-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ପୁଣି ଦାଦନରେ ଶିଶୁର ଜୀବନ ଗଲା

06-Jan-2024



ବୋଡ଼େନ  (ଡୋଲେସ୍ବର ଵାଗ )
 ନୂଆପଡ଼ା ଜିଲ୍ଲାରୁ ବର୍ଷକୁ ବର୍ଷ ହଜାର ହଜାର ସଂଖ୍ୟାରେ ଦାଦନ ଯାଉଛନ୍ତି ବାହାର ରାଜ୍ୟକୁ।କୌଣସି ପଞ୍ଚାୟତରେ ନାମ ପଞ୍ଜିକରଣ ତାଲିକା ରଖୁନାହାନ୍ତି ,ଏହା ହେଉଛି ସରକାରୀ ଦୁର୍ବଳତା ।ନିରୀହ ଶ୍ରମିକ ଶ୍ରେଣୀର ଲୋକ ପେଟ ପୋଷିବାକୁ କିଛି ଅର୍ଥ ନିମିତ୍ତ  ନିଜ ଭିଟାମାଟି ଛାଡ଼ି ଅନ୍ୟତ୍ର ଯାଆନ୍ତି କିଛି ମାସ ପାଇଁ ଏବଂ ପରେ ଫେରି ଆସିଥାନ୍ତି ।ହେଲେ ପ୍ରତିବର୍ଷ ଦାଦନ କରୁଣ କାହାଣୀର ଦୁଃଖ ପ୍ରତି ଦିନ ସବୁ ଖବର କାଗଜରେ ସ୍ଥାନ ପାଏ।ତଥାପି ସୁଧୁରି ନାହାନ୍ତି ମାଲିକ,ସର୍ଦ୍ଦାର ଓ ଦଲାଲ ।ଲୋକଙ୍କୁ ଅର୍ଥ ଲୋଭ ଦେଖାଇ ନେଇ ଯାଆନ୍ତି ଏବଂ କଠିନ ପରିଶ୍ରମ କରାଇଥାନ୍ତି ।ଠିକ୍ ସେହି ବଲାଙ୍ଗୀର ଜିଲ୍ଲା କୁଇବାହଲ ଗ୍ରାମର ସର୍ଦ୍ଦାର ଅମର ସିଂ ତାଣ୍ଡି ଓ ଦଲାଲ ଶୁନାପୁର ଗ୍ରାମର ସୋମନାଥ କାଣ୍ଡଙ୍କ ଜରିଆରେ ସେହି ଗ୍ରାମର ମଧୁ କାଣ୍ଡ ଓ ତାଙ୍କ ସ୍ତ୍ରୀ ଗୁଣ ବତି କାଣ୍ଡ ତାଙ୍କର ଦୁଇଟି ଝିଅ ଓ ଗୋଟିଏ ପୁଅ ସହିତ ସପରିବାର ତେଲେଙ୍ଗାନାର ଚିକଲ ମାମଲି ଗ୍ରାମକୁ ଇଟା ଗଢ଼ିବା ପାଇଁ ଯାଇଥିଲେ ।ମାତ୍ର ୧୫ ଦିନ ମଧ୍ୟରେ ମଧୁ କାଣ୍ଡ ଙ୍କ ୩ ବର୍ଷର ଝିଅ ନେହା କାଣ୍ଡ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ମୃତ୍ୟୁ ବରଣ କରିବାପରେ ତାଙ୍କୁ ଡାକ୍ତର ଖାନାକୁ ନିଆଯାଇଥିଲା ,ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ ।ପୋଷ୍ଟମର୍ଟମ ସରିବା ପରେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ସୁନାପୁର ଗ୍ରାମକୁ ଅଣାଯାଇଥିଲା ।ପରିବାର ବର୍ଗଙ୍କୁ ବହୁତ୍ ହଇରାଣ ହେବାକୁ ପଡିଥିବା ପ୍ରକାଶ କରିଛନ୍ତି ।କିଛି ଆର୍ଥିକ ସହାୟତା ମଧ୍ୟ ଦେଇ ନାହାନ୍ତି ।ଶିଶୁର ମୃତ୍ୟୁରେ ପରିବାର ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି ।ସର୍ଦ୍ଦାର ଓ ଦଲାଲ ମାନେ ସବୁବେଳେ ନିର୍ଯ୍ୟାତନା ଦେଇ ଆସୁଥିବା ଅଭିଯୋଗ ହେଉଛି ।ଏଥି ପ୍ରତି ପୋଲିସ ଓ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେଇ ଉଚିତ୍ ନ୍ୟାୟ ପ୍ରଦାନ କରିବାକୁ ସାଧାରଣରେ ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like