-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||     

HOME   ଜିଲ୍ଲା

କପିଳାସ ଗଲା ଉଗ୍ର ଦନ୍ତାହାତୀ,ଅଞ୍ଚଳ ବାସୀ ଆଶ୍ୱସ୍ଥ

06-Jan-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ରେଞ୍ଜ ଅନ୍ତର୍ଗତ ବରଗାଁ ସେକସନର ଲୁଇସିଂ ଗ୍ରାମରୁ ଗୁରୁବାର ରାତିରେ କାବୁ କରିଥିବା ପଟକିଆ ଦନ୍ତାହାତୀକୁ ଶୁକ୍ରବାର ଏକ ହାଇୱା ଗାଡିରେ ଜୟ ଜଗନ୍ନାଥ ନାରାଦେଇ କପିଳାସ ପଠାଇଲା ବନବିଭାଗ । ପ୍ରକାଶଯୋଗ୍ୟ ଯେ ପଟକିଆ ଦନ୍ତାହାତୀଟି ନୂଆ ବର୍ଷରୁ କଣ୍ଟାମାଳ ବନାଞ୍ଚଳକୁ ଆସି ଗାଁ ଗାଁ ଭିତରେ ପଶି ଘରଦ୍ଵାର ଭାଙ୍ଗି ଧାନ, ଚାଉଳ ଆଦି ଅନେକ ଶସ୍ୟ ତଥା ର୍ଗା ଭିତରେ ଥିବା ବାଡି ବଗିଚାରେ ପଶି ଅନେକ ଗଛ ଭାଙ୍ଗି ନଷ୍ଟ କରୁଥିଲା। ଏପରି ଅବସ୍ଥାରେ କଣ୍ଟାମାଳ ପଞ୍ଚାୟତର ଉଦେପୁର ଗ୍ରାମରେ ହାତୀଟି ପଶି ଅନେକ ଘର ଦ୍ଵାର ଭାଙ୍ଗି ଫସଲ କ୍ଷତି କରିଥିବା ପ୍ରତିବାଦରେ ଉତ୍ୟକ୍ତ ଗ୍ରାମବାସୀ ଉଦେପୁର-ତିଲିକାମାଲ ରାସ୍ତାକୁ ଦୀର୍ଘ ୭ ଘଣ୍ଟା ପର୍ଯ୍ୟନ୍ତ ରାସ୍ତା ଅବରୋଧ କରିଥିଲେ। ଆନ୍ଦୋଳନକାରୀଙ୍କ ସହ ଡିଏଫଓଙ୍କ ହାତୀକୁ ଧରି ଅନ୍ୟତ୍ର ପଠାଇବାର ପ୍ରତିଶୃତି ଦେଇଥିଲେ। ଫଳରେ ବନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ନିଦ ହଜେଇ ଦେଇଥିଲା ଉକ୍ତ ଦନ୍ତାହାତୀ । ଶେଷରେ ଟ୍ରାଙ୍ଗୁଲାଇଜିଙ୍ଗ କରି ଗୁରୁବାର ରାତିରେ କାବୁ କରି ଲୁଇସିଂ ଗ୍ରାମର ଏକ ଆମ୍ବ ଗଛରେ ଲୁହା ଶିକୁଳିରେ ବାନ୍ଧି ରଖିଥିଲେ। ଶୁକ୍ରବାର ହାତୀ ଧରାଳିଙ୍କ ସହାୟତାରେ ଏକ ହାଇୱା ଗାଡ଼ିରେ କପିଳାସର ପ୍ରାଣୀ ଉଦ୍ୟାନକୁ ପଠାଇଥିଲେ। ଉକ୍ତ ଅପରେସନରେ ବିଭାଗୀୟ ଡିଏଫଓ ଦେବପ୍ରିୟ କମ୍ପଙ୍କ ନେତୃତ୍ଵରେ ଏସିଏଫ ଆଶିଷ କହଁର, କଣ୍ଟାମାଳ ଭାରପ୍ରାପ୍ତ ରେଞ୍ଜ ଅଫିସର ତଥା ଏସିଏଫ କ୍ଷୀରାବ୍ଧି ପ୍ରଧାନ, ଫରେଷ୍ଟର ଚିତ୍ତରଂଜନ ପ୍ରଧାନ,ରବିନ୍ଦ୍ର କୁମ୍ଭାରଙ୍କ ସହ ରେଞ୍ଜ ଅଧିନ ସମସ୍ତ କର୍ମଚାରୀ ଏବଂ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କଣ୍ଟାମାଳ ଥାନାଧିକାରୀ ଗୋପୀନାଥ ପ୍ରଧାନଙ୍କ ନେତୃତ୍ଵରେ ସମସ୍ତ ପୋଲିସ କର୍ମଚାରୀ, ଆଇଆରବି ଯବାନ ଓ ଗ୍ରାମବାସୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026

You Might Also Like