-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଶେଷରେ ଧରା ହେଲା ପଟକିଆ ଦନ୍ତା ହାତୀ : ଅଞ୍ଚଳବାସୀ ଆଶ୍ୱସ୍ତ

05-Jan-2024



ଶେଷରେ ଧରା ହେଲା ପଟକିଆ ଦନ୍ତା ହାତୀ : ଅଞ୍ଚଳବାସୀ ଆଶ୍ୱସ୍ତ

କଣ୍ଟାମାଳ,05.01 : ବନବିଭାଗ ର ଅକ୍ଲାନ୍ତ ପରିଶ୍ରମ ପରେ ଶେଷରେ ଗୁରୁବାର ସନ୍ଧ୍ୟା ପ୍ରାୟ 8ଘଣ୍ଟା ସମୟରେ ଧରାହେଲା ପଟକିଆ ଦନ୍ତା ହାତୀ l ଡ଼ିଏଫଓ ବୌଦ୍ଧ ଦେବପ୍ରିୟ କମ୍ପ ଙ୍କ ନେତୃତ୍ୱରେ ବୌଦ୍ଧ ବନଖଣ୍ଡ କଣ୍ଟାମାଳ ରେଞ୍ଜ ଅଧୀନ ବରଗାଁ ପଞ୍ଚାୟତର ଲୁଇସିଂ ଅଂଚଳରୁ ଟ୍ରାଙ୍କୁଲାଇଜିଙ୍ଗ କରି ଏହି ଦାନ୍ତlହାତୀଟିକୁ କାବୁ କରିଛି ବନବିଭାଗ  l  ସୂଚନାନୁସାରେ ଡ଼ିଏଫଓ ଙ୍କ ପୂର୍ବପ୍ରସ୍ତୁତି ଅନୁସାରେ ଲୁଇସିଂ ଗ୍ରାମର ଗୋଟିଏ ସ୍ଥାନରେ ଧାନ ରଖlଯାଇଥିଲା  l  ହାତୀଟି ଧାନ ଖାଇବାକୁ ଆସିବାରୁ ଟ୍ରlଙ୍କୁଲାଇଜିଙ୍ଗ କରି ତାହାକୁ ଆୟତ୍ତ କରିଥିଲେ l  ପ୍ରକାଶଯୋଗ୍ୟ ଯେ ଉକ୍ତ ଦନ୍ତା ହାତିଟି ଗତ 4/5ଦିନ ହେଲା କଣ୍ଟାମାଳ ରେଞ୍ଜ ଅନ୍ତର୍ଗତ ଉଦେପୁର ଗ୍ରାମ ଭିତରେ ପଶି ଲୋକଙ୍କ ଘର ଭାଙ୍ଗି ଧାନ ଚାଉଳ ଖାଇ ନଷ୍ଟ କରିବା ସହ ବହୁ ଫସଲ ନଷ୍ଟ କରିଥିଲା l  ଫଳରେ ବନବିଭାଗ ର ଅପାରଗତାକୁ ନେଇ ଉତ୍ୟକ୍ତ ଗ୍ରାମବାସୀ ରାସ୍ତାରୋକ କରିଥିଲେ l  ଏବେ ହାତୀଟିକୁ ଟ୍ରାଙ୍କୁଲାଇଜିଙ୍ଗ ପରେ ଲୁହା ଶିକୁଳି ଦ୍ୱାରା ଗଛରେ ବାନ୍ଧି ରଖାଯାଇଛି  l  

ଏଥିରେ ଏସିଏଫ ଆଶିଷ କହଁର,ଭାରପ୍ରାପ୍ତ କଣ୍ଟାମାଳ ରେଞ୍ଜର ତଥା ଏସିଏଫ କ୍ଷୀରାବ୍ଧି ପ୍ରଧାନ ଙ୍କ ସହ ଫରେଷ୍ଟର ଚିତ୍ତରଞ୍ଜନ ପ୍ରଧାନ, ରବୀନ୍ଦ୍ର କୁମ୍ଭାର ଓ କଣ୍ଟାମାଳ ରେଞ୍ଜ ଅଧୀନ ଅନ୍ୟ ସମସ୍ତ ବନ କର୍ମଚାରୀ ଏହି ମିଶନ ହାତୀ ଧାରାରେ ସାମିଲ ଥିଲେ  l  ଆଜି ହାତୀଟିକୁ ନନ୍ଦନକାନନ ପଠାଯିବା ନେଇ ଡ଼ିଏଫଓ ଶ୍ରୀ କମ୍ପ ପ୍ରକାଶ କରିଛନ୍ତି  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like