-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ରାଜ୍ୟ

ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର କାର୍ଯ୍ୟକାରିଣୀ ବୈଠକ

06-Jan-2024



ଭୁବନେଶ୍ୱର(ପ୍ରେରଣା ଖବର ): ଭୁବନେଶ୍ୱର ସ୍ଥିତ ବିଜୁ ଶ୍ରମିକ ସମ୍ମୁଖ୍ୟ ସଭା କକ୍ଷ ଠାରେ ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ର ରାଜ୍ୟ ସ୍ତରୀୟ କାର୍ଯ୍ୟକାରୀଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଶ୍ୟାମ ସୁନ୍ଦର ଭୋଇ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ସଭାରେ ପ୍ରତି ବ୍ଲକ ରେ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା, ଆଦିବାସୀ ମାନଙ୍କ ଜୀବନ ଜୀବିକା ଅର୍ଜନ ପାଇଁ ସ୍ୱତନ୍ତ୍ର ଆଦିବାସୀ ଯୋଜନା ରେ ଆର୍ଥିକ ସହାୟତା ପ୍ରଦାନ, ଆଦିବାସୀ ଜମି ବିକ୍ରି,ବନ୍ଧକି, ଦାନ ସୂତ୍ରେ ଅଣ ଆଦିବାସୀ ମାନଙ୍କୁ ହସ୍ତାନ୍ତରିକରଣ ପାଇଁ ଓଡିଶା ଭୁସଂସ୍କାର ଆଇନ 1960 ଏବଂ ରେଗୁଲେସନ ୨,1956 କୁ କଡାକଡି ଭାବରେ ଲାଗୁ କରିବା, ଆଦିବାସୀ ବହୁଳ ବ୍ଲକ ଗୁଡିକୁ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ରେ ସାମିଲ କରିବା,ନକଲି ଆଦିବାସୀ ମାନଙ୍କ ମାମଲା ଗୁଡିକୁ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଫଇସଲା କରିବା, ଆଦିବାସୀ ମାନଙ୍କ ଜମି, ଜଳ,ଜଙ୍ଗଲ ସୁରକ୍ଷା ସହିତ ଆଦିବାସୀ କଳା,ସଂସ୍କୃତି, ଦେବଦେବୀ ପୂଜାସ୍ଥଳୀ ନିର୍ମାଣ, ସୌନ୍ଦର୍ଯ୍ୟକରଣ କରିବା,ଭାରତ ସରକାର ଙ୍କ ସଂରକ୍ଷଣ ଆଇନ ଅନୁସାରେ କେନ୍ଦ୍ରସରକାର ଙ୍କ  ସମସ୍ତ ବିଭାଗ ରେ ଆଦିବାସୀ ମାନଙ୍କ ପାଇଁ ଶତକଡା ୮.୫ ପ୍ରତିଶତ ସଂରକ୍ଷଣ କରିବା,ଓଡିଶା ର ୧ କୋଟି ଆଦିବାସୀ ମାନଙ୍କ ପାଇଁ ଭୁବନେଶ୍ୱର ରେ ରାଜ୍ୟ ଆଦିବାସୀ ଭବନ ନିର୍ମାଣ, ବଜାର ଦର ବୃଦ୍ଧି ଅନୁସାରେ ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଛାତ୍ରଛାତ୍ରୀ ବୃତ୍ତି ବୃଦ୍ଧି କରିବା, କେନ୍ଦ୍ର ସରକାର କେନ୍ଦୁପତ୍ର ରୁ କର ପ୍ରତ୍ୟାହାର କରିବା ସହିତ ଆଦିବାସୀ ଭାଷା ଗୋଣ୍ଡି, କୁଇ, ହୋ, ଭୂମିଜ, ମୁଣ୍ଡାରୀ ଭାଷା କୁ ସମ୍ବିଧାନ ର ଅଷ୍ଟମ ଅନୁସୂଚୀ ରେ ସାମିଲ କରି ବା, କେନ୍ଦ୍ର ସରକାର ସମସ୍ତ ଆଦିବାସୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ କରିବା , କେନ୍ଦ୍ର ସରକାର ଆଦିବାସୀ ଗାଁ ମାନଙ୍କ ରେ ନେଟୱାର୍କ ବ୍ୟବସ୍ଥା ପାଇଁ ଆଲୋଚନା କରାଯାଇଥିଲା l ସଭାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ଲମ୍ବୋଦର ସିଂ,ବାଳକୃଷ୍ଣ ଶବର, ଜୟଦେବ ମିଞ୍ଜ, ଯୁବରାଜ ଭୋଇ,ପରମାନନ୍ଦ ମାଝୀ, ଭାନୁ ପ୍ରତାପ ସିଂ ମାଝୀ, ଚନ୍ଦ୍ରଶେଖର ବାଗ, ଯୋଗେନ୍ଦ୍ର ମିର୍ଦ୍ଧା, ଈଶ୍ୱର ଚନ୍ଦ୍ର ନାଏକ,ବିଦ୍ୟାଧର ଦେହୁରୀ, ଲକ୍ଷ୍ମୀକାନ୍ତ ବେହେରା, ବିଦ୍ୟାଧର ଶବର, ରାଜେନ୍ଦ୍ର କୁମାର ମାଝୀ,ସୁରେଶ ମାଝୀ, ଗୁପ୍ତେଶ୍ୱର ମଲ୍ଲିକ, ନନ୍ଦନ ବାରିକ, ଚନ୍ଦ୍ରଶେଖର ବରିହା,ପlଳେଶ୍ୱର ଭୋଇ, ଗୋପାଳ ପ୍ରଧାନ ପ୍ରମୁଖ ଉଦବୋଧନ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like