-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ରାଜ୍ୟ

ମାନବ ସେବା ସଦନ ସଂଗଠନର ପ୍ରଥମ ପ୍ରତିଷ୍ଠା ଉତ୍ସବ

04-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ସତସଙ୍ଗ ପଡିଆରେ ରୁଗୁଡ଼ିପାଲି ମାନବ ସେବା ସଦନ ସ୍ବେଛାସେବୀ ସଂଗଠନର ପ୍ରଥମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି l ସଂଗଠନ ସଭାପତି ବଳରାମ ବାଘଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ସମାଜସେବୀ ନୀଳାଞ୍ଚଳ ଭୋଇ ମୁଖ୍ୟଅତିଥି, ଶିକ୍ଷାବିତ ଦେବରାଜ ସାହୁ ମୁଖ୍ୟବକ୍ତା, ସମାଜସେବୀ ଓମପ୍ରକାଶ ମିଶ୍ର ଏବଂ ଶିକ୍ଷାବିତ କାର୍ତ୍ତିକେଶ୍ୱର ବେହେରା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ମାନବ ସେବା ଉପରେ ମାର୍ଗ ଦର୍ଶନ କରିଥିଲେ l ଏହି ଅବସରରେ ବୃଦ୍ଧବୃଦ୍ଧାଙ୍କୁ ଶୀତବସ୍ତ୍ର ପ୍ରଦାନ କରାଯିବା ସହିତ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଅନୁଷ୍ଠାନ ମାହେଶ୍ୱରୀ ସଂଗଠନ ବଲାଙ୍ଗୀର, ରକ୍ତଦାତା ପରିବାର କର୍ତ୍ତଙ୍ଗ, ମାହେଶ୍ୱରୀ ସଂଗଠନ ବ୍ରାହ୍ମଣୀ ଏବଂ ସ୍ବେଛାକୃତ ରକ୍ତଦାତା ମାନଙ୍କୁ ସମ୍ମାନିତ କରାଯାଇଥିଲା l ସଭା ପ୍ରାରମ୍ଭରେ ସମ୍ପାଦକ ବଂଶୀଧର ମାଝୀ ବାର୍ଷିକ ବିବରଣୀ ପଠନ କରିଥିଲେ l ମସିଣାଗୋରା ଶିଶୁ ମନ୍ଦିରର ଛାତ୍ରୀମାନେ ସ୍ୱାଗତ ସଂଗୀତ ଗାନ କରିଥିଲେ l ଉପଦେଷ୍ଟା ସଞ୍ଜୀବ କୁମାର ବେହେରା ଅତିଥି ପରିଚୟ ଓ ମଞ୍ଚ ପରିଚାଳନା କରିଥିଲେ l ସଦସ୍ୟ ସୁଶାନ୍ତ ବାରିକ ଧନ୍ୟବାଦ ଦେଇଥିଲେ l ପରେ ପ୍ରଗତି କଳା ପରିଷଦ କଣ୍ଟାମାଳ, ନୁଆଁପାଲି ହାଇସ୍କୁଲର ଛାତ୍ରଛାତ୍ରୀ ଏବଂ ସ୍ଥାନୀୟ ଶିଶୁ କଳାକାର ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ମଧ୍ୟରାତ୍ରି ପର୍ଯ୍ୟନ୍ତ ଦର୍ଶକ କାର୍ଯ୍ୟକ୍ରମକୁ ମନଭରି ଉପଭୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like