ୟ ବିଲୁପ୍ତ ହେବାର ଗୋଟିଏ ମୁଖ୍ୟ କରଣ ବୋଲି କହିଲେ ଚଳେ । ସେହିପରି ସବୁଆଡେ କଂକ୍ରିଟ ଜଙ୍ଗଲ ଓ ପରିବେଶ ତାର ସନ୍ତୁଳନ ହରାଇବା ମଧ୍ୟ ଅନ୍ୟ ଏକ କାରଣ । ଗ୍ରାମବାସୀଙ୍କ କହିବା ଅନୁଯାୟୀ ସଚେତନତା ଅଭାବରୁ ଘର ଚଟିଆଙ୍କ ବଂଶ ବୃଦ୍ଧି ହୋଇପାରୁ ନାହିଁ । ଘରଚଟିଆ ଗୋଟିଏ ଛୋଟିଆ ପକ୍ଷୀ ହୋଇଥିଲେ ମଧ୍ୟ ଲୋକଙ୍କ ମନରେ ବେଶ ଖୁସି ଉନ୍ମାଦନା ସୃଷ୍ଟି କରିଥାଏ

କିଚିରି ମିଚିରି ଶବ୍ଦ କରି ଘର ଚାରି ପାଖେ ବୁଲିବା ସହ ଘରର ଚାଳରେ ଘରଚଟିଆ ବସା ବାନ୍ଧିଥାଏ ।ଲୋକଙ୍କ ସହ ସତେ ଯେମିତି ତାର ସମ୍ପର୍କ ରହିଛି ସେଥିପାଇଁ ତ ବଣ ଜଙ୍ଗଲରେ ନରହି ନଡା ଛପର ଘର ମାନଙ୍କରେ ଏମାନେ ବସା ବାନ୍ଧିଥାନ୍ତି । ସମୟର ପରିବର୍ତ୍ତନ ସାଙ୍ଗକୁ ସବୁ କିଛି ବଦଳି ଗଲାଣି । ଲୋକଙ୍କ ଚଳଣି ସହ ବାସଗୃହ ମଧ୍ୟ ବଦଳିଗଲାଣି ।ମୋବାଇଲ ଯୁଗ ସାଙ୍ଗକୁ କଚ୍ଚା ଘରକୁ ସରକାର ପକ୍କା ଘର କରି ଲୋକଙ୍କୁ ଯୋଗାଇ ଦେଉଛନ୍ତି । ସରକାରଙ୍କ ଏହି ଘୋଷଣା ଲୋକଙ୍କ ପାଇଁ ଖୁସି ଆଣି ଦେଉଥିବା ବେଳେ ଘରଚଟିଆଙ୍କ ପାଇଁ ତାହା କାଳ ସାଜିଛି ।ପ୍ରାୟ ଚାଳ ଘର ପକ୍କା ଘରରେ ପରିଣତ ହେବା ପରେ ଘର ଚଟିଆଙ୍କ ସଂଖ୍ୟା ମଧ୍ୟ କମି ଯାଇଛି । ଖାଲି ସେତିକି ନୁହେଁ ବହୁଳ ମୋବାଇଲ ବ୍ୟବହାର ଦ୍ବାରା ଟାୱାରରୁ ବାହାରୁଥିବା ମାଇକ୍ରୋ ୱେଭ ତରଙ୍ଗ ଯୋଗୁଁ କୁଆଡେ ଘର ଚଟିଆଙ୍କ ସଂଖ୍ୟା ବିଶେଷ ଭାବରେ କମି ଯାଉଥିବା ପରିବେଶବିତ ମାନେ କହିଛନ୍ତି । ଘରଚଟିଆଙ୍କୁ ସୁରକ୍ଷା ତଥା ତାଙ୍କ ବଂଶବୃଦ୍ଧି ପାଇଁ ବହୁ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଗେଇ ଆସୁଥିବା ବେଳେ ଏହି ପକ୍ଷୀଙ୍କ ପାଇଁ ସରକାର ବିଶେଷ ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   08-Jul-2026
  ଜିଲ୍ଲା  
କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   08-Jul-2026
  ଜିଲ୍ଲା  
ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ   08-Jul-2026
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026

You Might Also Like