-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଟ୍ରାକ୍ଟରରେ ବେଟେରୀ ସଂଯୋଗ ବେଳେ ଟ୍ରାକ୍ଟର ଚଢି ଯିବାରୁ ଜଣେ ମୃତ୍ୟୁ

05-Jan-2024



ବେଲଗୁଣ୍ଠl(କୃଷ୍ଣଚନ୍ଦ୍ର ପଣ୍ଡା ):ଟ୍ରାକ୍ଟରରେ ବେଟେରୀ ସଂଯୋଗ ବେଳେ ଟ୍ରାକ୍ଟର ଚଢିଯିବାରୁ ଜଣେ ବ୍ୟକ୍ତିର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଗୌରହରୀ ଗୌଡ଼ (୬୦)। ମିଳିଥିବା ସୂଚନା ପ୍ରକାରେ, ଗାଙ୍ଗପୁର ଥାନା ଅନ୍ତର୍ଗତ ଗୋବରା ନିକଟସ୍ଥ ଗୁଣ୍ଠପଲ୍ଲବା ଗ୍ରାମର ପ୍ରଶାନ୍ତ ପଣ୍ଡାଙ୍କ ଟ୍ରାକ୍ଟର ବ୍ୟାଟେରୀଟି ଭଞ୍ଜନଗରରେ ଚାର୍ଜ କରାଇ ଗ୍ରାମକୁ ଆଣିଥିଲେ। ବୁଧବାର ଅପରାହ୍ନ ଘ୩.୪୦ ମିନଟ ସମୟରେ ବ୍ୟାଟେରୀଟିକୁ ଟ୍ରାକ୍ଟର ରେ ସଂଯୋଗ କରାଇବା ପାଇଁ ଗୌରହରୀଙ୍କ ସାହାର୍ଯ୍ୟ ନେଇଥିଲେ,ଗୌରହରୀ ବହୁ ବର୍ଷ ହେଲା ଘରୋଇ ବସ ଚଳାଉ ଥିବାରୁ ବ୍ୟାଟେରୀଟି ଟ୍ରାକ୍ଟରରେ ସଂଯୋଗ କରିବା ପରେ ଗାଡିଟି ଷ୍ଟାର୍ଟ ହୋଇଯାଇ ଆଗକୁ ଗଡି ଯାଇଥିଲା ଏବଂ ଗୌରହରୀଙ୍କ ଛାତି ଉପରେ ମାଡି ଯାଇଥିଲା ସାଙ୍ଗେ ସାଙ୍ଗେ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଗୌରହରୀଙ୍କୁ ଉଦ୍ଧାର କରି ପ୍ରଥମେ ଗୋବରା ମେଡ଼ିକାଲରେ ଭର୍ତି କରାଇଥିଲେ, ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଭଞ୍ଜନଗର ଉପଖଣ୍ଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।ସେଠାରେ ଚିକିର୍ସାଧୀନ ଅବସ୍ଥାରେ ଗୌରହରୀଙ୍କ ମୃତ୍ୟୁ ଘଟିଥିଲା।ଖବର ପାଇ ଗାଙ୍ଗପୁର ପୋଲିସ ଭଞ୍ଜନଗର ମେଡିକାଲରେ ପହଂଚି ଶବକୁ ଜବତ କରି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରl ଯିବ ବୋଲି ଜଣା ପଡିଛି। ପ୍ରକାଶ ଥାଉକି, ମୃତ ଗୌରହରୀ ବ୍ରହ୍ମପୁରରୁ ରାଉରକେଲା ଯାଉଥିବା ଘରୋଇ ବସ ଫରିସ୍ତା ରେ ଡ୍ରାଇଭର ଭାବେ ଦୀର୍ଘ ଦିନ ଧରି କାମ କରି ଆସୁଥିଲେ।କିଛି ଘରୋଇ କାମ ଥିବାରୁ ୫ ଦିନ ତଳେ ନିଜ ଗ୍ରାମକୁ ଛୁଟିରେ ଆସିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like