-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ    (08-Jul-2026)       ||      ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   (08-Jul-2026)       ||      ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jul-2026)       ||      କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   (08-Jul-2026)       ||      ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||     

HOME   ଜିଲ୍ଲା

ସଡ଼କ ସୁରକ୍ଷା ସପ୍ତାହ : ଜୀବନ ବଞ୍ଚିବା କୌଶଳ ଶିଖାଇଲା

04-Jan-2024



ସୋନପୁର ତା. ୦୪.୦୧.୨୪ (ପ୍ରେରଣା ଖବର)- ଆଞ୍ଚଳିକ ପରିବହନ ପ୍ରାଧିକରଣ ସୁବର୍ଣ୍ଣପୁରଙ୍କ ଆନୁକୁଲ୍ୟରେ ଏବଂ ଜୁନିଅର ରେଡକ୍ରସ ଯୁନିଟର ସହଯୋଗ କ୍ରମେ ସୋନପୁର ବସଷ୍ଟାଣ୍ଡ ଠାରେ ସଡ଼କ ସୁରକ୍ଷା ସପ୍ତାହ ପାଳନ ଅବସରରେ ଜୀବନ ବଞ୍ଚିବା କୌଶଳ ତଥା ରକ୍ଷକ ତାଲିମ ପ୍ରଦାନ କାର‌୍ୟ୍ୟକ୍ରମ ଅନୁଷ୍ଠିତ ଓ ହୋଇଯାଇଅଛି ଜ୍ଝ ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ତଥା ମୋଟର ଯାନ ନିରୀକ୍ଷକ ବିଶ୍ୱରଞ୍ଜନ ସାହୁଙ୍କ ନିର୍ଦ୍ଦେଶନାରେ ସୋନପୁର ବସଷ୍ଟାଣ୍ଡ ଠାରେ ଅଟୋ ଚାଳକ, କାର ଚାଳକ, ବସ ଚାଳକ, ବିଭିନ୍ନ ଦୋକାନୀ, ଏବଂ ବସ ଯାତ୍ରୀ ମାନଙ୍କୁ ସଡ଼କ ଦୁର୍ଘଟଣାର ପ୍ରଥମ ପ୍ରତିକ୍ରିୟାଶୀଳ ବ୍ୟକ୍ତି ହେବାପାଇଁ ତାଲିମ ପ୍ରଦାନ କରାଯାଇ ଥିଲା । ସୋଲାସିୟମ ଫଣ୍ଡ,  ଗୁଡ୍ ସମରିଟାନ ନିୟମ, ଆହତ ବ୍ୟକ୍ତିଙ୍କୁ ବୋହିବା ପ୍ରଣାଳୀ, ଜରୁରୀ ଫୋନ ନମ୍ବର ୧୧୨, ବ୍ୟାଣ୍ତେଜ,  ରାସ୍ତାର ସଙ୍କେତ,  ମୂର୍ଚ୍ଛା ହୋଇଯାଇଥିଲେ ଚେତା ଫେରି ପାଇବା ପ୍ରଣାଳୀ, ଫେଣ୍ଟିଙ୍ଗ, ଚୋକିଙ୍ଗ,  ରକ୍ତସ୍ରାବ ବନ୍ଦ କରିବା ପ୍ରଶୀଳୀ, ଆରମ ଦାୟକ ଅବସ୍ଥା, ହୃତପିଣ୍ଡ ଓ ଫୁସ୍‌ଫୁସ୍‌କୁ ପୁନଃ ଚାଳନ କରିବା ପାଇଁ ସିପିଆର ପ୍ରଦାନ ପ୍ରଭୃତି ଶିକ୍ଷା ଦିଆଯାଇଥିଲା ।

ଏହି ତାଲିମ କାର‌୍ୟ୍ୟକ୍ରମକୁ ସୋନପୁରର ଜୁନିଅର ରେଡକ୍ରସ ଅଫିସର ତଥା ମାୟାବର୍ହା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବିଚନ୍ଦ୍ର ପଶାୟତ ସଂଯୋଜନା କରିଥିବା ବେଳେ ଜୁନିଅର ରେଡକ୍ରସ ପରାମର୍ଶ ଦାତା ତଥା ରକ୍ଷକର ମାଷ୍ଟର ଟ୍ରେନର ସୁବଳୟା ଉଚ୍ଚ ବିଦ୍ୟାଳୟର ଚନ୍ଦ୍ରମଣୀ ବାଘ, ଖରଜୁରା ଉଚ୍ଚ ବିଦ୍ୟାଳୟର ଚନ୍ଦ୍ର ଶେଖର ମହାପାତ୍ର, ପ୍ରତାପପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଗୋପେଶ ପଣ୍ଡା, ଓ ପଣକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତପସ୍ଵିନୀ ଦାଶ  ପ୍ରମୁଖ ତାଲିମ ପ୍ରଦାନ କରିଥିଲେ । କାର‌୍ୟ୍ୟକ୍ରମ ପରିଚାଳନାରେ ଘରୋଇ ବସ ମାଲିକ ସଂଘର ସଭାପତି ପୁରୁଶୋତ୍ତମ ପାଣିଗ୍ରାହୀ ସହ ଯୋଗାଯୋଗ କରିଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟର ଚିତ୍ତରଞ୍ଜନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଘର୍ଟ ଇଣ୍ଟରନ୍ୟାସନାଲ ଷଷ୍ଠ ପ୍ରତିଷ୍ଠା ଦିଵସ, ସମାଜସେବା ପାଇଁ ଗୌରବ ଦୀପ ସମ୍ମାନିତ   08-Jul-2026
  ଜିଲ୍ଲା  
ପିଏମ୍-ସୂର୍ଯ୍ୟ ଘରକୁ ପିଏମ୍-ଆବାସ ଯୋଜନା ସହ ସଂଯୋଜନ କରାଯିବ: ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ   08-Jul-2026
  ଜିଲ୍ଲା  
ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ, ଯାଜପୁର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   08-Jul-2026
  ଜିଲ୍ଲା  
କନ୍ଧମାଳରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ :   08-Jul-2026
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026

You Might Also Like