-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ରାଜ୍ୟ

ମାଁ ଦେବୀ ଦୁର୍ଗାଙ୍କ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ ମହିଷାସୁର ବରଣ

06-Jan-2024



ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସହରରେ ନୂତନ କରି ପ୍ରତିଷ୍ଠା ହେବାକୁ ଯାଉଥିବା ଜଗତ ଜନନୀ ମାଁ ଦୁର୍ଗାଙ୍କ ଭବ୍ୟ ମନ୍ଦିର ପ୍ରତିଷ୍ଠା ସମାରୋହରେ ଯୋଗଦେବାକୁ ଥିବା ଶ୍ରଦ୍ଧାଳୁ ଭକ୍ତଙ୍କ ମନୋରଞ୍ଜନ ସକାଶେ ମହିଷାସୁର ଦରବାର ଅନୁଷ୍ଠିତ ହେବ । ଏଥିପାଇଁ ଆଜି ଅପରାହ୍ନରେ ପୁରୁଣା ବସଷ୍ଟାଣ୍ଡ ଦୁର୍ଗାପୂଜା କମିଟି ତରଫରୁ ମହିଷାସୁର ବରଣ କାର୍ଯ୍ୟକ୍ରମ ବେଶ ଉତ୍ସାହ ଉଦ୍ଦୀପନା ମଧ୍ୟରେ ସମ୍ପନ୍ନ ହୋଇଛି ।ସୂଚନା ଯୋଗ୍ୟ ଯେ ବିନିକା ସହର ମଧ୍ୟମ ସ୍ଥଳ ପୁରୁଣା ବସଷ୍ଟାଣ୍ଡ ପରିସରରେ ଦୀର୍ଘ ୫୨ବର୍ଷ ଧରି ମାଁ ଶକ୍ତିରୁପାଙ୍କ ପୂଜା ମହାସମାରୋହରେ ଅନୁଷ୍ଟିତ ହୋଇ ଆସୁଥିଲା ।କମିଟି କର୍ମକର୍ତ୍ତା ଓ ଅଞ୍ଚଳ ବାସୀଙ୍କ ସହଯୋଗ କ୍ରମେ ଦେବୀ ଦୁର୍ଗାଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି ।ଚଳିତ ମାସ ୧୫ତାରିଖରୁ ୨୪ତାରିଖ ପର୍ଯ୍ୟନ୍ତ ମାଁ ଦେବୀ ଦୁର୍ଗାଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ।ଦେବୀଙ୍କ ଦର୍ଶନ ପାଇଁ

ଲକ୍ଷାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଆଧ୍ୟାତ୍ମିକ ପରିବେଶ କୁ ସରଗରମ କରିବା ସହିତ ଶ୍ରଦ୍ଧାଳୁ ଭକ୍ତଙ୍କ ମନୋରଂଜନ ପାଇଁ ଆଜି ପୂଜା କମିଟି ସଭାପତି ସନ୍ତୋଷ କୁମାର ପଣ୍ଡାଙ୍କ ନେତୃତ୍ୱରେ କମିଟି କର୍ମକର୍ତ୍ତା ଓ ଅଞ୍ଚଳବାସୀ ଏକ ବାଇକ ଶୋଭାଯାତ୍ରାରେ ଅନ୍ତର୍ଡ଼ା ଗ୍ରାମକୁ ପହଞ୍ଚିଥିଲେ । ସ୍ଥାନୀୟ ଗ୍ରାମ୍ୟ ମଣ୍ଡପ ଠାରେ ଆୟୋଜିତ ବର୍ଣ୍ଣାଢ଼୍ୟ ଉତ୍ସବରେ ବ୍ରାହ୍ମଣ ମାନଙ୍କ ଦ୍ଵାରା ଶ୍ଳୋକ ପଠନ କରାଯାଇଥିଲା।ପରେ ପୂଜା କମିଟି ତଥା ଅଞ୍ଚଳ ବାସୀଙ୍କ ତରଫରୁ ସୁନିଲ କୁମାର ପାତ୍ର ମହିଷାସୁର ଭୂମିକାରେ ଅଭିନୟ କରୁଥିବା ଦୁର୍ଦ୍ଦାନ୍ତ ଖଳନାୟକ ତଥା ଅଭିନେତା ଗୋପାଳ ପଣ୍ଡାଙ୍କୁ ଉପଡ଼ୋକନ ଦେଇ ବରଣ କରିଥିଲେ ।ଏହି ଅବସରରେ ମହିଷାସୁର ପରିବାର ତରଫରୁ ନିମନ୍ତ୍ରଣ ପାଇଁ ଆସିଥିବା ଅତିଥି ମାନଙ୍କୁ ଆତିଥ୍ୟ ସତ୍କାର କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like