-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ଅପରାଧୀଙ୍କ କବ୍‌ଜାରେ ସମ୍ବଲପୁର: ୧୦ ଦିନରେ ୪ ହତ୍ୟା

18-Dec-2020



 

 

ସମ୍ବଲପୁର: ସମ୍ବଲପୁର ଜିଲ୍ଲାରେ ୧୦ ଦିନରେ ୪ ହତ୍ୟାକାଣ୍ଡ ଘଟିଛି। ୪ ମାସ ହେଲା ଡିଆଇଜି, ମାସେ ହେଲା ଏସପି ପଦ ଖାଲି ପଡ଼ିଛି। ଏଥିସହିତ ଡ୍ରଗ୍ସ ଇନ୍ସପେକ୍ଟର ଅଫିସ ଏବଂ ତହସିଲ କାର୍ଯ୍ୟାଳୟଗୁଡ଼ିକ ସ୍ଥାଣୁ ପାଲଟିଛି। ଏଥିପ୍ରତି ଦୃଷ୍ଟି ଦିଆନଗଲେ କଡ଼ା ଆଭିମୁଖ୍ୟ ପୋଷଣ ହେବ। ସମ୍ବଲପୁର ବାର ଆସୋସିଏସନର ନୂଆ ପଦାଧିକାରୀ ନିର୍ବାଚନ ପରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ଆସୋସିଏସନ ସଭାପତି ଡ.ପ୍ରମୋଦ ରଥ। ସେ କହିଛନ୍ତି, ବର୍ତ୍ତମାନ ନିଷ୍କ୍ରିୟ ଅପରାଧୀ ସକ୍ରିୟ ହୋଇ ସମ୍ବଲପୁରକୁ କବ୍ଜା କରି ନେଇଛନ୍ତି। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ଏହାର ଉଦାହରଣ। ପ୍ରତିଟି ଅପରାଧର ପଛରେ ରହିଛି କୋରେକ୍ସ ଓ ନିଶା। ଜିଲ୍ଲାରେ କୋରେକ୍ସ କାରବାର ନେଇ ପୁଲିସ ସମ୍ପୂର୍ଣ୍ଣ ଅବଗତ। ଏହା ସତ୍ତ୍ବେ ଏହାର ନିୟନ୍ତ୍ରଣ ନେଇ ଠୋସ ପଦକ୍ଷେପ ଗ୍ରହଣ କରାଯାଉ ନାହିଁ। ଜବତ କୋରେକ୍ସ ସମ୍ପର୍କରେ ମଧ୍ୟ ସମ୍ପୂର୍ଣ୍ଣ ତଥ୍ୟ ଦିଆଯାଉ ନାହିଁ। ଡ୍ରଗ ଇନ୍ସପେକ୍ଟରଙ୍କ କାର୍ଯ୍ୟ ଔଷଧ ଦୋକାନୀଙ୍କୁ ଲାଇସେନ୍ସ ପ୍ରଦାନରେ ସୀମିତ ରହିଛି। କୋରେକ୍ସ ରୋକିବାରେ କୌଣସି ସକ୍ରୟତା ନଦେଖାଇବା ଦୁର୍ଭାଗ୍ୟଜନକ। ଜମି ମାଫିଆଙ୍କ ପ୍ରଭାବ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଓକିଲ ସଂଘର ଏକ କର୍ମକର୍ତ୍ତା ଦଳ ସମ୍ବଲପୁର ଜିଲ୍ଲାପାଳଙ୍କୁ ଭେଟି ତୁରନ୍ତ ଏସ୍‌ପି, ଡିଆଇଜିଙ୍କ ଖାଲି ପଡ଼ିଥିବା ପଦବି ପୂରଣ ପାଇଁ ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ କରିଛି। କୁଲୁଥକାନୀରେ ସ୍ଥିତ ୧୪ ଏକର ସରକାରୀ ଜମିକୁ କିଛି ମାଫିଆ କବ୍‌ଜା କରିବାକୁ ଚେଷ୍ଟା କରୁଥିବା ନେଇ ଓକିଲ ସଂଘ ଅଭିଯୋଗ କରିଛି।ଏଠାରେ ଖେଳ ପଡ଼ିଆ କରାଯିବା ଉଚିତ ବୋଲି କୁହାଯାଇଛି। ସମ୍ପାଦକ ରବି ପୂଜାରୀ କହିଛନ୍ତି, ସମ୍ବଲପୁର, ରେଙ୍ଗାଲି, ମାନେଶ୍ବର ତହସିଲ ଅଫିସ ସ୍ଥାଣୁ ପାଲଟି ସାରିଛି। ମ୍ୟୁଟେସନ, ଡିମାରକେସନ, ଓଏଲଆର କୌଣସି କାର୍ଯ୍ୟ ହେଉ ନାହିଁ। ସବୁ ଆବେଦନ ପେଣ୍ଡିଂ ପଡ଼ିଛି। ସାମ୍ବାଦିକ ସମ୍ମିଳନୀରେ ସଂଘର ଚନ୍ଦ୍ରକାନ୍ତ ମହାନ୍ତି, ରବି ପୂଜାରୀ, ଅନୂପ ତରିଆ, ଅନୂପ ପଟ୍ଟନାୟକ, ଆଫ୍‌ତାବ ଆଲମ୍‌, ଦେଓକିରଣ ପଟ୍ଟନାୟକ, ସତ୍ୟ ପୁରୋହିତ, ପ୍ରଶାନ୍ତ କର, ଆଶିଷ ପଣ୍ଡା ଓ ଅରବିନ୍ଦ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like